Author: Papirani

ଆଇନଜୀବୀ ପୀତବାସ ପଣ୍ଡାଙ୍କ ଜଘନ୍ୟ ହତ୍ୟା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଗତ କାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡା ଙ୍କ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା…

କଟକରେ ସ୍ଥିତି ସ୍ବାଭାବିକ; କୋହଳ ହେଲା କର୍ଫ୍ୟୁ କଟକଣା

କଟକ ସହରରେ କୋହଳ ହେଲା କର୍ଫ୍ୟୁ କଟକଣା । କର୍ଫ୍ୟୁ ଅବଧି ବୃଦ୍ଧି ନିର୍ଦ୍ଦେଶନାମା ନ ଆସିବାରୁ କଟକଣା କୋହଳ କରାଯାଇଛି । ସହରରେ ସ୍ଥିତି ସ୍ବାଭାବିକ ଥିବାରୁ କର୍ଫ୍ୟୁ କଟକଣାକୁ କୋହଳ କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ଆସିନଥିବାରୁ କର୍ଫ୍ୟୁ…

ଅକ୍ଟୋବର ୨୧ ଯାଏଁ ବାଲେଶ୍ୱର ସହରରେ ଲାଗିଲା କର୍ଫ୍ୟୁ

କଟକ ପରେ ବାଲେଶ୍ୱର ସହରରେ ଲାଗିଲା କର୍ଫ୍ୟୁ । ଆଇନ୍ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବାଲେଶ୍ବର ଜିଲ୍ଲା ପ୍ରଶାସନର ନିଷ୍ପତ୍ତି । ଆସନ୍ତା ୨୧ ତାରିଖ ଯାଏଁ ବାଲେଶ୍ବର ସହରରେ ରାତ୍ରିକାଳୀନ କଟକଣା ଲଗାଯାଇଛି । ଏହା ରାତି ୧୦ଟାରୁ ସକାଳ…

କଂଗ୍ରେସ ସମସ୍ତ ଭୂମିହୀନ ଦଳିତ ଓ ଆଦିବାସୀଙ୍କୁ ଜମି ପଟ୍ଟା ପ୍ରଦାନ କରିବ: ଭକ୍ତ ଦାସ

ପିସିସି ସଭାପତି ଭକ୍ତ ଚରଣ ଦାସ ବହୁ ପ୍ରତିକ୍ଷୀତ ନ୍ୟାୟ ଯାତ୍ରା ଏବଂ ସମାବେଶ ଖରିଆରରୁ ନୂଆପଡା ଅଭିମୁଖେ ଆରମ୍ଭ କରିଛନ୍ତି । ଉତ୍କେଲା ବିମାନ ବନ୍ଦରରୁ ଖରିଆର ପହଞ୍ଚିବା ପରେ କଂଗ୍ରେସର ନେତୃବୃନ୍ଦ ଏବଂ ହଜାର ହଜାର କର୍ମକର୍ତ୍ତା ଶ୍ରୀ…

ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ଫିଲଅପ୍‌ ତାରିଖ ଘୋଷଣା

ଯୁକ୍ତ ୨ ପରୀକ୍ଷା ଫର୍ମ ଫିଲଅପ୍‌ ନେଇ ତାରିଖ ଘୋଷଣା କଲା CHSE । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ଉଭୟ ରେଗୁଲାର୍ ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ୨୦ରୁ…

ଆଉ ୨୪ ଘଣ୍ଟା ବୃଦ୍ଧି ହେଲା କଟକରେ ଇଣ୍ଟରନେଟ୍ କଟକଣା

କଟକରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି । ଆଜିଠାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ । ସିଏମ୍‌ସି, ସିଡିଏ, ବୟାଳିଶି ମୌଜାରେ କଟକଣା ବଳବତ୍ତର । ପୂର୍ବ ପରି ହ୍ବାଟ୍‌ସ ଆପ୍‌, ଫେସବୁକ୍, ଏକ୍ସ,…

ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ

ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସୋମବାର ଭାରତୀୟ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ତରଫରୁ ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୩ରେ ପ୍ରକାଶ ପାଇବ ବିଜ୍ଞପ୍ତି ।…

ଖରିଆର୍ ରୋଡ୍‌କୁ ମ୍ୟୁନିସିପାଲିଟି ଏବଂ କୋମନା ଓ ସିନାପାଲି ନୂତନ ଏନ୍‌.ଏ.ସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ନୂଆପଡା ଗସ୍ତ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ ଅବସରରେ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍ ୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଛନ୍ତି । ସେଥି ମଧ୍ୟରେ ୬୪ କୋଟି ଟଙ୍କା ବ୍ୟୟରେ…

ନଭେମ୍ବର ୬ ଓ ୧୧ରେ ବିହାର ନିର୍ବାଚନ 

ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିଲା ବିଗୁଲ୍ ବାଜିଛି । ଭାରତୀୟ ନିର୍ବାଚନ ଆୟୋଗ ସୋମବାର ତାରିଖ ଘୋଷଣା କରିଛନ୍ତି । ନଭେମ୍ବର ୬ ଓ ୧୧ରେ ବିହାର ନିର୍ବାଚନ ହେବାକୁ ଯାଉଛି। ଦୁଇଟି ପର୍ଯ୍ୟାୟରେ ବିହାର ନିର୍ବାଚନ ଅନୁଷ୍ଠିତ ହେବ…

Late Lulu Mahapatra: ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ନବମ ଶ୍ରାଦ୍ଧ ଦିବସ ପାଳିତ

ଓଡ଼ିଶାର ବିଶିଷ୍ଟ ରାଜନେତା ସ୍ଵର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନବମ ଶ୍ରାଦ୍ଧବାର୍ଷିକୀ ଭୁବନେଶ୍ୱରସ୍ଥିତ ଚେତନା କଲେଜ ଅଫ୍ ସ୍ପେଶାଲ୍ ଏଜୁକେସନ ଠାରେ ଆୟୋଜିତ ହୋଇଯାଇଛି। ଅମିୟ କୁମାର ଦାସ ଫାଉଣ୍ଡେସନ ଏବଂ କଳିଙ୍ଗ ଯୁବ ସେନାର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ…