Author: Nirvay

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ଭାରତର ପରବର୍ତ୍ତି ମୁଖ୍ୟ ବିଚାରପତି

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସିଜେଆଇ ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳ ମେ ୧୩ ରେ ଶେଷ ହେଉଛି । ତେଣୁ ଜଷ୍ଟିସ୍ ଗଭାଇ ମେ…

ଶ୍ରମିକ ମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା…

ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ଇଡି । ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ମନି ଲଣ୍ଡରିଂ ନିବାରଣ ଆଇନ (PMLA), ଆକ୍ଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ପତ୍ତି ଆଟାଚ୍ କରିଛି । ଜବତ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା

ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା ଦେଇଛନ୍ତି କେନ୍ଦ୍ର ସରକାର । ଦକ୍ଷିଣ କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଘନଘନ ବୈଠକ କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଆଜି ପୁଣି…

ଓଡ଼ିଶାରୁ ୩ ଜଣଙ୍କୁ ମିଳିଲା ପଦ୍ମଶ୍ରୀ ପୁରସ୍କାର

ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ବିଜେତାଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ତେବେ ଓଡ଼ିଶାରୁ ୩ ଜଣ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ସେମାନେ ହେଲେ ଅଦ୍ୱେତ ଚରଣ ଗଡ଼ନାୟକ (କଳା), ପ୍ରଫେସର (ଡ.…

ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬…

ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଉପରେ ଆକ୍ରମଣ

ପୁରୀ ଜିଲ୍ଲା, ମଙ୍ଗଳପୁର ପଞ୍ଚାୟତ ଅନ୍ତର୍ଗତ ବରଜୁପାଟଣା ଗାଁରେ ଆୟୁଷ୍ମାନ କାର୍ଡ ବଣ୍ଟନ ପାଇଁ ଯାଇଥିବା ବେଳେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଗାଡ଼ି ଉପରେ ଜଣେ ଦୁର୍ବୁତ୍ତ ଆକ୍ରମଣ କରିଛି । ସୂଚନା ଅନୁଯାୟୀ, ବିଧାୟକ ଗାଡ଼ିରୁ ଓହ୍ଲାଇ ଯାଇଥିବା…

ପାକିସ୍ତାନରୁ ଆସି ଲଙ୍ଗ ଟର୍ମ ଭିସାରେ ଥିବା ହିନ୍ଦୁଙ୍କର ଭିସା ହେବନି ରଦ୍ଦ

ପାକିସ୍ତାନରୁ ଆସି ଲଙ୍ଗ ଟର୍ମ ଭିସାରେ ଥିବା ହିନ୍ଦୁଙ୍କର ଭିସା ହେବନି ରଦ୍ଦ । ଲଙ୍ଗ ଟର୍ମ ଭିସାeରେ ଥିବା ହିନ୍ଦୁଙ୍କ ପାଇଁ କଟକଣା କୋହଳ କରିଛନ୍ତି କେନ୍ଦ୍ର ସରକାର । ଏନେଇ ଭାରତ ସରକାରଙ୍କ ପକ୍ଷରୁ ଜାରି ହେଲା ସ୍ପଷ୍ଟୀକରଣ…

ଦେଶର ପ୍ରତିରକ୍ଷା ସମ୍ପର୍କିତ ଅପରେସନ୍ ଦୃଶ୍ୟ ମିଡିଆରେ ପ୍ରସାରଣ କରିବାକୁ ବାରଣ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ଜାତୀୟ ସୁରକ୍ଷା ଦୃଷ୍ଟିରୁ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଅପରେସନ ଦୃଶ୍ୟ ପ୍ରସାରଣକୁ ବାରଣ କରାଯାଇଛି । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଦେଶର ପ୍ରତିରକ୍ଷା ସମ୍ପର୍କିତ ଅପରେସନ୍ ଏବଂ…

୫୧,୦୦୦ ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦୀ; ଓଡିଶାରେ ୨୫୮ ନିଯୁକ୍ତି ପତ୍ର ପ୍ରଦାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆଭାସୀ ମାଧ୍ୟମରେ ଦେଶର ୪୭ଟି ସ୍ଥାନରେ ଆୟୋଜିତ ରୋଜଗାର ମେଳାରେ ୫୧ ହଜାରରୁ ଅଧିକ ନବନିଯୁକ୍ତ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବିତରଣ କରିଛନ୍ତି । ନବନିଯୁକ୍ତ ସରକାରୀ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ‘ନାଗରିକ ଦେବୋ ଭବ’…