ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କୁ ନବ ଦାସ ହତ୍ୟା ମାମଲାରେ ରିପୋର୍ଟ ମାଗିଲେ ହାଇକୋର୍ଟ February 12, 2025 Nirvay ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାରେ ରିପୋର୍ଟ ମାଗିଛି ଓଡିଶା ହାଇକୋର୍ଟ । ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା…
ରାଜନୀତି ରାଜ୍ୟ ଓଡିଶା ଓ ଓଡିଶା ବାସୀଙ୍କ ସ୍ୱାର୍ଥ ପାଇଁ ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବିଜେଡି: ନବୀନ ପଟ୍ଟନାୟକ February 12, 2025 Nirvay ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ଆଜି ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଟ୍ଟନାୟକ ଡବଲ ଇଞ୍ଜିନ ସରକାରକୁ ଦାୟିତ୍ବହୀନ ବୋଲି କହିଛନ୍ତି । ସେ ପୁଣି କହିଛନ୍ତି ଯେ…
ଦେଶ ରାଜ୍ୟ ବ୍ୟକ୍ତିଗତ ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଜୁଏଲ ଓରାମଙ୍କ ଚିଠି February 12, 2025 Nirvay ବ୍ୟକ୍ତିଗତ ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ । ଦାୟିତ୍ୱରେ ଦୀର୍ଘ ଦିନ ଅନୁପସ୍ଥିତି ପାଇଁ ଆଇଏଏସ ପରାଗ ହର୍ଷଦ ଗଭାଲିଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରମନ୍ତ୍ରୀ ଜୁଏଲ…
ଦେଶ ବିଶ୍ୱ ଏଆଇ ରୋଜଗାର ସହ ଜୀବନରେ ନୂଆ କ୍ଷମତାର ବୃଦ୍ଧି କରିବ: ପ୍ରଧାନମନ୍ତ୍ରୀ ମୋଦି February 11, 2025 Nirvay ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ AI ଆକ୍ସନ ସମ୍ମିଳନୀରେ ଯୋଗଦେଇଛନ୍ତି । ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଟେକ୍ନୋଲୋଜି ଯୋଗୁଁ କାମ ଲୋପ ପାଉନାହିଁ…
ରାଜ୍ୟ ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ February 11, 2025 Nirvay ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦିନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ରାଜ୍ୟ ସରକାର କ୍ୟାବିନେଟ୍ରେ ନିଷ୍ପତ୍ତି…
ରାଜ୍ୟ ମିଳିତ ଭାବେ କାର୍ଯ୍ୟକାରୀ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା February 11, 2025 Nirvay ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨୦୦୦ ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି…
ଦେଶ ପ୍ରକାଶ ପାଇଲା ୨୦୨୫ ଜେଇଇ ମେନ୍ ସେସନ-୧ ରେଜଲ୍ଟ February 11, 2025 Nirvay ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ (ଏନଟିଏ) ମଙ୍ଗଳବାର ଦିନ ୨୦୨୫ ଜେଇଇ ମେନ୍ ସେସନ-୧ ପରୀକ୍ଷା ଫଳ ପ୍ରକାଶ କରିଛି । ଚଳିତ ବର୍ଷ ସେସନ-୧ ରେ ପ୍ରାୟ ୧୪ ଜଣ ପରୀକ୍ଷାର୍ଥୀ ୧୦୦ ପ୍ରତିଶତ ମାର୍କ ରଖିଛନ୍ତି। ୧୪ ଜଣଙ୍କ ମଧ୍ୟରେ…
ରାଜନୀତି ରାଜ୍ୟ ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିଯୁକ୍ତ February 11, 2025 Nirvay ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରିଛନ୍ତି । ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଓଡ଼ିଶା ପ୍ରଦେଶ…
ଦେଶ ପରୀକ୍ଷା ପେ’ ଚର୍ଚ୍ଚା ମାଧ୍ୟମରେ ପରୀକ୍ଷାର୍ଥୀଙ୍କୁ ମୋଦିଙ୍କ ଟିପ୍ସ February 10, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ’ ଚର୍ଚ୍ଚାର ଅଷ୍ଟମ ସଂସ୍କରଣରେ ଆଜି ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକମାନଙ୍କ ସହ ପରୀକ୍ଷା ପ୍ରସ୍ତୁତି, ଚାପ ପରିଚାଳନା ଏବଂ ବ୍ୟକ୍ତିଗତ ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି । ଛାତ୍ରଛାତ୍ରୀଙ୍କୁ ସମ୍ୱୋଧିତ କରି ଲେଖିବା ଅଭ୍ୟାସ…
ରାଜ୍ୟ କାଲି ଭୁବନେଶ୍ୱରରେ ଅନୁଷ୍ଠିତ ହେବ ମହିଳା ଜନ ଶୁଣାଣି କାର୍ଯ୍ୟକ୍ରମ February 10, 2025 Nirvay ତୃଣମୂଳ ସ୍ତରରେ ମହିଳାମାନଙ୍କ ସହ ଜଡିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ କାଲି ଅନୁଷ୍ଠିତ ହେବ ମହିଳା ଜନ ଶୁଣାଣି କାର୍ଯ୍ୟକ୍ରମ । ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନର ଏକାମ୍ର ହଲରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକରଙ୍କ ଉପସ୍ଥିତିରେ ମହିଳା…