Author: Papirani

Jaisalmer Bus Fire: ରାଜସ୍ଥାନରେ ଚଳନ୍ତା ବସରେ ଲାଗିଲା ନିଆଁ; ୨୦ ଜୀବନ୍ତ ଦଗ୍ଧ

ରାଜସ୍ଥାନ ଜୈସଲମେରରେ ଭୟଙ୍କର ଦୁର୍ଘଟଣା । ଗତକାଲି ଜୈସଲମେର-ଯୋଧପୁର ରାଜପଥରେ ଥାୟତ ଗାଁ ନିକଟରେ ଜାତୀୟ ରାଜପଥରେ ଏସି ବସରେ ଅଚାନକ ନିଆଁ ଲାଗି ୨୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣ ଗୁରୁତର ହୋଇଛନ୍ତି । ବସରେ ଥିଲେ…

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ ମାଡ଼ ଅଭିଯୋଗ

ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ହୋଇଥିବା ଇଣ୍ଟର ମେଡିକାଲ କଲେଜ ମିଟରେ ଗଣ୍ଡଗୋଳ। ଗତକାଲି ସନ୍ଧ୍ୟାରେ ବୁର୍ଲା, କଟକ ଏସସିବି ମେଡିକାଲର ଛାତ୍ରଛାତ୍ରମାନେ ଏମକେସିଜି ମେଡିକାଲକୁ ଆସିଥିଲେ। କଟକ ଓ ବୁର୍ଲା ଛାତ୍ର ମାନଙ୍କ ସହ ବ୍ରହ୍ମପୁର ଏମକେସିଜି ମେଡିକାଲ…

ବିହାର ନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ବିହାର ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପ୍ରଥମ ପର୍ଯ୍ୟାୟରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ତେବେ ଏହି ତାଲିକାରେ ବରିଷ୍ଠ ବିଜେପି ନେତା ତଥା ଉପ-ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ତାରାପୁର ସିଟରୁ ଟିକେଟ୍…

ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ; ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି

ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ । ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ମିଳିଲା ଅନୁମତି । ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ବାଣ ଫୁଟାଇବା ସମୟରେ ସୁରକ୍ଷା ପାଇଁ…

e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ

ଇକେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଯେଉଁମାନେ ଇକେୱାଇସି କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ । ଏ ନେଇ ଆଜି ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,…

ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌; ବ୍ୟବହାର ହେବ ୱାକିଟକି: ଗିରୀଶ ଚନ୍ଦ୍ର ମୁର୍ମୁ

ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌। ଶ୍ରୀମନ୍ଦିରକୁ କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍‌। ତେଣୁ ଆଗକୁ ଶ୍ରୀମନ୍ଦିର ସୁରକ୍ଷା ପାଇଁ ୱାକିଟକି ବ୍ୟବସ୍ଥା ହେବ । କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା…

ଟେଷ୍ଟ ସିରିଜ ଜିତିଲା ଭାରତ

ଟେଷ୍ଟ ସିରିଜ ଜିତିଲା ଭାରତ । ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ଉପରେ କବଜା କଲା ଟିମ ଇଣ୍ଡିଆ । ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍କୁ ଭାରତ ଦ୍ୱିତୀୟ ଟେଷ୍ଟରେ ୭ୱିକେଟ୍‌ରେ ପରାସ୍ତ କରିଛି। ଦ୍ଵିତୀୟ ଇଂନିସରେ ଭାରତକୁ ୧୨୧…

୧୬ରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏ ନେଇ…

କ୍ୟାପିଟାଲ ଥାନା ଘେରିଲା ଅଟୋ ଚାଳକ ସଂଘ

କ୍ୟାପିଟାଲ ଥାନା ଘେରାଉ କଲେ ସ୍ମାର୍ଟସିଟି ଅନଲାଇନ୍‌ ଅଟୋ ଚାଳକ ସଂଘ । କ୍ୟାପିଟାଲ ଥାନା ସାମ୍ନାରେ ଏକାଧିକ ଅଟୋ ଛିଡ଼ା ହୋଇ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି । ଏହା ଫଳରେ ରାଜମହଲରୁ ଏଜି ଛକ ରାସ୍ତା ସମ୍ପୂର୍ଣ୍ଣ ଜାମ୍‌…

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଧର୍ଷଣ ମାମଲା: ପୀଡିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଶିକାର ହୋଇଥିବା ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଆ ଛାତ୍ରୀ ଓ ତାଙ୍କ ମାଆଙ୍କ ସହିତ କଥା ହେବା ସହ…