ରାଜ୍ୟ ୨୦ ତାରିଖ ପୂର୍ବରୁ ଶେଷ ହେବ ରାସ୍ତା ମରାମତି କାମ September 6, 2025 Nirvay ଆଗକୁ ଦୁର୍ଗାପୂଜା। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ପୂଜା ପୂର୍ବରୁ ସମସ୍ତ ରାସ୍ତା ମରାମତି କାମ ଶେଷ ହେବ । ରାସ୍ତାଘାଟରେ ଥିବା ଖାଲଖମା ପୂର୍ଣ୍ଣ ହେବ । ଟ୍ୱିନସିଟି କଟକ ଓ ଭୁବନେଶ୍ୱର ସମେତ ସବୁ ମ୍ୟୁନିସିପାଲିଟି ଅଞ୍ଚଳରେ…
ରାଜନୀତି ରାଜ୍ୟ ପାଣ୍ଡିଆନଙ୍କ ନାଁ ନନେଇ ଟାର୍ଗେଟ କଲେ ଅରୁଣ ସାହୁ September 6, 2025 Nirvay ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁଙ୍କ ମନ୍ତବ୍ୟକୁ ନେଇ ଚାରିଆଡେ ଚର୍ଚ୍ଚା । ନାଁ ନନେଇ ପାଣ୍ଡିଆନଙ୍କ ବସ୍ ରାଜ ଉପରେ ପରୋକ୍ଷରେ ବର୍ଷିଲେ ଅରୁଣ ସାହୁ । ପାଣ୍ଡିଆନଙ୍କ ହାକିମାତିକୁ ଭିନ୍ନ ଢଙ୍ଗରେ କଲେ ଟାର୍ଗେଟ ।…
ଦେଶ ବିଶ୍ୱ ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବେ କହିଲେ ଟ୍ରମ୍ପ; ଟ୍ରମ୍ପଙ୍କ ଭାବନାକୁ ସମ୍ମାନ ଜଣାଇଲେ ମୋଦି September 6, 2025 Nirvay ଭାରତ-ଆମେରିକା ସଂପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ବୟାନ ଦେଇଛନ୍ତି । ଦୁଇ ଦେଶ ମଧ୍ୟରେ ଥିବା ସଂପର୍କକୁ ସ୍ଵତନ୍ତ୍ର କହିଛନ୍ତି ଟ୍ରମ୍ପ । ଟ୍ରମ୍ପ କହିଛନ୍ତି ଯେ ଭାରତ ରୁଷରୁ ବିପୁଳ ପରିମାଣରେ ତେଲ କିଣିବା…
ଦେଶ ବନ୍ୟା ପ୍ରଭାବିତ ରାଜ୍ୟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି September 6, 2025 Nirvay ବନ୍ୟା ପ୍ରଭାବିତ ରାଜ୍ୟ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି । ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ରାଜ୍ୟରେ ତାଣ୍ଡବ ରଚିଛି ବର୍ଷା । ଲଗାଣ ବର୍ଷା ଯୋଗୁଁ ଜମ୍ମୁ-କଶ୍ମୀର, ପଞ୍ଜାବ, ହରିୟାଣା, ରାଜସ୍ଥାନ, ଦିଲ୍ଲୀ-ଏନସିଆର ଏବଂ ପଶ୍ଚିମ ୟୁପିର…
ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଗୋଟିଏ ବୋର୍ଡରେ ଚାଲିବ ପ୍ରଥମରୁ ଦ୍ୱାଦଶ September 5, 2025 Nirvay ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ଼ ଘୋଷଣା କରିଛନ୍ତି । ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମିଶି ଗୋଟିଏ ବୋର୍ଡ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଛାତ୍ର…
ରାଜ୍ୟ ଏଣିକି ସମସ୍ତ ସରକାରୀ ଅଫିସରେ ବାଧ୍ୟତାମୂଳକ ହେବ ବିଏସ୍ଏନ୍ଏଲ୍ ନେଟ୍ୱର୍କ September 5, 2025 Nirvay ରାଜ୍ୟ ସରକାର ଭାରତ ସଂଚାର ନିଗମ ଲିମିଡେଟ୍ (BSNL) ନେଟ୍ୱର୍କକୁ ମଜବୁତ କରିବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି । ଏଣିକି ସରକାରୀ କାର୍ଯ୍ୟାଳୟରେ ବିଏସ୍ଏନ୍ଏଲ୍ ନେଟୱାର୍କ ବ୍ୟବହାର ବାଧ୍ୟତାମୂଳକ ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର । ଏନେଇ…
ରାଜନୀତି ରାଜ୍ୟ ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ September 4, 2025 Nirvay ବିଜେଡି ସଭାପତି ନବୀନ ପଟ୍ଟନାୟକ ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ନିଯୁକ୍ତ କରିଛନ୍ତି । ଏହା ପୂର୍ବରୁ ମଧ୍ୟ ବିଜୁ ମହିଳା ଜନତା ଦଳର ସଭାପତି ରହିସାରିଥିବା ଛୁରିଆଙ୍କ ଉପରେ ପୁଣିଥରେ ନବୀନ…
ରାଜ୍ୟ କୋମାରେ, ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର September 4, 2025 Nirvay ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର କୋମାରେ । ଏମ୍ସରେ ଭର୍ତ୍ତି କରିବା ପୂର୍ବରୁ କୋମାରେ ଅଛନ୍ତି ଅଭିଜିତ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି, ସେ ନିମୋନିଆରେ ପୀଡ଼ିତ ଅଚ୍ଛନ୍ତି । ଆଜି ମଧ୍ୟାହ୍ନ ପରଠାରୁ ଭେଣ୍ଟିଲେଟର…
ଦେଶ କମିଲା ଜିଏସଟି ହାର; ୧୨ ଓ ୨୮% ସ୍ଲାବ୍ ଉଚ୍ଛେଦ, ଶସ୍ତା ହେବ ଏହି ସବୁ ସାମଗ୍ରୀ September 3, 2025 Nirvay କମିଲା ଜିଏସଟି ହାର । ବୁଧବାର ଦିନ ଅନୁଷ୍ଠିତ ଜିଏସଟି (GST) କାଉନସିଲ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଏବେ କେବଳ ଜିଏସଟିରେ ଦୁଇଟି ସ୍ଲାବ୍ ରହିବ । ସାରା ଦେଶରେ କେବଳ ୫ ପ୍ରତିଶତ ଓ…
ରାଜ୍ୟ ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଖୋଲିଲା September 3, 2025 Nirvay ସମ୍ବଲପୁର ମହାନଗର ନିଗମ ନିର୍ବାଚନ ପାଇଁ ବାଟ ଖୋଲିଛି । ୨୦୧୫ରେ ପ୍ରକାଶିତ ନିର୍ବାଚନ ବିଜ୍ଞପ୍ତିକୁ ଓଡ଼ିଶା ହାଇକୋର୍ଟ ରଦ୍ଦ କରି ୬ ସପ୍ତାହ ମଧ୍ୟରେ ନୂଆ ବିଜ୍ଞପ୍ତି ପ୍ରକାଶ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବିଜ୍ଞପ୍ତି ସଂରକ୍ଷଣ…