ତାଜା ଖବର ରାଜ୍ୟ ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ May 1, 2025 Nirvay ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର…
ରାଜ୍ୟ ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ May 1, 2025 Nirvay ଆସନ୍ତାକାଲି ପ୍ରକାଶ ପାଇବ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଫଳାଫଳ । ଏହି ରେଜଲ୍ଟ ଅପରାହ୍ନ ୪ଟାରେ ବିଏସ୍ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯିବ । ବିଏସ୍ଇ ଅଧିକାରୀଙ୍କ କହିବା ଅନୁଯାୟୀ, ଏହି ବର୍ଷ…
ରାଜ୍ୟ କିଟ୍ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା May 1, 2025 Nirvay କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଜନିତ ପରବର୍ତ୍ତୀ ଘଟଣାକୁ ନେଇ ବିବାଦ ଥମିନଥିବା ବେଳେ ପୁଣି ଆଉ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି । କିଟ୍ (KIIT) ବିଶ୍ଵବିଦ୍ୟାଳୟରେ ପୁଣି…
ଦେଶ ବୈଜୟନ୍ତ ପଣ୍ଡା ପାର୍ଲିଆମେଣ୍ଟରୀ କମିଟି ଅନ ପବ୍ଲିକ ଅଣ୍ଡର ଟେକିଂସ ର ଅଧ୍ୟକ୍ଷ ନିଯୁକ୍ତ May 1, 2025 Nirvay ଲୋକସଭା ବାଚସ୍ପତି ଓମ୍ ବିର୍ଲା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପାର୍ଲିଆମେଣ୍ଟରୀ କମିଟି ଅନ ପବ୍ଲିକ ଅଣ୍ଡର ଟେକିଂସ (Parliamentary Committee on Public Undertakings) ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି । ଏହି…
ରାଜ୍ୟ ସହରାଞ୍ଚଳର ଆର୍ଥିକ ଅନଗ୍ରସରଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’ May 1, 2025 Nirvay ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଅନଗ୍ରସରଙ୍କୁ ସରକାରୀ ଯୋଜନା ସହ ଯୋଡ଼ିବାର ଅନନ୍ୟ ପ୍ରୟାସ “ସହଯୋଗ” ର ଆଜି ଶୁଭାରମ୍ଭ କରିଛନ୍ତି । ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା…
ରାଜ୍ୟ ଭୁବନେଶ୍ୱର ବିମାନବନ୍ଦରରୁ କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ May 1, 2025 Nirvay ରାଜ୍ୟରେ ମେଟ୍ରୋ ଗଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ, ରାଜ୍ୟ ସରକାର ଗୁରୁବାର ଦିନ ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏହି ମେଟ୍ରୋ ଟ୍ରେନ୍ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ…
ରାଜ୍ୟ ଜୟଦେବଙ୍କ ପୀଠକୁ ବିଶ୍ୱସ୍ତରୀୟ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା April 30, 2025 Nirvay ଆଜି ଜୟଦେବ ଜୟନ୍ତୀ ଅବସରରେ ଜନ୍ମପୀଠ କେନ୍ଦୁବିଲ୍ୱ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏହି ଅବସରରେ ଜୟଦେବଙ୍କ ଗୀତଗୋବିନ୍ଦ କାଳିଦାସଙ୍କ ମେଘଦୂତ ସହିତ ସମକକ୍ଷ ବୋଲି ସେ କହିଛନ୍ତି । ଏହି ଅବସରରେ…
ଦେଶ ଷଷ୍ଠ ଦିନରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ; ଉଭୟ ଦେଶର DGMOଙ୍କ କଥାବାର୍ତ୍ତା April 30, 2025 Nirvay ଭାରତୀୟ ସୀମାରେ ଆଜି ପୁଣି ପାକିସ୍ତାନର ଗୁଳିମାଡ଼ । ଲଗାତାର ଷଷ୍ଠ ଦିନରେ ଏଲଓସିରେ ଅସ୍ତ୍ର ବିରତି ଉଲ୍ଲଂଘନ କରିଛି ପାକିସ୍ତାନ ସେନା । କାଲି ଯାଏଁ ଏଲଓସିରେ ଅସ୍ତ୍ରବିରତି ଉଲଂଘନ କରୁଥିଲା ପାକ୍ ହେଲେ ଆଜି ପ୍ରଥମଥର ପାଇଁ ଅନ୍ତର୍ଜାତୀୟ…
ରାଜ୍ୟ କୋଲକାତା ହୋଟେଲ ଅଗ୍ନିକାଣ୍ଡରେ ୪ ଓଡ଼ିଆଙ୍କ ମୃତ୍ୟୁ April 30, 2025 Nirvay କୋଲକାତାର ଏକ ଘରୋଇ ହୋଟେଲର ଅଗ୍ନିକାଣ୍ଡରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଜଗତସିଂହପୁର ଜିଲ୍ଲା ନନ୍ଦନ ଗାଁର ମନୋଜ ପାତ୍ର, ହରିପା ଗାଁର ଦୁଷ୍ମନ୍ତ କୁମାର ନାୟକ ଓ ଦୁଷ୍ମନ୍ତ କୁମାର ସ୍ୱାଇଁ । ସେହିଭଳି କଟକ…
ରାଜ୍ୟ ସୌମ୍ୟ ରଞ୍ଜନ ବିଶ୍ୱାଳ ପାଇଲେ ପ୍ରଥମ ମନୀଷ ଯୁବ ପୁରସ୍କାର April 30, 2025 Nirvay ଆଜି ଭୁବନେଶ୍ୱର ସ୍ଥିତ ମେ ଫେୟାର ଠାରେ ଦୈନିକ ସମ୍ବାଦ ନିର୍ଭୟ ପକ୍ଷରୁ ଆୟୋଜିତ ‘ମନୀଷ ସ୍ମାରକୀ’ ନିର୍ଭୟ ଯୁବ ପୁରସ୍କାର କାର୍ଯ୍ୟକ୍ରମରେ ଯୁବ ପରିବେଶବିତ୍ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କୁ ପ୍ରଥମ ନିର୍ଭୟ ଯୁବ ପୁରସ୍କାର ପ୍ରଦାନ କରାଯାଇଛି । ପୁରୀ…