Author: Nirvay

ନବରଙ୍ଗପୁର ଜିଲ୍ଲାରେ ସାମ୍ବାଦିକଙ୍କୁ ଛୁରାମାଡ଼ ଘଟଣାରେ ଡିଜିପିଙ୍କୁ ବିସ୍ତୃତ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ

ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼…

ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ନିଆଯାଉଥିବା ପଦକ୍ଷେପ ନେଇ ସ୍ଟାଟସ ରିପୋର୍ଟ ମାଗିଲେ ଓଡିଶା ମାନବିକ ଅଧିକାର କମିଶନ

କର୍ମ କ୍ଷେତ୍ରରେ ମହିଳାଙ୍କୁ ଯୌନ ଉତ୍ପୀଡ଼ନ ନିବାରଣ ଆଇନ ସମେତ ସୁପ୍ରିମକୋର୍ଟ ଙ୍କ ବିଶାଖା ମାମଲା ନିର୍ଦ୍ଦେଶାବଳୀ ଓ ଓଡିଶା ଉଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ବିଭିନ୍ନ ବିଶ୍ଵବିଦ୍ୟାଳୟ ସମେତ ମହାବିଦ୍ୟାଳୟ ଓ ସେଥିସହ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡିକରେ କି କି…

ଛତିଶା ନିଯୋଗ ବୈଠକରେ ହେଲା ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟ

ଆସନ୍ତା ୭ ତାରିଖ ଭାଦ୍ରବ ପୂର୍ଣ୍ଣିମା ଅବସରରେ ଚନ୍ଦ୍ରଗ୍ରହଣ ହେବ । ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କ ନୀତିକାନ୍ତି ନେଇ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ସୂଚନା ଅନୁଯାୟୀ, ଦିନ ୧୨ଟା ସୁଦ୍ଧା ନୀତିନିର୍ଘଣ୍ଟ…

ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ

ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି । ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି । ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ,…

ସେମିକନ୍ ଇଣ୍ଡିଆ ୨୦୨୫ ରେ ୩ଟି ‘ମେଡ୍ ଇନ୍ ଓଡ଼ିଶା’ ଚିପ୍ସ ଉନ୍ମୋଚିତ

ସେମିକଣ୍ଡକ୍ଟର ଚିପ୍ ପ୍ରସ୍ତୁତିରେ ଓଡ଼ିଶାକୁ ମିଳିଛି ଐତିହାସିକ ସଫଳତା । ଭାରତ ସେମିକନ୍ ଇଣ୍ଡିଆ ୨୦୨୫ ରେ ଦେଶର ପ୍ରଥମ ‘ମେଡ୍ ଇନ୍ ଇଣ୍ଡିଆ’ ଚିପ୍ ୩୨-ବିଟ୍ ମାଇକ୍ରୋପ୍ରୋସେସର ଲଞ୍ଚ କରାଯାଇଛି । ଏହି ଅବସରରେ କେନ୍ଦ୍ର ରେଳ, ସୂଚନା ଓ…

ଆମ୍ୱୁଲାନ୍ସରେ ଅକ୍ସିଜେନ ସରିଯିବାରୁ ମହିଳାଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ବିଜେଡି

ଗୋଟିଏ ଘରୋଇ ଆମ୍ୱୁଲାନ୍ସରେ ଜଣେ ଗୁରୁତର ଅସୁସ୍ଥ ମହିଳାଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯାଉଥିବା ବେଳେ ହଠାତ ଅକ୍ସିଜେନ ଶେଷ ହୋଇଯିବାରୁ ମୃତ୍ୟୁ ହୋଇଥିବା ଖବର ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଥିବା ବେଳେ, ରାଜ୍ୟରେ ୧୦୮ ଆମ୍ୱୁଲାନ୍ସ ସେବା ଗତ ଏକବର୍ଷ…

ସେମିକଣ୍ଡକ୍ଟର ଯାତ୍ରାରେ ଐତିହାସିକ ସଫଳତା; ଲଞ୍ଚ ହେଲା ଭାରତର ପ୍ରଥମ ମେଡ୍ ଇନ୍ ଇଣ୍ଡିଆ ଚିପ୍

ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ । ସେମିକନ ଇଣ୍ଡିଆ-୨୦୨୫ର ଚତୁର୍ଥ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉଦଘାଟନ କରିଛନ୍ତି । ଏହି ଅବସରରେ ଦେଶରେ ପ୍ରସ୍ତୁତ ହୋଇଥିବା ପ୍ରଥମ ସେମିକଣ୍ଡକ୍ଟର ଚିପ୍‌କୁ ଲଞ୍ଚ କରାଯାଇଛି । ଦିଲ୍ଲୀ ସ୍ଥିତ…

ଏସସିଓ ଶିଖର ସମ୍ମିଳନୀରେ ଆତଙ୍କବାଦ ରୋକିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଚୀନର ତିୟାନଜିନ୍‌ରେ ଆୟୋଜିତ ୨୫ତମ ଏସସିଓ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ରୋକିବାକୁ ଆହ୍ୱାନ ଦେଇଛନ୍ତି । ଏସସିଓ ଶିଖର ସମ୍ମିଳନୀରେ ଚମତ୍କାର ସ୍ୱାଗତ ଏବଂ ଆତିଥ୍ୟ ପାଇଁ ମୋଦି ଚୀନ ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ହୃଦୟରୁ କୃତଜ୍ଞତା…

ଟିଚର ଇଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ରାୟ ଦେଲେ ସୁପ୍ରିମକୋର୍ଟ

ଟିଚର ଇଲିଜିବିଲିଟି ଟେଷ୍ଟ (TET) ରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି । ଯେଉଁ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଚାକିରିରେ ଅଛନ୍ତି ସେମାନଙ୍କୁ ୨ ବର୍ଷରେ TET ପାସ୍‌ କରିବାକୁ ପଡ଼ିବ । ଯେଉଁ ଶିକ୍ଷକଙ୍କ…

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ…