Author: Papirani

ବିଜଦ ରୂପାନ୍ତରଣର ମିଳୁଛି ଆଭାସ; ଅରୁଣ କାର୍ଯ୍ୟକାରୀ ସଭାପତି, ସୁଜାତା ମହାସଚିବ !

ବିଜୁ ପଟ୍ଟନାୟକ ବଡ଼ପୁଅ ପ୍ରେମ ପଟ୍ଟନାୟକ ସସ୍ତ୍ରୀକ ନବୀନ ନିବାସକୁ ଆସିବା ଓ ରହିବା କେବଳ କ’ଣ ପାରିବାରିକ ଘଟଣା ? ପ୍ରେମ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବଡ଼ଭାଇ । ମୁମ୍ବାଇ ହସ୍ପିଟାଲରେ ସ୍ପାଇନ ସର୍ଜରୀ ପରେ ପ୍ରେମ…

ଆଜିଠୁ ରାଜ୍ୟରେ ଆରମ୍ଭ ଆମ ଶାସନ ବ୍ୟବସ୍ଥା; ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ

ଆଜିଠୁ ରାଜ୍ୟରେ ଆମ ଶାସନ ବ୍ୟବସ୍ଥା । ଲୋକଙ୍କ ମତାମତ ଆଧାରରେ ନିର୍ଦ୍ଧାରଣ ହେବ ନୀତି । ରାଜ୍ୟରେ ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ନାଗରିକମାନଙ୍କଠାରୁ ସିଧାସଳଖ ମତାମତ ସଂଗ୍ରହ ପାଇଁ ଆମ ଶାସନ ବ୍ୟବସ୍ଥା ଆରମ୍ଭ…

ଓଡିଶାରେ ସମବାୟ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ବିଭିନ୍ନ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟରେ…

କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅ ମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ

ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network) ଅଧୀନରେ,…

ପାଟନାରୁ ପୁରୀ ଚାଲିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

ପାଟ୍‌ନାରୁ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌ । ପାର୍ବଣ ଋତୁରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ପରି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଟ୍ରେନ ନମ୍ବର ୦୩୨୩୦/୦୩୨୨୯ ପାଟନା-ପୁରୀ-ପାଟନା ପୂଜା ସ୍ପେଶାଲ ଟ୍ରେନ୍‌ ପାଟ୍‌ନା-ପୁରୀକୁ ସଂଯୋଗ…

ଓଡ଼ିଆ ଆଦିବାସୀ ଝିଅଙ୍କୁ ମିଳିବ ପାଇଲଟ ଟ୍ରେନିଂ

ଓଡ଼ିଆ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ । ରାଜ୍ୟ ସରକାରଙ୍କ କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ ରେ ଆଦିବାସୀ ଝିଅ ମାନଙ୍କୁ ତାଲିମ୍ ପ୍ରଦାନ କରାଯିବ । ଏହା ଦ୍ୱାରା ଝିଅମାନେ ବିମାନ ଚାଳକ ହେବେ ବୋଲି…

ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ: ଉପମୁଖ୍ୟମନ୍ତ୍ରୀ

ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ଦାଦନ ରୋକିବା ପାଇଁ ପ୍ରସ୍ତୁତ ହୋଇଛି ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ । ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ଆଜି ଦାଦନ ରୋକିବାକୁ ନେଇ…

ଚାଷୀ ପଞ୍ଜୀକରଣରେ ଓଡ଼ିଶା କଲା ସର୍ବକାଳୀନ ରେକର୍ଡ

ଚାଷୀ ପଞ୍ଜୀକରଣରେ ଓଡ଼ିଶା କଲା ସର୍ବକାଳୀନ ରେକର୍ଡ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଏବେ ସୁଦ୍ଧା ୧୮ ଲକ୍ଷ ୫୦ ହଜାର ୯୮୩ ଚାଷୀ ପଞ୍ଜୀକରଣ କରିଛନ୍ତି ।…

ନିଶା କାରବାର ରୋକିବାକୁ ବୈଠକ; କ୍ୟାମ୍ପସ୍ ପାଖରେ ନିଶା କାରବାର କରୁଥିବା ଲୋକଙ୍କୁ ବାନ୍ଧିବାକୁ ନିଷ୍ପତ୍ତି

ରାଜ୍ୟରେ ଚୋରା ନିଶା କାରବାର ରୋକିବାକୁ ଲୋକସେବା ଭବନରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ପ୍ରମୁଖ ଅଧିକାରୀ ଉପସ୍ଥିତ ରହିଥିଲେ । ବୈଠକରେ ନିଶା ଚାଲାଣକାରୀ…

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି

ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଲେ ରାଜ୍ୟପାଳ। ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ନେଇ ପଚାରି ବୁଝିଲେ ରାଜ୍ୟପାଳ…