ରାଜ୍ୟ ମୋ ବସ୍ ଧକ୍କାରେ ୨ ଯୁବତୀ ଗୁରୁତର, କେବେ ମିଳିବ ମୋ ବସ୍ ଦୁର୍ଘଟଣାରୁ ତ୍ରାହି? February 6, 2025 Nirvay ମୋ ବସ୍ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି । ମୋ ବସ୍ ଧକ୍କାରେ ନାବଳିକାଙ୍କ ଜୀବନ ଚାଲିଯିବା ଘଟଣାକୁ ୨ ଦିନ ବିତିଥିବା ବେଳେ ପୁଣି ଦୁର୍ଘଟଣା ଘଟାଇଛି ମୋ ବସ୍ । ଚନ୍ଦ୍ରଶେଖରପୁର ବିଡିଏ ଛକରେ ଧକ୍କା ଦେଇଛି…
ରାଜ୍ୟ ଡମ୍ବରୁ ଧରି ଖଣ୍ଡଗିରି ମେଳାରେ ରାଣୀ ପ୍ରିୟଦର୍ଶିନୀ; ଘଉଡାଇଲେ ସାଧୁ February 6, 2025 Nirvay ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ରାଣୀ ପ୍ରିୟଦର୍ଶିନୀ। ଦୟା ନଦୀରେ ବୁଡ଼ ପକାଇ, ଡମ୍ବରୁ ଧରି ଗେରୁଆ ବସ୍ତ୍ର ପିନ୍ଧି, ଟିକା ତିଳକ ମାରି, ହର୍ ହର୍ ମହାଦେବ କହି ଖଣ୍ଡଗିରି ମେଳାରେ ନାଗା ସାଧୁଙ୍କ ଆଶୀର୍ବାଦ ନେବାକୁ ଯାଇ ତଡ଼ା…
ଦେଶ ରାଜନୀତି ଏକଜିଟ୍ ପୋଲ୍ ସର୍ଭେ; ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି ଆସିବ ବିଜେପି! February 5, 2025 Nirvay ୨୭ ବର୍ଷ ପରେ ପୁଣି ଥରେ ବିଜେପି ଦିଲ୍ଲୀ ଦଖଲ କରିବ! ୯ଟି ଏକଜିଟ୍ ପୋଲ୍ ଫଳାଫଳ କହୁଛି, ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି କଡ଼ ଲେଉଟାଇବ ଇତିହାସ । ଦିଲ୍ଲୀର ୭୦ ବିଧାନସଭା ଆସନର ମତଦାନ ସରିବା ପରେ…
ରାଜ୍ୟ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଷୋଡ଼ଶ ଅର୍ଥ କମିଶନ February 5, 2025 Nirvay ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଓଡିଶା ଗସ୍ତରେ ଆସିଥିବା ୧୫ ଜଣିଆ ପ୍ରତିନିଧି ଦଳ ଆଜି ଦ୍ଵିତୀୟ ଦିନରେ ପୁରୀଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ପୁରୀ ରାଜଭବନରେ ପୁରୀ ପୌର ପାଳିକା…
ରାଜ୍ୟ ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା; ୪୫ ଦିନରେ ଆସିବ ରେଜଲ୍ଟ February 4, 2025 Nirvay ଚଳିତ ମାସ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହେବ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ ପାଠ୍ୟକ୍ରମର ନିୟମିତ ଓ…
ଦେଶ ଆସନ୍ତାକାଲି ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି February 4, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ପ୍ରୟାଗରାଜ ମହାକୁମ୍ଭରେ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ସୂତ୍ର ଅନୁଯାୟୀ କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରୟାଗରାଜ ଗସ୍ତ ଦିଲ୍ଲୀ ବିଧାନସଭା ନିର୍ବାଚନ ଦିନ ହେବ । ପ୍ରଧାନମନ୍ତ୍ରୀ ମୋଦି କାଲି ଦିନ ୧୧…
ରାଜନୀତି ରାଜ୍ୟ ଡବଲ ଇଞ୍ଜିନ ସରକାରଙ୍କ ରେଳ ବଜେଟ ନୈରାଶ୍ୟଜନକ: ବିଜେଡି February 4, 2025 Nirvay କେନ୍ଦ୍ର ରେଳ ବଜେଟ ସମ୍ବନ୍ଧରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ବିଜୁ ଜନତା ଦଳ ଏହାକୁ ଏକ ଫମ୍ପା ଶବ୍ଦ ଓ ପ୍ରଚାର ସର୍ବସ୍ୱ ବୋଲି କହିଛି…
ରାଜ୍ୟ ମାର୍ଚ୍ଚ ୧୫ ସୁଦ୍ଧା ନୂତନ ଶିକ୍ଷାବର୍ଷର ବହି ବଣ୍ଟନ କରିବାକୁ ନିର୍ଦ୍ଦେଶ February 4, 2025 Nirvay ଏଣିକି ଶିକ୍ଷାବର୍ଷ ଆରମ୍ଭରୁ ବିଦ୍ୟାଳୟରେ ପହଞ୍ଚିବ ମାଗଣା ପାଠ୍ୟପୁସ୍ତକ । ଆସନ୍ତା ଏପ୍ରିଲରୁ ୨୦୨୫-୨୬ ଶିକ୍ଷାବର୍ଷ ଆରମ୍ଭ ହେବ । ଏଥିପାଇଁ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷର ପାଠ୍ୟପୁସ୍ତକ ପହଞ୍ଚିବ । ଏ ନେଇ ସବୁ ଜିଲ୍ଲା…
ରାଜ୍ୟ ବଲାଙ୍ଗିର ରେଳ ୱାଗନ୍ରୁ ବୋମା ଜବତ ଘଟଣା: ଗୋଳାବାରୁଦ କାରଖାନାର ୨ କର୍ମଚାରୀ ନିଲମ୍ବିତ February 4, 2025 Nirvay ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ଜବତ ହୋଇଛି ୧୨ଟି ବୋମା । ତେବେ ଏହାକୁ ଜବତ କରି ଅଧିକାରୀମାନେ ତଦନ୍ତ ଆରମ୍ଭ କରିଛନ୍ତି । ଦାୟିତ୍ୱରେ ଥିବା କଣ୍ଟାବାଞ୍ଜି ଷ୍ଟେସନ୍ ମ୍ୟାନେଜର କହିଛନ୍ତି ଯେ, ଯାହାର ବୋମା ଥିଲା ତାଙ୍କୁ…
ତାଜା ଖବର ରାଜ୍ୟ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ February 3, 2025 Nirvay କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲରେ ପ୍ରତିଷ୍ଠା ହେବ ଏକ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍। ଏହାଦ୍ବାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳି ପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ…