Author: Papirani

ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ; କେବଳ ବିଜେପି କଂଗ୍ରେସ ଲଢେଇ ହେବ: ପିସିସି ସଭାପତି

ନୂଆପଡା ଉପନିର୍ବାଚନ ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ । କେବଳ ବିଜେପି କଂଗ୍ରେସ ଲଢେଇ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା: ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଟିମ୍

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଏକ ଟିମ୍। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଶୋଭନା ମହାନ୍ତି । ସେ କହିଛନ୍ତି ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଧର୍ଷଣ; ପୀଡ଼ିତାଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ ମାମଲାକୁ ନେଇ ଫୋନ୍ ଯୋଗେ ପୀଡ଼ିତାଙ୍କ ବାପାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୀଡ଼ିତାଙ୍କ ବାପାଙ୍କୁ ସମବେଦନା ଜଣାଇ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ 

ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ସବୁ ଯୋଜନା ଗୁଡ଼ିକ କୃଷିକ୍ଷେତ୍ରରେ କୃଷକମାନଙ୍କୁ ଆତ୍ମନିର୍ଭର…

ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ

ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ । କୋଲକାତାର ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଜଣେ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣା ଥମି ନଥିବା ବେଳେ ଏବେ ପୁଣି ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ ଘଟଣା…

ଜୟ ଢୋଲକିଆଙ୍କ ବିଜେପି ମିଶିବା ଚର୍ଚ୍ଚା ଭିତରେ ପରୋକ୍ଷରେ ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତାତ୍ସଲ୍ୟ ଭରା ପୋଷ୍ଟ

ପୁଣି ଶ୍ରୀମୟୀଙ୍କ ତେରଚ୍ଛା ବାଣ । ପରୋକ୍ଷରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। କହ୍ନେଇ, ସନ୍ନ୍ୟାସୀ କହି ତାଚ୍ଛଲ୍ୟ କରିଛନ୍ତି। ଶ୍ରୀମୟୀ ନିଜ ପୋଷ୍ଟରେ କହିଛନ୍ତି, ‘କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍‌ କରିଦେଲେ କହ୍ନେଇ। ଜୟ ଢୋଲକିଆଙ୍କ ବିଜେପି…

ଚୀନ ଉପରେ ଆମେରିକାର ୧୦୦% ଅତିରିକ୍ତ ଟାରିଫ ଘୋଷଣା

ଚୀନ ଉପରେ ଆମେରିକାର ୧୦୦ ପ୍ରତିଶତ ଅତିରିକ୍ତ ଟାରିଫ ଘୋଷଣା । ନଭେମ୍ବର ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ । ଏ ନେଇ ସୋସିଆଲ ମିଡିଆ ପ୍ଲାର୍ଟଫର୍ମରେ ସୂଚନା ଦେଲେ ଟ୍ରମ୍ପ । ଜିନ୍‌ପିଙ୍ଗଙ୍କ ସହ କଥାବାର୍ତ୍ତା ବନ୍ଦ…

ଆଜି ବର୍ଷାରେ ଭିଜିବ ଓଡ଼ିଶା

ରାଜ୍ୟର ଅନେକ ସ୍ଥାନରେ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବିଜୁଳି…

ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟିଂର ଫଳାଫଳ ସ୍ଥଗିତ

ପୌର ପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ହୋଇଥିବା ଭୋଟିଂ ଶେଷ ହୋଇଛି । ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଭୋଟିଂ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ମତଦାନ କରାଯାଇ ଫଳାଫଳ ଘୋଷଣାକୁ ସ୍ଥଗିତ…

ଏସଆଇ ନିଯୁକ୍ତି ଘୋଟାଲା ମାମଲା: ବଣିକ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍‌

ଓଡ଼ିଶା ପୋଲିସ ସବ୍‌-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତିରେ ଘୋଟାଲା ଅଭିଯୋଗକୁ ନେଇ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ସିଆର୍‌ପି ଛକସ୍ଥିତ ‘ବଣିକ’ କୋଚିଂ ସେଣ୍ଟର ଉପରେ ଚଢ଼ାଉ କରିଛି। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରା ସୂଚନା ଦେଇ କହିଛନ୍ତି ଗିରଫ ହୋଇଥିବା ୧୧୪…