Author: Nirvay

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ସାଂସଦ ସୁଲତା ଦେଓ

ୱକ୍‌ଫ ସଂଶୋଧନ ସପକ୍ଷରେ ଭୋଟ୍‌ ଦେଇଥିବା କହିଲେ ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ବିବେକ ଅନୁସାରେ ଭୋଟ୍‌ ଦେବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିବା ଦେଓ କହିଛନ୍ତି । ରାଜ୍ୟସଭାରେ ବିଜେଡିର ୭ ସଦସ୍ୟ ଥିବାବେଳେ ୪…

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ଵତନ୍ତ୍ର…

ଜଳୁଛି ପଶ୍ଚିମ ଓଡ଼ିଶା; ୪୬ ଡିଗ୍ରୀ ଟପିଲା ଝାରସୁଗୁଡ଼ା

କେଉଁଠି ତାତି ତ ଆଉ କେଉଁଠି ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଇଛି । ଏଇ ମଧ୍ୟରେ ପଶ୍ଚିମ ଓଡ଼ିଶା ଜଳୁଛି । ରାଜ୍ୟରେ ଚଳିତ ବର୍ଷ ପ୍ରଥମ କରି ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି । ଓଡ଼ିଶାରେ ଅସହ୍ୟ…

ବରିଷ୍ଠ ନେତା ଶାକ୍ୟସିଂହ ମିଶ୍ରଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ

ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଶାକ୍ୟସିଂହ ମିଶ୍ରଙ୍କ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ନିମୋନିଆ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା…

କୋଟିଆ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ କମିଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା…

କାଶ୍ମୀର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା

ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ…

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆସନ୍ତାକାଲି ଠାରୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଆସନ୍ତାକାଲି ଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ…

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ

ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍‌ରେ ମଙ୍ଗଳବାର ଦିନ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ବାଲେଶ୍ୱର ଜିଲ୍ଲା ରେମୁଣା ଅଞ୍ଚଳ ଯୁବକ ପ୍ରଶାନ୍ତ ଶତପଥୀ ତାଙ୍କ ପତ୍ନୀ ପ୍ରିୟଦର୍ଶିନୀ ଓ…

ଜମ୍ମୁ-କାଶ୍ମୀରରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କୀ ଆକ୍ରମଣ: ୨୮ ମୃତ ସୂଚନା

ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ବୈସାରନ ଉପତ୍ୟକାର ଉପର ଅଞ୍ଚଳରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ଆଜି ଦିନ ପ୍ରାୟ…

ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ ବାଟାଲିଅନ ଗଠନକୁ ମଞ୍ଜୁରୀ

ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।…