Author: Papirani

ଡୁଡୁମା ଜଳପ୍ରପାତରେ ଭାସିଗଲେ ୟୁଟ୍ୟୁବର

ଡୁଡୁମା ଜଳପ୍ରପାତରେ ଅଘଟଣ । କୋରାପୁଟର ଲମତାପୁଟ ବ୍ଲକ୍‌ ମାଛକୁଣ୍ଡ ଜଳପ୍ରପାତ ବୁଲିବାକୁ ଆସିଥିବା ଜଣେ ୟୁଟ୍ୟୁବର୍‌ ଭାସି ଯାଇଛନ୍ତି। ନିଖୋଜ ୟୁଟ୍ୟୁବର୍‌ ବ୍ରହ୍ମପୁର ଅଞ୍ଚଳର ସାଗର ଟୁଡୁ ବୟସ ୨୨ ବୋଲି ସୂଚନା ମିଳିଛି। ନିଜ ଚ୍ୟାନେଲ୍‌ ନିମନ୍ତେ ଡ୍ରୋନ୍‌…

ବିପଦ ସଂକେତ ଉପରେ ବୈତରଣୀ ଓ ସୁବର୍ଣ୍ଣରେଖା

ବିପଦ ସଂକେତ ଉପରେ ବୈତରଣୀ ଓ ସୁବର୍ଣ୍ଣରେଖା । ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ଅତି ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢ଼ୁଛି। । ଫଳରେ ବୈତରଣୀ ଓ…

ରାଜଧାନୀରେ ବିଏମସି କରିବ କୁକୁର ଗଣନା; କାନରେ ଲାଗିବ ଟ୍ୟାଗ୍

ରାଜଧାନୀରେ ବିଏମସି କରିବ କୁକୁର ଗଣନା। ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ହେବ ଗଣନା। ଏପରିକି କୁକୁରଙ୍କ କାନରେ ଲାଗିବ ଟ୍ୟାଗ। ରାଜଧାନୀରେ ଥିବା ସମସ୍ତ କୁକୁରଙ୍କ ତଥ୍ୟ BMC ପାଖରେ ରହିବ। ଏନେଇ ଆଜି ସୂଚନା ଦେଇଛନ୍ତି…

ପାଞ୍ଚ ବର୍ଷରେ ରାଜ୍ୟରେ ନିର୍ମାଣ ହେବ ୩୦ ହଜାର କିଲୋମିଟର ରାସ୍ତା ଏବଂ ୫୦୦ ସେତୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା…

ଭୁବନେଶ୍ୱର ଖଣ୍ଡଗିରି ଛକରେ ପ୍ରବଳ ଟ୍ରାଫିକ୍ ଜାମ୍

ଭୁବନେଶ୍ବର ଖଣ୍ଡଗିରି ଛକରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ଖଣ୍ଡଗିରି ଫ୍ଲାଏ ଓଭର୍ ବ୍ରିଜ୍ ବିପଦସଙ୍କୁଳ ଥିବା ସୂଚନା । ଓଭର ବ୍ରିଜ ଉପରେ ମରାମତି ଚାଲୁଥିବାରୁ ଏପରି ରାସ୍ତା ଜାମ ହେଉଥିବା ସୂଚନା ମିଳିଛି । ସର୍ଭିସ୍ ରୋଡ୍…

ନବୀନ ନିବାସରେ ପ୍ରେମ ପଟ୍ଟନାୟକ

ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଲେ ବଡ଼ ଭାଇ ପ୍ରେମ ପଟ୍ଟନାୟକ । ଡିହାଇଡ୍ରେସନ କାରଣରୁ ଡାକ୍ତରଖାନାରେ…

ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା। ଏ ନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତ ଠେଲାପେଲାରେ ଆହତ ହେବା ସହ ମହାପ୍ରଭୁଙ୍କ ଦର୍ଶନରୁ…

ଓଳାଶୁଣୀ ଭୋଜି, ଶଙ୍ଖରେ ଭାଳେଣି

ଓଳାଶୁଣୀ ଯାଜପୁର ଜିଲ୍ଲାର । ଗୋବରୀ ନଦୀ କୂଳରେ ଓଳାଶୁଣୀ ଗୁମ୍ଫା । ମନ୍ଦିର ବି ଅଛି । ସାଧୂ ଅରକ୍ଷିତ ଦାସଙ୍କ ସମାଧିପୀଠ ପାହାଡ ଉପରେ । ଏଇଠି ଅରକ୍ଷିତ ଦାସ ଲେଖୁଥିଲେ ମୋହିମା ମଣ୍ଡଳ ଗୀତା। ଶୂନ୍ୟ ବ୍ରହ୍ମର…

ବୁଲା କୁକୁର ପ୍ରସଙ୍ଗ: ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲାଗିଲା ରୋକ୍

ବୁଲାକୁକୁରଙ୍କ ସ୍ଥାନାନ୍ତର ନେଇ ଆସିଲା ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ । କୁକୁରଙ୍କୁ ବନ୍ଧ୍ୟାକରଣ ପରେ ବାହାରେ ଛଡାଯାଉ ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଏହା ସହ ଆକ୍ରାମଣାତ୍ମକ କୁକୁରଙ୍କୁ ଛଡାନଯାଉ ବୋଲି କହିଛନ୍ତି ସୁପ୍ରିମକୋର୍ଟ । କୋର୍ଟ ତାଙ୍କ ନିଷ୍ପତ୍ତିରେ ଅଗଷ୍ଟ…

ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ହେବ ସରକାରୀ ବସ୍‌ ଭଡ଼ା: ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ

ସରକାରୀ ବସ୍‌ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସରକାରୀ ବସ୍‌ରେ ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ୍ ଯିବେ ଛାତ୍ରଛାତ୍ରୀ ।…