Author: Nirvay

କେନ୍ଦ୍ରୀୟ ଡେପୁଟେସନରେ ଗଲେ ୨ ଆଇଏସ ଅଧିକାରୀ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଦୁଇ ଆଇଏଏସ୍ ଅଧିକାରୀ ସମର୍ଥ ବର୍ମା ଏବଂ ସ୍ଵାଧା ଦେବ ସିଂ । ୨୦୧୧ ବ୍ୟାଚ ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ସମର୍ଥ ବର୍ମାଙ୍କୁ ସିପିଂ ଓ ଜଳପଥ ନିର୍ଦ୍ଦେଶକ ଭାବେ ଭାବରେ ନିଯୁକ୍ତି ଦିଆଯାଇଛି ।…

ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା; ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏବଂ ଅକ୍ଟୋବର ୧ ତାରିଖରେ ଏହା ଏକ ଲଘୁଚାପ…

ବାଲଡ଼ା ନାଗେଶ୍ୱରୀ ପାହାଡର ସୁରକ୍ଷା ପାଇଁ ୟୂଟ୍ୟୁବର ଓ ବିଭିନ୍ନ ପାହାଡ ସୁରକ୍ଷା ସମିତିର ମେଳି

ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳୀ ଭାବେ ପରିଚିତ କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ବାଲଡ଼ା ମା ନାଗେଶ୍ୱରୀ ପାହାଡ଼ର ସୁରକ୍ଷା ପାଇଁ ଅବିଭକ୍ତ କୋରାପୁଟ ଜିଲ୍ଲାର ୟୁଟ୍ୟୁବର ମାନଙ୍କ ସହ ଗ୍ରାମବାସୀ ମେଳି ହୋଇ ବୈଠକ ଆୟୋଜନ କରିଥିଲେ ।…

ପାକିସ୍ତାନକୁ ହରାଇ ଏସିଆ କପ ଟାଇଟଲ ଜିତିଲା ଭାରତ

ଏସିଆ କପ୍ କ୍ରିକେଟରେ ବିଜୟ ମୁକୁଟ ପିନ୍ଧିଲା ଭାରତ । ଏସିଆ କପ୍ ଟି-୨୦ରେ ଅପରାଜୟ ଥିବା ଭାରତ ପାକିସ୍ତାନକୁ ହରାଇ ନବମ ଏସିଆ କପ ଟାଇଟଲ ଜିତିଛି ।ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବରେ ଭାରତୀୟ ଦଳ ଦୁବାଇରେ ଖେଳା ଯାଇଥିବା ସଂଘର୍ଷପୂର୍ଣ୍ଣ…

ଅଭିନେତା ବିଜୟଙ୍କ ରାଲିରେ ଅଘଟଣ, ଦଳାଚକଟାରେ ୩୦ ରୁ ଅଧିକ ମୃତ୍ୟୁ ଆଶଙ୍କା

ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ ବିଜୟଙ୍କ ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ‘ତାମିଝାଗା ଭେଟ୍ରି କାଝଗମ୍’ (TVK) ମୁଖ୍ୟ…

ପାର୍ବଣକୁ ଫିକା କରିପାରେ ବର୍ଷା; ଆସନ୍ତା ୧ ରେ ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି…

ବ୍ରହ୍ମପୁର-ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶାର ଗଞ୍ଜାମ ଜିଲ୍ଲା, ବ୍ରହ୍ମପୁରରୁ ଗୁଜରାଟର ସୁରଟ (ଉଧନା) ସହିତ ସଂଯୋଗ କରୁଥିବା ‘ଅମୃତ ଭାରତ ଏକ୍ସପ୍ରେସ’କୁ ଝାରସୁଗୁଡ଼ାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ପଲାସା, ବିଜୟନଗରମ୍,…

ରାଜ୍ୟରେ କୌଣସି ସ୍ଥାନରେ ବନ୍ୟା ସ୍ଥିତି ନାହିଁ: ଜଳ ସମ୍ପଦ ବିଭାଗ

ରାଜ୍ୟରେ କୌଣସି ସ୍ଥାନରେ ବନ୍ୟା ସ୍ଥିତି ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କ ସୂଚନା ଦେଇଛନ୍ତି । ପାଣିପାଗ ବିଭାଗର ଆକଳନ ଅନୁସାରେ ବର୍ଷାର ପ୍ରକୋପ ଧୀରେ ଧୀରେ କମିବ ବୋଲି ସେ କହିଛନ୍ତି ।…

ମୋଦିଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱାଗତ ଭାଷଣ

ଝାରସୁଗୁଡାସ୍ଥିତ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ରଙ୍କୁ ସ୍ୱାଗତ ଜଣାଇ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ପକ୍ଷରୁ, ଝାରସୁଗୁଡ଼ାର…

ଝାରସୁଗୁଡ଼ାରେ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସି ଝାରସୁଗୁଡାର ଅମିଲିପାଲିଠାରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେଇ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏକ ଐତିହାସିକ ସଫଳତା…