Author: Papirani

ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ କଟକରେ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ ଏହି ଅନୁଷ୍ଠାନ । ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କ ପାଇଁ ଭାରତରେ କୌଣସି ସ୍ୱତନ୍ତ୍ର ବିଶ୍ୱବିଦ୍ୟାଳୟ ନାହିଁ । ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ…

୬ ବର୍ଷରୁ କମ ବୟସ ପିଲା ପଢିପାରିବେ ନାହିଁ ପ୍ରଥମଶ୍ରେଣୀ; ନାମଲେଖା ପାଇଁ ବୟସ ଧାର୍ଯ୍ୟ କଲେ ସରକାର

ପ୍ରଥମ ଶ୍ରେଣୀ ନାମଲେଖା ବୟସକୁ ନେଇ ଦୂରହେଲା ଦ୍ଵନ୍ଦ । ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ପିଲାର ବୟସ ୬ କିମ୍ବା ତଦୁର୍ଦ୍ଧ ହେବା ଜରୁରୀ । ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ନେଇ ନିଷ୍ପତ୍ତି…

ରିମାଣ୍ଡରେ ଯିବ ବିଜେଡି ନେତା ରାଜା ଚକ୍ର; ଇଉଡବ୍ଲ୍ୟୁର କଲା ଆବେଦନ

ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କଲା ଇଓଡବ୍ଲ୍ୟୁ । କ୍ରାଇମବ୍ରାଞ୍ଚର ଆର୍ଥିକ ଅପରାଧ ଶାଖା ୫ ଦିନ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ ଆଣି ଅଧିକ ପଚରାଉଚରା କରିବ…

ରତ୍ନଗର୍ଭା କେନ୍ଦୁଝର ଓ ଚକ୍ର-ବ୍ୟୁହ

ସରକାର ବଦଳିଗଲେ ଯେ ଲୁଚରାଜର ହିସାବ ନିକାଶ ହୋଇଯାଏ – ଏମିତି ଯଦି କେହି ଭାବୁଥାନ୍ତି, ସେହି ବ୍ୟକ୍ତି ଅଚ୍ୟନ୍ତ ସରଳ ଅଥବା ନିର୍ବୋଧ ହୋଇପାରନ୍ତି କେବଳ । ମହାପାତ୍ରେ ମାରୁଥାନ୍ତି, ଅନ୍ୟମାନେ ଜଳକା ହୋଇ ଦେଖୁଥାନ୍ତି। ଏହା ବର୍ତ୍ତମାନର ଭାରତୀୟ…

ମହାନଦୀ ଅବବାହିକାରେ ହେବ ୭ଟି ବ୍ୟାରେଜ

ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ ନିର୍ମାଣ ହେବ । ଏ ନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାୟକ । ସେ କହିଛନ୍ତି ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ କରିବାକୁ ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ

ରାଜ୍ୟରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ । ଆଜି ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଡିଟିଇଟି ନିର୍ଦ୍ଦେଶକ ଥିବା ୨୦୧୧ ବ୍ୟାଚର ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି ।…

କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ: ନଗର ଉନ୍ନୟନ ମନ୍ତ୍ରୀ

ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ମେଟ୍ରୋ ପ୍ରକଳ୍ପର ଆବଶ୍ୟକତା ରହିଛି । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ…

୯୦ ହଜାର ଛୁଇଁଲା ସୁନା ଦର

ରେକର୍ଡ କଲା ସୁନା ଦର । ଦିନକୁ ଦିନ ସୁନା ଦର ବୃଦ୍ଧି ହୋଇ ଆଜି ୯୦ ହଜାର ଟଙ୍କାରେ ପହଞ୍ଚିଛି । ୨୪ କ୍ୟାରେଟ୍ ସୁନା ଦର ୯୦ ହଜାର ଛୁଇଁଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର…

ସ୍ୱର୍ଗତ ନବ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ପଶିଲା କ୍ରାଇମବ୍ରାଞ୍ଚ ଟିମ୍ । ସକାଳୁ ସକାଳୁ ନବ ଦାସଙ୍କ ଝାରସୁଗୁଡ଼ା ଘରେ କ୍ରାଇମବ୍ରାଞ୍ଚ ଟିମ୍। ନବଙ୍କ ହତ୍ୟା ମାମଲାରେ ନୂଆ ତଦନ୍ତ ଅଧିକାରୀ ଓ ଜଣେ ମହିଳା ଅଧିକାରୀ ପହଞ୍ଚି ପରିବାର…

ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ବର୍ଗଦ୍ବାରରେ ହେଲା ଶେଷକୃତ୍ୟ। ବଡପୁଅ ସୌମେନ୍ଦ୍ର ପିତାଙ୍କୁ ମୁଖାଗ୍ନି ଦେଇଥିଲେ। ତେବେ ଶେଷକୃତ୍ୟ ପୂର୍ବରୁ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କୁ ଗାର୍ଡ ଅଫ୍ ଅନର ଦିଆ ଯାଇଥିଲା।…