Author: Nirvay

ପୁଣି ଜୀବନ ନେଲା ‘ମୋ ବସ୍‌’; ଧକ୍କାରେ ମହିଳା ମୃତ

ରାଜଧାନୀରେ ଚିନ୍ତା ବଢ଼ାଉଛି ମୋ ବସ୍ ଦୁର୍ଘଟଣା । ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି ବସ୍‌ ଚାଳକମାନଙ୍କ ବେପରୁଆ ଚାଳନା । ନାବାଳିକାର ମୁତ୍ୟୁ ଘଟଣା ରାଜଧାନୀବାସୀ ଭୁଲି ନଥିବା ବେଳେ କାଲି ସନ୍ଧ୍ୟାରେ ପୁଣି ଅଘଟଣ ଘଟାଇଛି ମୋ ବସ ।…

ମହିମା ପୀଠର ବିକାଶ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମହିମା ପୀଠରେ ପହଞ୍ଚି ପ୍ରଥମେ ଧୂନି ମନ୍ଦିରରେ ଅଲେଖ ସ୍ଵାମୀଙ୍କ ଆଶୀର୍ବାଦ ନେଇଥିଲେ । ପରେ ଭଜନ ମଣ୍ଡପରେ ପହଞ୍ଚି ମହିମା ସାଧୁଙ୍କ ସହ ଆଲୋଚନା କରିଥିଲେ । ବକଳ ଧାରୀ ମହିମା ସମାଜର ସାଧୁମାନଙ୍କ ସହ…

ଅଜୟ କୁମାର ଲଲ୍ଲୁ ଓଡ଼ିଶା ପ୍ରଦେଶ କଂଗ୍ରେସର ନୂଆ ପ୍ରଭାରୀ

ଓଡ଼ିଶା ପ୍ରଦେଶ କଂଗ୍ରେସ ପାଇଁ ନୂଆ ପ୍ରଭାରୀଙ୍କୁ ନିଯୁକ୍ତି ମିଳିଛି । ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ଭାବେ ଏଆଇସିସି ନିଯୁକ୍ତି ପରେ ଏବେ ଅଜୟ କୁମାର ଲଲ୍ଲୁଙ୍କୁ ଏହି ଗୁରୁଦାୟିତ୍ୱ ମିଳିଛି । ଏନେଇ…

ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାରେ ପୁଣି ଆରମ୍ଭ ହେବ ତଦନ୍ତ

ବହୁଚର୍ଚ୍ଚିତ ସ୍ୱର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଆଜି ନୂଆ ମୋଡ ନେଇଛି । ତଦନ୍ତରେ ଅସନ୍ତୋଷ ପ୍ରକାଶ କରି ଲଲିତଙ୍କ ବାପା ବେଲାଲସେନ ସାହୁ ଡିଜିପିଙ୍କୁ ଚିଠି ଲେଖିବାପରେ ପୁନଃତଦନ୍ତ ପାଇଁ ଉତ୍ତରାଞ୍ଚଳ ଆଇଜି…

କଂଗ୍ରେସରୁ ସବୁ ନିଲମ୍ବନ, ବହିଷ୍କାର ପ୍ରତ୍ୟାହାର ଘୋଷଣା କଲେ ଭକ୍ତ ଦାସ

ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଦାସ ଙ୍କ ବଡ଼ ନିଷ୍ପତ୍ତି । ନିଲମ୍ବନ ହୋଇଥିବା ପୁରୁଖା ନେତାଙ୍କୁ ଦଳକୁ ଅଣାଯିବ । ରାଜ୍ୟ କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର କରିଛନ୍ତି ଭକ୍ତ ଦାସ ।…

ଆସନ୍ତାକାଲି ବସିବ ବିଜେପିର କୋର କମିଟି ବୈଠକ

ଆସନ୍ତାକାଲି ରାଜ୍ୟ କାର୍ଯ୍ୟାଳୟରେ ଦିନ ୧୧ ଟାରେ ବସିବ ବିଜେପିର କୋର କମିଟି ବୈଠକ । ଏହି ବୈଠକରେ ବିଜେପିର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିବେ…

ସରକାରଙ୍କ ସ୍ୱତନ୍ତ୍ର ପଦକ୍ଷେପ; ୬୦୦ ରୁ ଅଧିକ ଅସହାୟ ବୃଦ୍ଧ ତୀର୍ଥଯାତ୍ରୀ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି

ପ୍ରଶାସନର ଏକ ସ୍ୱତନ୍ତ୍ର ପଦକ୍ଷେପ ଅଧୀନରେ, ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ୨୦୦୦ ଅସହାୟ ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ପବିତ୍ର ବୁଡ଼ ପକାଇବା ପାଇଁ ବ୍ୟବସ୍ଥା କରାଯାଇଛି । ଏପର୍ଯ୍ୟନ୍ତ ୬୦୦ ରୁ ଅଧିକ ଅସହାୟ ବୃଦ୍ଧ ତୀର୍ଥଯାତ୍ରୀ ତ୍ରିବେଣୀ ସଙ୍ଗମରେ ପବିତ୍ର…

ମୋଦି ଗ୍ୟାରେଣ୍ଟି, କାର୍ଯ୍ୟକର୍ତ୍ତାଙ୍କ ପରିଶ୍ରମର ଫଳ ହେଉଛି ଦିଲ୍ଲୀରେ ବିଜେପି ସରକାର: ବୈଜୟନ୍ତ ପଣ୍ଡା

ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ବିଜେପି ଐତିହାସିକ ବିଜୟ ଲାଭ କରିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ ଆସ୍ଥା ପ୍ରକଟ କରି ବିପୁଳ ଜନ ସମର୍ଥନ ଜଣାଇଛନ୍ତି । ଗତ ୨୭…

ଲୋକସଭାରେ ଆଗତ ହେଲା ନୂଆ ଆୟକର ବିଲ୍ ୨୦୨୫

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୃହରେ ଆଜି ନୂଆ ଆୟକର ବିଲ୍ ଆଗତ କରିଛନ୍ତି । ଫେବୃଆରୀ ୭ ତାରିଖରେ କେନ୍ଦ୍ର କ୍ୟାବିନେଟ୍ ଏହି ବିଲ୍ କୁ ଅନୁମୋଦନ କରିଥିଲା । ଏହି ନୂଆ ବିଲ୍ ପ୍ରାୟ ୬୦ ବର୍ଷ ପୁରୁଣା…

ତୃତୀୟ ଦିନିକିଆରେ ଇଂଲଣ୍ଡକୁ ପରାସ୍ତ କରି ୩-୦ ରେ ସିରିଜ୍‌ ଜିତିଲା ଭାରତ

ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ତୃତୀୟ ଦିନିକିଆ ମୁକାବିଲାରେ ଇଂଲଣ୍ଡକୁ ୧୪୨ ରନରେ ପରାସ୍ତ କରି ୩-୦ ରେ ସିରିଜ ଜିତିଲା ଭାରତ । ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ୩୫୬ ରନରେ ଅଲଆଉଟ ହୋଇଥିଲେ । ହେଲେ…