Author: Papirani

ଆଠଗଡ଼ ବ୍ଲକ୍‌ ସମ୍ମୁଖରେ ବିଜେପି-ବିଜେଡି କର୍ମୀ ମୁହାଁମୁହିଁ

ଆଠଗଡ଼ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା । ଆଜି ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଛନ୍ତି। ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି-ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ଼ ଦେଖିବାକୁ ମିଳିଛି। ଉତ୍ତେଜନା ରୋକିବାକୁ ପୋଲିସ ପକ୍ଷରୁ ଲାଠିଚାର୍ଜ । ଘଟଣା…

ଶ୍ରୀମନ୍ଦିରରୁ ମୋଦକ ଚୋରି ଘଟଣା; ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ : ଅରବିନ୍ଦ ପାଢୀ

ଶ୍ରୀମନ୍ଦିରରୁ ମୋଦକ ଚୋରି ଘଟଣାରେ ମୁହଁ ଖୋଲିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ମୋଦକ ଚୋରି ମାମଲାର ପ୍ରାରମ୍ଭିକ ତଦନ୍ତ ସତ୍ୟ ଆଧାରିତ ନୁହେଁ । ବାଡ଼ଗ୍ରାହୀଙ୍କ ଅଭିଯୋଗକ୍ରମେ ତଦନ୍ତ କରାଯାଉଛି ।…

ମାଙ୍ଗାନିଜ ଚୋରା ଚାଲାଣ ଘଟଣା; କୋଇଡ଼ା ଖଣି ମଣ୍ଡଳରେ ଭିଜିଲାନ୍ସ ଟିମ୍

କୋଇଡ଼ାରେ ବେଧଡକ ଭାବେ ଚାଲିଛି ମାଙ୍ଗାନିଜ ଚୋରା ଚାଲାଣ। ସୁନ୍ଦରଗଡ଼ କୋଇଡ଼ା ହେମଗିରିରେ ବିଭିନ୍ନ ଖଣି ଦୁର୍ନୀତିର ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସ । ଘଟଣାସ୍ଥଳରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ର ତଦନ୍ତ । ସୁନ୍ଦରଗଡର କୋଇଡ଼ାରେ ORSACର ୪ ଜଣ…

ଚୋରି ହେଲା ମହାପ୍ରଭୁଙ୍କ ଦଶମୂଳ ମୋଦକ

ମହାପ୍ରଭୁଙ୍କ ନୀତିରେ ପୁଣି ମହାବିଭ୍ରାଟ । ଶ୍ରୀମନ୍ଦିର ପରିସରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାଜବୈଦ୍ୟ ପ୍ରଦାନ କରିଥିବା ଦଶମୂଳ ମୋଦକ ଲାଗି ହେବା ପୂର୍ବରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଛି…

ଯାଜପୁରରେ ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ପୁଣି ରାଜ୍ୟରେ ନାରୀ ନିର୍ଯାତନା ମାମଲା ସାମ୍ନାକୁ ଆସିଛି । ନିକଟରେ ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ରାଜ୍ୟ ଦେଶ ତଥା ବିଦେଶରେ ବଦାନାମ୍ ହୋଇଥିବା ବେଳେ ଏବେ ଜଣେ ଅଣ ଓଡ଼ିଆ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି ।…

ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ’

ଜୁନ ୨୫ ତାରିଖରେ ଦେଶବ୍ୟାପୀ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ। ଉଚ୍ଚ ଶିକ୍ଷାନୁଷ୍ଠାନରେ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ’ । ଜରୁରୀକାଳୀନ ପରିସ୍ଥିତର ସ୍ବତନ୍ତ୍ରତା ସେନାନୀ ମାନଙ୍କୁ କରାଯିବ ସମ୍ମାନିତ । ଏ ନେଇ ସମସ୍ତ ରେଜିଷ୍ଟ୍ରାର, ପ୍ରିନ୍ସିପାଲ୍‌ଙ୍କୁ…

ଅପରେସନ୍‌ ପରେ ସୁସ୍ଥ ଅଛନ୍ତି ନବୀନ: ପ୍ରେମ ପଟ୍ଟନାୟକ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଲେ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ । ଭିଡିଓ ମଧ୍ୟମରେ ପ୍ରତିକ୍ରିୟା ଦେଇ ପ୍ରେମ ପଟ୍ଟନାୟକ କହିଛନ୍ତି ଅପରେସନ୍‌ ପରେ ସୁସ୍ଥ ଅଛନ୍ତି ନବୀନ । ସେ ହସ୍ପିଟାଲରେ ସାମାନ୍ୟ…

ଆସ୍କାରେ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ; ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ

ଆଜି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜ…

୨୫ରେ ଛାତ୍ର ବିଜେଡିର ଆନ୍ଦୋଳନ

ରାଜ୍ୟରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ଅଭିଯୋଗ ଆଣି ଶଙ୍ଖଭବନରେ ବିଜେଡିର ପ୍ରେସମିଟ। ମାଆ ଭଉଣୀଙ୍କ ସୁରକ୍ଷା ପାଇଁ ଆସନ୍ତା ୨୫ ତାରିଖରେ ଆନ୍ଦୋଳନକୁ ଓହ୍ଲାଇବ ଛାତ୍ର ବିଜେଡି । ଏହି ଆନ୍ଦୋଳନକୁ ସମର୍ଥନ କରିବାକୁ ରାଜ୍ୟର ସମସ୍ତ ଯୁବ ଓ ଛାତ୍ର…

ରାଜ୍ୟରେ ଲଭର୍ସ ପଏଣ୍ଟର ସୁରକ୍ଷା ବଢ଼ାଇବେ ସରକାର: ପ୍ରଭାତୀ ପରିଡ଼ା

ଗୋପାଳପୁର ଦୁଷ୍କର୍ମ ଘଟଣା ପରେ ‘ଲଭର୍ସ ପଏଣ୍ଟ’କୁ ନେଇ ଚିନ୍ତାରେ ରାଜ୍ୟ ସରକାର। ଏହାର ସୁରକ୍ଷା ପାଇଁ ଦୁଇ ଥର ବୈଠକ ବସି ସାରିଥିବାବେଳେ ଏହାକୁ ନେଇ ଗୁରୁତ୍ୱ ଦେଉଛୁ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ…