Author: Papirani

୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଓଡ଼ିଶା ଆସିବେ ମହାମହିମ । ଆସନ୍ତା ୧୪ ଓ ୧୫ ତାରିଖ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ୨ ଦିନ ବିଭିନ୍ନ କାର୍ଯ୍ୟକ୍ରମରେ ମହାମହିମ ଯୋଗଦେବେ ବୋଲି ସୂଚନା ମିଳିଛି । ଆସନ୍ତା…

ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆନ୍ଦୋଳନରେ BMC ଓ ସଫେଇ କର୍ମଚାରୀ

ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଲେ BMC କର୍ମଚାରୀ ।BMC ଅଫିସରେ କର୍ମଚାରୀଙ୍କ ପ୍ରତିବାଦ କରିଥିବା ଜଣାପଡିଛି। ବିଏମସିର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ କଳା ବ୍ୟାଜ୍ ପିନ୍ଧି କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି । କର୍ମଚାରୀଙ୍କ…

ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଅପରାହ୍ନ ୩ଟାରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ଆଗାମୀ ନିତିକାନ୍ତି ନେଇ କରିବେ ଆଲେଚନା ।ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି ।…

ସମୂହ ଛୁଟି ଆନ୍ଦୋଳନକୁ ସ୍ଥଗିତ ରଖିଲା ଓଏଏସ୍ ସଂଘ

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ଓଏଏସ୍ ସଂଘ ସଦସ୍ୟଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ଓଏଏସ୍ ସଂଘର ସଦସ୍ୟମାନଙ୍କ ସହିତ ଦୀର୍ଘ ଘଣ୍ଟା ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ…

ରଥଯାତ୍ରା ସମୟରେ ବିଭିନ୍ନ ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ବରର ସାମ୍ୱାଦିକଗଣ

ଭୁବନେଶ୍ବରର ବିଭିନ୍ନ ସରକାରୀ ସ୍ୱୀକୃତିପ୍ରାପ୍ତ ସାମ୍ୱାଦିକଗଣ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରଥଯାତ୍ରା ସମୟରେ ସେମାନେ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ସୂଚନାଯୋଗ୍ୟ ଯେ, ପ୍ରତିବର୍ଷ ଭୁବନେଶ୍ବରର…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣା; ହତ୍ୟା ଉଦ୍ୟମ ଦଫା ଲାଗୁ ପାଇଁ ଦାବି କଲା OAS ସଂଘ

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ OAS ସଂଘର ଦାବି । ସଂଘ କହିଛି ରାଜଧାନୀ ଓ ବିଏମସି ଭଳି ଅଫିସ ଭିତରେ ଆକ୍ରମଣ ଚିନ୍ତାଜନକ । ଦୂରଦୂରାନ୍ତର ଅଫିସ୍‌ରେ କର୍ମଚାରୀ କେତେ ସୁରକ୍ଷିତ । ତେଣୁ ଆକ୍ରମଣକାରୀଙ୍କ ବିରୋଧରେ BNSରେ…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣା; ତୀବ୍ର ନିନ୍ଦା କଲେ ନବୀନ ଓ କଂଗ୍ରେସ

ଜନ ଶୁଣାଣି ଚାଲିଥିବା ବେଳେ ଅଫିସ ଭିତରେ ପଶି ଭୁବନେଶ୍ବର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାକୁ ନିନ୍ଦା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ନିଜ ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ…

ଜନ ଶୁଣାଣି ଚାଲିଥିବା ବେଳେ ଅଫିସରେ ପଶି ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼; ୩ ଗିରଫ

ଅଫିସ ଭିତରେ ପଶି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ । ମାଡ଼ ଓ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି ଭୁବନେଶ୍ବର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁ । ସୋମବାର ଅଭିଯୋଗ ଶୁଣାଣି ଚାଲିଥିବାବେଳେ ୫ ଜଣ ଦୁର୍ବୃତ୍ତ ଜୋର ଜବରଦସ୍ତ ଧଶେଇ…

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଓ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ଏବଂ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ । ଆଜି ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାସାଙ୍ଗେ ୮ଟି ସ୍ଥାନରେ ଭିଜିଲାନ୍ସ…

ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି

ଆଡ଼ପ ମଣ୍ଡପରେ ତିନି ଦିଅଁ । ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା । ଏହା ସହ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ବନକଲାଗି ନୀତି ଯୋଗୁଁ ଆଜି…