Author: Papirani

ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର

ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର । ଏ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ନୂଆ ଅଳଙ୍କାର ପାଇଁ ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି ।ସରକାର ବ୍ୟବସ୍ଥା…

ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ଏବଂ ୩୨ ଜଣ ରାଷ୍ଟ୍ରୀୟ ପରିଷଦ ସଦସ୍ୟଙ୍କ ନାମ ହେଲା ଘୋଷଣା

ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ଗତ କାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆଜି ବିଧିବଦ୍ଧ ଭାବେ ନାମ ଘୋଷଣା କରାଯାଇଛି । ରାଜ୍ୟ ସଭାପତି ପଦରେ ଅପ୍ରତିଦ୍ୱନ୍ଦୀ…

ପାଣ୍ଡିଆନ ଚାହିଁଲେ ଦୁଆର ବନ୍ଦ ହେଲା

ସରକାର କହିଲେ କ’ଣ ବୁଝାଯାଏ ସେ ବିଷୟରେ ରାଜନୀତି ବିଜ୍ଞାନରେ ଲେଖା ଅଛି । ଆମେ ବି ପଢିଚୁ । କିନ୍ତୁ ଆମର ସେ ଧାରଣା ସମ୍ପୂର୍ଣ ବଦଳି ଗଲା ଗୋଟିଏ ତଥ୍ୟ ଯୋଗୁ। ସରକାର କହିଲେ ମୁଖ୍ୟମନ୍ତ୍ରୀ,ମନ୍ତ୍ରୀଙ୍କୁ ବୁଝାଏ ନାହିଁ…

ଜିଲ୍ଲାପାଳ ଅଫିସ ସମ୍ମୁଖରେ ଜିନ୍ଦଲ କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କ ବିକ୍ଷୋଭ

ଜିନ୍ଦଲ ଦ୍ବାରା କ୍ଷତି ଗ୍ରସ୍ତ ବଡକେରଜାଙ୍ଗ ଗ୍ରାମବାସୀ ସୋମବାର ଏକ ବିଶାଳ ଶୋଭାଯାତ୍ରାରେ ତହସିଲ ଅଫିସ ସମ୍ମୁଖରୁ ବାହାରି ଅନୁଗୋଳ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭପ୍ରଦର୍ଶନ କରିଥିଲେ । ବିକ୍ଷୋଭ ସମାବେଶରେ ପିସିସି ସଭାପତି ଭକ୍ତଚରଣ ଦାସ ଯୋଗ ଦେଇ ଜିନ୍ଦଲ…

ଦିଗପହଣ୍ଡିରେ ବଢୁଛି ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା

ଦିନକୁ ଦିନ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ବ୍ୟାପୁଛି ଝାଡ଼ାବାନ୍ତି। ସାନଖେମୁଣ୍ଡି ପରେ ପାତ୍ରପୁରରେ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ମଧ୍ୟ ବ୍ୟାପୁଛି ଝାଡ଼ାବାନ୍ତି । ସମସ୍ତ ଆକ୍ରାନ୍ତ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି…

ପୁଣି ବିଜେପି ରାଜ୍ୟ ସଭାପତି ହେଲେ ମନମୋହନ ସାମଲ

ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଧିବଦ୍ଧ ଘୋଷଣା…

ଆଜିଠୁ ଡ୍ରାଇଭର ସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ; ହନ୍ତସନ୍ତ ଯାତ୍ରୀ

ଆଜିଠୁ ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ। ୭ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡ୍ରାଇଭର ମହାସଂଘର । ଦାବି ଅନୁସାରେ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ ୱାକର୍ସ ୱେଲ୍‌ଫେୟାର ବୋର୍ଡରେ ଅଟୋ ଡ୍ରାଇଭରଙ୍କୁ ସାମିଲ କରାଯାଉ ।…

ବନ୍ୟା ଜଳ ପହଞ୍ଚିବା ପରେ ବଢ଼ୁଛି ମୁଣ୍ଡଳି ଜଳସ୍ତର

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦର ପ୍ରଥମ ବନ୍ୟାଜଳ । ଧୀରେ ଧୀରେ ବଢ଼ୁଛି ମୁଣ୍ଡଳି ଜଳସ୍ତର । ହୀରାକୁଦ ବନ୍ୟା ଜଳ ପହଞ୍ଚିବା ପରେ ବଢ଼ୁଛି ମୁଣ୍ଡଳି ଜଳସ୍ତର । ସକାଳ ୮ଟା ସୁଦ୍ଧା ମୁଣ୍ଡଳି ଜଳସ୍ତର ୮୭,୭୦୦ କ୍ୟୁସେକ ଜଳ ପ୍ରବାହିତ…

ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି । ଶ୍ରୀଜିଉଙ୍କୁ ଲାଗି ହେଲା ୯ଟି ହାଣ୍ଡିରେ ପଣା । ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦିରେ ପଣା ପ୍ରସ୍ତୁତ କରାଯାଇଥିଲା ପଣା । ଶ୍ରୀଜିଉଙ୍କୁ ଲାଗି ପରେ ଅଶରୀରୀଙ୍କ ତୃପ୍ତି…

ଲେଖାଶ୍ରୀଙ୍କ ଉପରେ ସନ୍ତୋଷ ଖଟୁଆଙ୍କ ଅଶାଳୀନ ମନ୍ତବ୍ୟ: ରାଜ୍ୟ ମହିଳା କମିସନଙ୍କ ଦ୍ବାରସ୍ଥ ହେଲା ବିଜେଡି

ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ଉପରେ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଅଶାଳୀନ ମନ୍ତବ୍ୟ ମାମଲାରେ ରାଜ୍ୟ ମହିଳା କମିସନଙ୍କ ଦ୍ୱାରସ୍ଥ ହେଲା ବିଜେଡି। ସନ୍ତୋଷ ଖଟୁଆ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ନେଇ ଆଜି…