Author: Papirani

ଓପିଏସ୍‌ସି ଓ ଓଏସ୍‌ଏସ୍‌ସିର ନୂତନ ସଦସ୍ୟ ଭାବେ ୪ ଜଣଙ୍କୁ ମିଳିଲା ନିଯୁକ୍ତି

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଓ ଓଡ଼ିଶା ଷ୍ଟାପ ସିଲେକ୍ସନ କମିଶନର (ଓଏସ୍‌ଏସ୍‌ସି)ରେ ଦୁଇଜଣ ଲେଖାଏଁ ସଦସ୍ୟଙ୍କୁ ସାମିଲ କରାଯାଇଛି। ପ୍ରଫେସର ମିହିର ପ୍ରସାଦ ମିଶ୍ର ହେଲେ ଓପିଏସ୍‌ସିର ନୂଆ ସଦସ୍ୟ । ପୁରୀ ଏସ୍‌ସିଏସ୍‌ କଲେଜର ଅଧ୍ୟକ୍ଷ ଅଛନ୍ତି ମିହିର…

ବନୀକରଣ ନାଁରେ ଦୁର୍ନୀତି ମାମଲା: ଡେପୁଟି ରେଞ୍ଜରଙ୍କ ସହ ୪ ଗିରଫ

ବନୀକରଣ ନାଁରେ ବଡ଼ ଦୁର୍ନୀତି ମାମଲାରେ ୪ ବନ ଅଧିକାରୀ ଗିରଫ । ପ୍ରାୟ ୮୦ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଭାରପ୍ରାପ୍ତ ଡେପୁଟି ରେଞ୍ଜର୍ ସମେତ ୪ ବନ ଅଧିକାରୀ ଗିରଫ କଲା ଭିଜିଲାନ୍ସ । ଡେପୁଟି ରେଞ୍ଜର୍ ସୈରେନ୍ଦ୍ରି…

ଆଣ୍ଡାମାନ ଛୁଇଁଲା ମୌସୁମୀ; ରାଜ୍ୟରେ ବର୍ଷା ସମ୍ଭାବନା

ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଆଣ୍ଡାମାନ ସାଗରରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଆଜି ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନରେ ଆଗକୁ ବଢ଼ିବ ମୌସୁମୀ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିର୍ଦ୍ଦିଷ୍ଟ ଅଞ୍ଚଳଗୁଡ଼ିକୁ ମୌସୁମୀର ଅଗ୍ରଗତି ପାଇଁ…

ଭାରତ ମାତା କୀ ଜୟ ଶୁଣିଲେ ଥରୁଛି ଶତ୍ରୁଙ୍କ ଛାତି: ନରେନ୍ଦ୍ର ମୋଦି

ଆଦମପୁର ଏୟାରବେସ୍‌ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ ।ବୀର ଯବାନଙ୍କୁ ଭେଟି ଆଲୋଚନା ପରେ ସମ୍ବୋଧନ କରିଛନ୍ତି। ମୋଦୀ କହିଛନ୍ତି ଶତ୍ରୁଙ୍କ ଉପରେ ଭାରତ ମାତାର ଜୟ ହୋଇଛି । ଆପଣମାନେ ଇତିହାସ ରଚିଛନ୍ତି, ଆପଣଙ୍କ ଦର୍ଶନ ପାଇଁ ଆସିଛି । ଆପଣମାନଙ୍କ…

ସୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ;  ୪ ଆତଙ୍କୀ ନିହତ

ଜମ୍ମୁକଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାରେ ସେନା ଗୁଳିରେ ଟଳିଲେ ୪ ଆତଙ୍କୀ । ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି । ଯାହା ପରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ଏନକାଉଣ୍ଟର…

ପ୍ରକାଶ ପାଇଲା ସିବିଏସଇ ଦଶମ ବୋର୍ଡ ପରୀକ୍ଷା ଫଳ

ପ୍ରକାଶ ପାଇଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ଦଶମ ବୋର୍ଡ ପରୀକ୍ଷା ଫଳ । ଆଜି ସିବିଏସ୍ଇ ଦୁଇ ଦୁଇଟି ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ ପାଇଛି । ଦ୍ୱାଦଶ ପରେ ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ ହୋଇଛି…

ଆଦମପୁର ବାୟୁସେନା ଏୟାରବେସରେ ପ୍ରଧାନମନ୍ତ୍ରୀ ମୋଦି

ପଞ୍ଜାବର ଆଦମପୁର ଏୟାରବେସରେ ଯବାନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ-ପାକିସ୍ତାନ ଯୁଦ୍ଧବିରତି ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବସ୍ଥିତ ଆଦମପୁର ବାୟୁସେନା ଏୟାରବେସରେ ପହଁଚିଛନ୍ତି । ପ୍ରଧାନମନ୍ତ୍ରୀ ଯବାନଙ୍କ ସହିତ କିଛି ବିଶେଷ ମୁହୂର୍ତ୍ତ ବିତାଇବା…

୧୫ସୁଦ୍ଧା ପିଏମ୍‌ ଆବାସ ପଞ୍ଜୀକରଣ

ଆସନ୍ତା ୧୫ ପିଏମ୍‌ ଆବାସ ପଞ୍ଜୀକରଣ ଶେଷ ତାରିଖ । ଏ ନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ସେ କହିଛନ୍ତି ପଞ୍ଜୀକରଣ ପାଇଁ ମଝିରେ ଆଉ ମାତ୍ର ଗୋଟିଏ ଦିନ ରହିଲା । ପିଏମ୍…

ପହଲଗାମ ଆତଙ୍କୀ ହମଲାରେ ସମ୍ପୃକ୍ତ ଆତଙ୍କୀଙ୍କ ପୋଷ୍ଟର ଜାରି; ସୂଚନା ଦେଲେ ମିଳିବ ୨୦ ଲକ୍ଷ ଟଙ୍କାର ପୁରସ୍କାର

ପହଲଗାମ ଆତଙ୍କୀ ହମଲାରେ ସମ୍ପୃକ୍ତ ଆତଙ୍କୀଙ୍କ ପୋଷ୍ଟର ଜାରି । ୩ ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି କଲା ସୁରକ୍ଷା ଏଜେନ୍ସି। ଜମ୍ମୁ କାଶ୍ମୀର ସୋପିଆନ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ୩ ଜଣ ଆତଙ୍କବାଦୀଙ୍କ ଫଟୋ ଜାରି କରାଯାଇଛି । ଯେଉଁମାନେ…

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ

ପ୍ରକାଶ ପାଇଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ବାଦଶ ରେଜଲ୍ଟ । ଦ୍ବାଦଶରେ ୮୮.୩୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଥିବା ବେଳେ । ଭୁବନେଶ୍ବରରେ ପାସ୍‌ହାର ରହିଛି ୮୩.୬୪ ପ୍ରତିଶତ । ୧୭ ଲକ୍ଷ ୮୮ ହଜାର ଦେଇଥିଲେ ଦ୍ବାଦଶ…