Author: Papirani

Cyclone Montha: ଆସନ୍ତାକାଲି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତାକାଲି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସକାଳ ସାଢ଼େ ୧୦ଟାରେ ବାତ୍ୟା ମୁକାବିଲା ପାଇଁ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ…

CycloneMontha: ରାଜଧାନୀରେ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ବିଏମ୍‌ସି: ସୁଲୋଚନା ଦାସ

ରାଜଧାନୀରେ ମୋନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ବିଏମ୍‌ସି । ଏ ନେଇ ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ । ସେ କହିଛନ୍ତି ଭୁବନେଶ୍ବରରେ ୫୦ ଆଶ୍ରୟସ୍ଥଳ ସହ ସବୁ ସରକାରୀ ସ୍କୁଲ ପ୍ରସ୍ତୁତ ଅଛି । ଗଛ କାଟିବା ସହ…

Cyclone Montha: ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’; ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମନ୍ଥାକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି। ଏ ନେଇ ପ୍ରେସମିଟ୍‌ରେ ସୂଚନା ଦେଲେ SRC ଦେଓରଞ୍ଜନ ସିଂହ । ସେ କହିଛନ୍ତି ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ…

Shreyas Iyer ICU: ଆଇସିୟୁରେ ଭର୍ତ୍ତି ହେଲେ ଭାରତୀୟ ଟିମର ଉପ ଅଧିନାୟକ ଶ୍ରେୟସ ଆୟର

ଆଇସିୟୁରେ ଭର୍ତ୍ତି ହେଲେ ଭାରତୀୟ ଦିନିକିଆ ଦଳର ଉପଅଧିନାୟକ ଶ୍ରେୟସ ଆୟର । ସିଡନୀ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା । ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ଫିଲ୍ଡିଂ ବେଳେ ଆହତ ହୋଇଥିଲେ ଆୟର । ଶ୍ରେୟସଙ୍କର ରିବ୍ କେଜ୍…

Next CJI: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ସୁପ୍ରିମକୋର୍ଟର ବର୍ତ୍ତମାନର ମୁଖ୍ୟ ବିଚାରପତି ବିଆର୍ ଗଭାଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଏକ ଚିଠି ଲେଖି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି । ବର୍ତ୍ତମାନର…

Cyclone Montha: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମୋନ୍ଥା

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋନ୍ଥା’ । କାକିନାଡ଼ା ଠାରୁ ୬୮୦ କିମି ଦୂରରେ ଅବସ୍ଥିତ ‘ମୋନ୍ଥା’। ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ‘ମୋନ୍ଥା’। ଆସନ୍ତା ୧୨ ଘଣ୍ଟା ମଧ୍ଯରେ ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। ଅଧିକ ଘନୀଭୂତ…

Tangi IIC Suspend: କଟକ ଟାଙ୍ଗୀ IIC ନିଲମ୍ବିତ

କଟକ ଟାଙ୍ଗୀ ଥାନା ଅଧିକାରୀ ନିଲମ୍ବିତ । କଟକ ଟାଙ୍ଗୀ ଥାନା IIC ଶିବପ୍ରସାଦ ଭଦ୍ରଙ୍କୁ ନିଲମ୍ବନ କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ । ବେଆଇନ୍ ଭାବେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି…

Cyclone Montha Alert : ସମ୍ଭାବ୍ୟ ବାତ୍ୟା ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

ସମ୍ଭାବ୍ୟ ବାତ୍ୟାକୁ ନେଇ ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । SRCଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ । SRC, OSDMA, ଅନ୍ୟ ଅଧିକାରୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ବତନ୍ତ୍ର ରିଲିଫ କମିଶନର…

Maoist: ଛତିଶଗଡ଼ରେ ଆତ୍ମସମର୍ପଣ କଲେ ୨୧ କ୍ୟାଡର୍‌ ମାଓବାଦୀ

ଛତିଶଗଡ଼ରେ ଆତ୍ମସମର୍ପଣ କଲେ ୨୧ କ୍ୟାଡର୍‌ ମାଓବାଦୀ । କାଙ୍କେର ଜିଲ୍ଲାରେ ୨୧ କ୍ୟାଡର୍‌ ୧୩ ମହିଳାଙ୍କ ସହ ୮ ପୁରୁଷ ମାଓବାଦୀଙ୍କ ଆତ୍ମସମର୍ପଣ କରିଛନ୍ତି। ସେମାନେ ହିଂସାର ପଥ ପରିତ୍ୟାଗ କରି ଆତ୍ମସମର୍ପଣ କରିଛନ୍ତି। ସେମାନେ ପ୍ରଶାସନକୁ ୧୮ଟି ଅସ୍ତ୍ରଶସ୍ତ୍ର…

Cyclone Montha: ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ

ବାତ୍ୟା ପାଇଁ ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ ହୋଇଛି। ସାମ୍ଭାବ୍ୟ ବାତ୍ୟା ମୋନ୍ଥା’ କୁ ଦୃଷ୍ଟି ରେ ରଖି ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ କରାଯାଇଛି। ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ…