ତାଜା ଖବର ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ବିଜେଡି ପ୍ରାର୍ଥୀ ହୋଇପାରନ୍ତି ମନୋଜ ମିଶ୍ର October 14, 2025 Papirani ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ରାଜନୀତି । ଭାଜପାର ପ୍ରାର୍ଥୀ ଜୟ ହେବା ନେଇ ଏକପ୍ରକାର ନିଶ୍ଚତ ହେବା ପରେ ବିଜେଡିରୁ କିଏ ହେବେ ପ୍ରାର୍ଥୀ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ମନୋଜ ମିଶ୍ର ପ୍ରାର୍ଥୀ ହୋଇପାରନ୍ତି ବୋଲି…
ତାଜା ଖବର ଦେଶ ବିଶ୍ୱ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ମୋଦୀଙ୍କ ପ୍ରଶଂସା କଲେ ଟ୍ରମ୍ପ୍ October 14, 2025 Papirani ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ । ଐତିହାସିକ ଗାଜା ଶାନ୍ତି ଚୁକ୍ତି ସ୍ବାକ୍ଷର ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୂରି ଭୂରି ପ୍ରଶଂସା କଲେ ରାଷ୍ଟ୍ରପତି ଟ୍ରମ୍ପ୍ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ସାମ୍ନାରେ ମୋଦିଙ୍କ ପ୍ରଶଂସା…
ତାଜା ଖବର ବିଶ୍ୱ ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ବୈଜ୍ଞାନିକଙ୍କୁ ମିଳିବ ନୋବେଲ ପୁରସ୍କାର October 13, 2025 Papirani ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର । ଜୋଏଲ୍ ମୋକିର୍, ଫିଲିପ୍ ଆଘିଅନ୍, ଏବଂ ପିଟର୍ ହାୱିଟଙ୍କୁ ଚଳିତ ବର୍ଷ ପାଇଁ ‘ଅର୍ଥନୀତି ବିଜ୍ଞାନ’ରେ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ପକ୍ଷରୁ…
ତାଜା ଖବର ରାଜ୍ୟ ବଢ଼ିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପୋତ୍ସାହନ ଅବଧି October 13, 2025 Papirani ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଲା । ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି ହୋଇଛି। ଏହା ସହ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଯୋଜନାରେ ଆବେଦନ ପ୍ରକ୍ରିୟା…
ତାଜା ଖବର ରାଜ୍ୟ ରାଜ୍ୟ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି October 13, 2025 Papirani ରାଜ୍ୟର ସମସ୍ତ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି ଦିନକୁ ଦିନ ବୃଦ୍ଧି ପାଉଥିବା ଅପରାଧକୁ ଦୃଷ୍ଟିରେ ରହି ରାଜ୍ୟ ସରକାର ସରକାରୀ କୋଠା ବାହାରେ ସିସିଟିଭି ଲଗାଇବାକୁ ନିଷ୍ପତି ନେଇଛନ୍ତି। ଏହି ସିସିଟିଭି ଅତିକମ୍ରେ ୫୦୦ ମିଟର ଯାଏଁ କଭରେଜ…
ତାଜା ଖବର ରାଜ୍ୟ ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ; ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନା ଚକ୍ରରେ ଦେଲେ ଯୋଗ October 13, 2025 Papirani ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ, ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…
ତାଜା ଖବର ରାଜ୍ୟ ଭୁବନେଶ୍ବରରେ ବିଏମସି ଅଞ୍ଚଳରେ ଅଛନ୍ତି ୪୭,୧୨୬ ବୁଲା କୁକୁର October 13, 2025 Papirani ରାଜ୍ୟରେ ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ବୁଲା କୁକୁର ଗଣନା କରାଯାଇଥିଲା। ଗତ ସେପ୍ଟେମ୍ବର ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ବିଏମସି ପକ୍ଷରୁ ଦୁଇଟି ପର୍ଯ୍ୟାୟରେ କୁକୁର ଗଣନା କରାଯାଇଥିଲା । ବିଏମସି ଅଞ୍ଚଳରେ ୪୭,୧୨୬ ବୁଲା କୁକୁର…
ତାଜା ଖବର ରାଜନୀତି ରାଜ୍ୟ ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇ ବିକ୍ରେତାଙ୍କ ସହ ସୁଖଦୁଃଖ ହେଲେ ମୁଖ୍ୟମନ୍ତ୍ରୀ October 13, 2025 Papirani ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବିକ୍ରେତା ଶ୍ରୀଧର…
ତାଜା ଖବର ରାଜନୀତି ରାଜ୍ୟ ଜନ୍ମଦିନରେ ପଦଯାତ୍ରା କରିବେ ନବୀନ ପଟ୍ଟନାୟକ October 13, 2025 Papirani ଜନ୍ମଦିନରେ ପଦଯାତ୍ରା କରିବେ ନବୀନ ପଟ୍ଟନାୟକ । ଅକ୍ଟୋବର ୧୬ ନିଜ ଜନ୍ମଦିନରେ ପଦଯାତ୍ରାକୁ ଓହ୍ଲାଇବେ ନବୀନ । ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଜିଲ୍ଲା ବିଜେଡି ସଭାପତି ଅଶୋକ ପଣ୍ଡା । ସେ କହିଛନ୍ତି ନବୀନ ପଟ୍ଟନାୟକ ଗଙ୍ଗନଗର…
ତାଜା ଖବର ଦେଶ ରାଜନୀତି ତାମିଲନାଡୁ କରୁର ଦଳାଚକଟା ଘଟଣା: ତଦନ୍ତ କରିବ CBI October 13, 2025 Papirani ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ ସିବିଆଇ । ସିବିଆଇକୁ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାପରେ ଅଭିନେତା ତଥା ନେତା ବିଜୟଙ୍କ ଅଡ଼ୁଆ ବଢିଛି। ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅଜୟ ରସ୍ତୋଗିଙ୍କ…