Author: Nirvay

ପ୍ରବଳ ବର୍ଷା ଯୋଗୁଁ ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି

ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେଉଥିବା ବେଳେ ଆସନ୍ତାକାଲି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା…

ଭୁବନେଶ୍ୱରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା

ଦୁର୍ଗାପୂଜା ପାଇଁ କମିସନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱର ପାଇଁ ଟ୍ରାଫିକ୍ କଟକଣା ଜାରି ହୋଇଛି । ସେପ୍ଟେମ୍ବର ୨୮ ତାରିଖରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ମାର୍ଗଦର୍ଶିକା ଅନୁସାରେ, ଦୁର୍ଗାପୂଜା ପାଇଁ ରାଜଧାନୀର ପ୍ରମୁଖ…

ସୁନ୍ଦରଗଡ଼ ଟ୍ରାଜେଡି: ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଏହି ଦୁଃଖଦ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କ…

ମହିଳା ଅତ୍ୟାଚାର ପ୍ରତିବାଦରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ

ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଓଡ଼ିଶାରେ ମହିଳା ଅତ୍ୟାଚାର, ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ବିଧାନସଭା ଘେରାଉ କରାଯାଇଥିଲା । ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ୱାନକ୍ରମେ…

ଦିନକ ପୂର୍ବରୁ ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଦିନକ ପୂର୍ବରୁ ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ । ଅଧିବେଶନ କାଳରେ ୬ଟି କାର୍ଯ୍ୟଦିବସ ସମାପନ ହୋଇଛି । ୨ଟି ସରକାରୀ ବିଲ୍ ବିଚାର…

‘ଭାରତ ସାମୁଦ୍ରିକ ସପ୍ତାହ ୨୦୨୫’ ପୂର୍ବରୁ ଭୁବନେଶ୍ୱରରେ ପାରାଦୀପ ବନ୍ଦର ପକ୍ଷରୁ ରୋଡସୋ

କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟ ଅଧୀନସ୍ଥ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ଆଜି ଭୁବନେଶ୍ୱରରେ “ଭାରତୀୟ ସାମୁଦ୍ରିକ କ୍ଷେତ୍ରର ପରିବର୍ତ୍ତିତ ଦିଗ: ପରିମାଣରୁ ଦୂରଦୃଷ୍ଟି ପର୍ଯ୍ୟନ୍ତ” ବିଷୟବସ୍ତୁ ଉପରେ ଏକ ରୋଡ୍ ଶୋ ସଫଳତାର ସହିତ ଆୟୋଜନ କରିଛନ୍ତି…

ରେଳ କର୍ମଚାରୀଙ୍କୁ ମିଳିବ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ; କେନ୍ଦ୍ର କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଆଜି ରେଳ କର୍ମଚାରୀଙ୍କୁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି) ବାବଦରେ ୧୮୬୫.୬୮ କୋଟି ଟଙ୍କା ପ୍ରଦାନ କରିବା ପ୍ରସ୍ତାବକୁ ଅନୁମୋଦନ କରିଛି । ପ୍ରତିବର୍ଷ ଦୁର୍ଗା ପୂଜା/ଦଶହରା ଛୁଟି…

ଢ଼େଙ୍କାନାଳ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଥମ ଥର ରାଜ୍ୟ ସରକାରଙ୍କ ତରଫରୁ ଆର୍ଥିକ ସହାୟତା

ଚଳିତ ବର୍ଷ ପ୍ରଥମ ଥର ପାଇଁ ଢ଼େଙ୍କାନାଳ ଗଜଲକ୍ଷ୍ମୀ ପୂଜା ନିମନ୍ତେ ମେଢ଼କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଢ଼େଙ୍କାନାଳ ଜିଲ୍ଲାର ମୋଟ୍ ୩୮ଟି ମେଢ଼କୁ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,…

୩ ଓଡ଼ିଆ ଚଳଚ୍ଚିତ୍ରକୁ ମିଳିଲା ଜାତୀୟ ପୁରସ୍କାର; ପୁଷ୍କରା ପାଇଲା ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ସମ୍ମାନ

୭୧ତମ ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ତରଙ୍ଗ ସିନେ ପ୍ରଡକ୍ସନର ‘ପୁଷ୍କରା’କୁ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ସମ୍ମାନ ମିଳିଛି । ସେଇଭଳି ‘ଦ ସି ଆଣ୍ଡ ସେଭେନ ଭିଲେଜେସ’ କୁ ନନ୍ ଫିଚର ଫିଲ୍ମ ଏବଂ ‘ମୋ ବୋଉ, ମୋ ଗାଁ’କୁ (ନନ୍…

ବିଜେଡିରୁ ସସ୍‌ପେଣ୍ଡ ହେଲେ ଶ୍ରୀମୟୀ ମିଶ୍ର; ସୋସିଆଲ ମିଡିଆରେ ଦେଲେ ପ୍ରତିକ୍ରିୟା

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ମହିଳା ଶାଖାର ସାଧାରଣ ସମ୍ପାଦିକା ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବନ କରାଯାଇଛି । କେବଳ ଶ୍ରୀମୟୀ ନୁହଁନ୍ତି ମୟୂରଭଞ୍ଜ ଜିଲ୍ଲାର ଆଉ ୨ ସଦସ୍ୟ ସୁବାସ ଚନ୍ଦ୍ର ସାଇ ଏବଂ ପ୍ରବୀର…