ରାଜ୍ୟ ରାଜ୍ୟରେ ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ February 28, 2025 Nirvay ଶୁକ୍ରବାର ଦିନ ଓଡ଼ିଶାରେ ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ ଦେଖିବାକୁ ମିଳିଛି । କଟକ ଓ ଭୁବନେଶ୍ୱରର ଡିସିପିଙ୍କୁ ବଦଳି କରାଯାଇଛି । ଜଗମୋହନ ମୀନାଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ମିଳିଥିବା ବେଳେ ଖିଲାରୀ ରିଷିକେଶ କଟକର…
ରାଜନୀତି ରାଜ୍ୟ ନଡ୍ଡାଙ୍କ ଓଡିଶା ଗସ୍ତ ସରକାରୀ ଥିଲା କହିଲେ ମନମୋହନ ସାମଲ February 28, 2025 Nirvay ଆଜି ରାଜ୍ୟ ଅତିଥି ଭବନରେ ଭାରତୀୟ ଜନତା ପାର୍ଟିର ଅନୁଷ୍ଠିତ ବୈଠକ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ଗସ୍ତ ସରକାରୀ ଥିଲା ।…
ରାଜ୍ୟ ୨୦ ବର୍ଷର ହାଟ ସମସ୍ୟାର ସମାଧନ; ନୂଆ ରୂପ ନେବ ସହିଦ ନଗର ହାଟ February 28, 2025 Nirvay ୨୦ ବର୍ଷର ହାଟ ସମସ୍ୟା ଦୁଇ ମାସରେ ସମାଧନ ହୋଇଛି । ଭୁବନେଶ୍ୱରସ୍ଥିତ ସହିଦ ନଗର ହାଟ ପାଇଁ ହସ୍ତାନ୍ତର ହୋଇଛି ଜମି । ଏହାସହ ଉନ୍ନତିକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମକୁ ମଧ୍ୟ ମିଳିଛି ଦାୟିତ୍ଵ । ଆଜି ମୁଖ୍ୟମନ୍ତ୍ରୀ…
ରାଜ୍ୟ ମାଲକାନଗିରି ମୋଟୁରେ ପୋଲାଭରମ ବିରୋଧୀ ବିଶାଳ ସମାବେଶ ଅନୁଷ୍ଠିତ February 28, 2025 Nirvay ଗୋଦାବରୀ ନଦୀ ଉପରେ ନିର୍ମିତ ହେବାକୁ ଯାଉଥିବା ପୋଲାଭରମ ପ୍ରକଳ୍ପ ବିରୋଧରେ ଆଜି ମାଲକାନଗିରିର ମୋଟୁଠାରେ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିରାଟ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜୁ ଜନତା ଦଳ ସମେତ ୧୪ ଟି ଆଦିବାସୀ ସଂଗଠନର…
ମନୋରଞ୍ଜନ ରାଜ୍ୟ ସତ୍ୟନଗର ଶ୍ମଶାନରେ ହେବ ଉତ୍ତମ ମହାନ୍ତିଙ୍କ ଶେଷ କୃତ୍ୟ February 28, 2025 Nirvay ଆଜି ଭୁବନେଶ୍ୱରସ୍ଥିତ ସତ୍ୟନଗର ଶ୍ମଶାନରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।…
ମନୋରଞ୍ଜନ ରାଜ୍ୟ ପରଲୋକରେ ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତି February 28, 2025 Nirvay ଆଉ ନାହାନ୍ତି ଓଡ଼ିଆ ସିନେମା ଜଗତର ପ୍ରଥମ ସୁପରଷ୍ଟାର ଉତ୍ତମ ମହାନ୍ତି । ୬୬ ବର୍ଷ ବୟସରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଇହଧାମ ପରିତ୍ୟାଗ କରିଛନ୍ତି ଉତ୍ତମ । ଗତ କିଛି ଦିନ ହେଲା ଲିଭର ସିରୋସିସ…
ରାଜ୍ୟ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ February 27, 2025 Nirvay ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24…
ରାଜ୍ୟ ଖୁବଶୀଘ୍ର ଆରମ୍ଭ ହେବ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ February 27, 2025 Nirvay ଖୁବଶୀଘ୍ର ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପ କାମ ଆରମ୍ଭ ହେବ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ପ୍ରକଳ୍ପ ପାଇଁ ୨୨୦ କୋଟି ଖର୍ଚ୍ଚ ହେବା ନେଇ ସୂଚନା ଦେଇଛନ୍ତି ନଗର…
ରାଜ୍ୟ ଭୁବନେଶ୍ୱରରେ ପହଞ୍ଚିଲେ ଜେ.ପି. ନଡ୍ଡା February 27, 2025 Nirvay ବିଜେପି ରାଷ୍ଟ୍ରୀୟ ସଭାପତି ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଆଜି ସେ କୋଣାର୍କ ଯାଇ ରାତ୍ରୀଯାପନ କରିବେ । ଆସନ୍ତାକାଲି ନଡ୍ଡା ପୁରୀରେ ହେବାକୁ ଥିବା ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ…
ଦେଶ ରାଜନୀତି ବୈଜୟନ୍ତ ପଣ୍ଡାଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା February 27, 2025 Nirvay ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆଜି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଦିଲ୍ଲୀ ନିର୍ବାଚନ ପ୍ରଭାରୀ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି ସୂଚନା ଯୋଗ୍ୟ ଯେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର ବିଜୟରେ ଜୟ ପଣ୍ଡା ସବୁଠୁ ଗୁରୁତ୍ୱପୂର୍ଣ୍ଣ…