ଦେଶ ଆସନ୍ତାକାଲିଠୁ ଆରମ୍ଭ ହେବ ଜିଏସଟି ବଚତ୍ ଉତ୍ସବ: ପ୍ରଧାନମନ୍ତ୍ରୀ ମୋଦି September 21, 2025 Nirvay ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଶକ୍ତି ଉପାସନାର ପର୍ବ ନବରାତ୍ରି ଆରମ୍ଭରେ ସମସ୍ତ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ ମୋଦି କହିଛନ୍ତି ଯେ ନବରାତ୍ରିର ପ୍ରଥମ ଦିନରୁ ଦେଶ ଆତ୍ମନିର୍ଭର ଭାରତ…
ରାଜନୀତି ରାଜ୍ୟ ନୂଆପଡାରେ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 21, 2025 Nirvay ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଵତନ୍ତ୍ର ବିମାନ ଯୋଗେ ନୂଆପଡ଼ା ସ୍ଥିତ ଏୟାରଷ୍ଟ୍ରିପ୍ରେ ପହଞ୍ଚି ଖରିଆରରୋଡ ସ୍ଥିତ FCI ଗୋଦାମ ଗୃହରେ ଆୟୋଜିତ ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି । ଏହି ସଭାରେ…
ରାଜ୍ୟ ଆଜି ପବିତ୍ର ମହାଳୟା; ଦିଆଯାଉଛି ପୂର୍ବପୁରୁଷଙ୍କୁ ପିଣ୍ଡଦାନ September 21, 2025 Nirvay ଆଜି ପବିତ୍ର ମହାଳୟା । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଆରମ୍ଭ ହୋଇ ୧୫ ଦିନ ଧରି ଚାଲିଥିବା ଏହି ପିତୃପକ୍ଷର ଆଜି ହେଉଛି ଶେଷ ଦିନ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କୁ ପିଣ୍ଡଦାନ…
ରାଜନୀତି ରାଜ୍ୟ ‘ବେକାରୀ ଯୁବ ସମ୍ମିଳନୀ’ କରିବ ବିଜୁ ଯୁବ ଜନତା ଦଳ September 21, 2025 Nirvay ବିଜୁ ଯୁବ ଜନତା ଦଳ ଆଗକୁ ‘ବେକାରୀ ଯୁବ ସମ୍ମିଳନୀ’ କରିବ ବୋଲି ବିଜୁ ଯୁବ ଜନତା ଦଳର ସଭାପତି ଚିନ୍ମୟ ସାହୁ କହିଛନ୍ତି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ସାହୁ କହିଥିଲେ, ରାଜ୍ୟରେ ବେକାରୀ ବେରୋଜଗାରୀ ଆଜି…
ରାଜ୍ୟ “ନିଶାମୁକ୍ତ ଭାରତ ଅଭିଯାନ” ସଂକଳ୍ପ ନେଇ ଭୁବନେଶ୍ୱରରେ ଆୟୋଜିତ ‘ନମୋ ଯୁବ ରନ୍’ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ September 21, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ, ନିଶା ମୁକ୍ତ ଭାରତ ଗଠନର ମହାନ ସଂକଳ୍ପ ନେଇ ଭୁବନେଶ୍ୱର ସମେତ ଦେଶର ୭୫ଟି ସହରରେ ‘ନମୋ ଯୁବ ରନ୍’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ଦେଶବ୍ୟାପି ଜାରି…
ରାଜ୍ୟ ରାଜ୍ୟରେ ବନ୍ଦ ପଡ଼ିଥିବା ୭୦ଟି ମଦ ଦୋକାନ ଖୋଲିବେ ସରକାର September 21, 2025 Nirvay ରାଜ୍ୟରେ ବନ୍ଦ ପଡ଼ିଥିବା ୭୦ଟି ମଦ ଦୋକାନ ଖୋଲିବେ ରାଜ୍ୟ ସରକାର । ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଧାନସଭାରେ ଲିଖିତ ପ୍ରଶ୍ନର ଉତ୍ତର ରଖି କହିଛନ୍ତି ଯେ, ବନ୍ଦ ମଦ ଦୋକାନକୁ ପୁନର୍ବାର ଖୋଲିବାକୁ ବିଭାଗ ତରଫରୁ ଅନୁମତି ଦିଆଯାଇଛି…
ରାଜ୍ୟ ପାଗ ଖରାପ ଯୋଗୁଁ ମୋଦିଙ୍କ ବ୍ରହ୍ମପୁର କାର୍ଯ୍ୟକ୍ରମ ଝାରସୁଗୁଡାକୁ ସ୍ଥାନାନ୍ତରିତ September 21, 2025 Nirvay ପାଗ ଖରାପ ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଛି । ତେବେ ଏହି କାର୍ଯ୍ୟକ୍ରମ ଝାରସୁଗୁଡାକୁ ସ୍ଥାନାନ୍ତରିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ବ୍ରହ୍ମପୁର ପରିବର୍ତ୍ତେ ଝାରସୁଗୁଡା ଆସିବେ ବୋଲି ସୂଚନା ମିଳିଛି । ଆସନ୍ତା ୨୭…
ତାଜା ଖବର ରାଜନୀତି ରାଜ୍ୟ ୬୭ ବର୍ଷ ବୟସରେ ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଦେହାନ୍ତ September 20, 2025 Nirvay ସୁନ୍ଦରଗଡ଼ର ବୀରମିତ୍ରପୁରରୁ ଚାରିଥର ବିଧାୟକ ଥିବା ଜର୍ଜ ତିର୍କୀଙ୍କ ୬୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ସୁନ୍ଦରଗଡ଼ର ଜଣେ ବଳିଷ୍ଠ ଆଦିବାସୀ ନେତା, ଜର୍ଜ ତିର୍କୀ ୧୯୯୫, ୨୦୦୦, ୨୦୦୯ ଏବଂ ୨୦୧୪ରେ ଓଡ଼ିଶା ବିଧାନସଭାକୁ…
ରାଜନୀତି ରାଜ୍ୟ ଉଦିତଙ୍କୁ ନିସର୍ତ୍ତ ଜାମିନ; ଆଜି ଝାରପଡ଼ା ଜେଲରୁ ବାହାରିଲେ September 19, 2025 Nirvay ପୂର୍ବତନ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଶୁକ୍ରବାର ଦିନ ଝାରପଡା ଜେଲରୁ ଜାମିନରେ ମୁକୁଳିଛନ୍ତି । ଜେଲରୁ ବାହାରିବା ସମୟରେ ବହୁ ଛାତ୍ର ନେତା ଉପସ୍ଥିତ ରହି ତାଙ୍କୁ ସ୍ୱାଗତ କରିବା ସହ ତାଙ୍କୁ ଏକ ବିଶାଳ ଶୋଭାଯାତ୍ରାରେ…
ରାଜନୀତି ରାଜ୍ୟ ସୌମ୍ୟାଶ୍ରୀ ଘଟଣା ଯୋଗୁଁ ଛାତ୍ର ନିର୍ବାଚନକୁ ଡରୁଛି ସରକାର September 19, 2025 Nirvay ସୌମ୍ୟାଶ୍ରୀ ଆତ୍ମହୁତି ଘଟଣାରେ ଅପରାଧୀ ଭାବରେ ଏବିଭିପି ନେତା ଗିରଫ ହେବା ପରେ ସମଗ୍ର ଓଡିଶା ଛାତ୍ର ସମାଜରେ ବିଜେପି ନିନ୍ଦିତ ହେଇଛି । ତେଣୁ ସରକାରଙ୍କୁ ପରାଜୟର ଭୟ ଘାରିଛି, ଏଥି ସକାଶେ ନିର୍ବାଚନକୁ ସରକାର ଏଡେଇ ଯିବାକୁ ଚାହୁଁଛନ୍ତି…