Author: Papirani

ଆଜି ନିଟ୍ ୟୁଜି-୨୦୨୫ ପରୀକ୍ଷା 

ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଏନଟିଏ ଦ୍ବାରା ପରିଚାଳିତ ନିଟ୍ ୟୁଜି-୨୦୨୫ ପରୀକ୍ଷା ଆଜି ଅନୁଷ୍ଠିତ ହେଉଛି। ଓଡ଼ିଶାର ୨୭ଟି ସହରରେ ଲକ୍ଷେରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସମସ୍ତ କେନ୍ଦ୍ରରେ ସିସିଟିଭି କ୍ୟାମେରା ସହ ସ୍କ୍ୱାଡ୍ ବ୍ୟବସ୍ଥା ହୋଇଛି…

ପୁରୀ ବ୍ୟତୀତ କୌଣସି ଧାମକୁ ‘ଜଗନ୍ନାଥ ଧାମ’ କହିପାରିବେନି: ଜଗନ୍ନାଥ ସ୍ବାଇଁ ମହାପାତ୍ର

ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି ଜଗନ୍ନାଥଙ୍କ ମୁଖ୍ୟବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର । ସେ କହିଛନ୍ତି ପୁରୀ ବ୍ୟତୀତ କୌଣସି ଧାମକୁ ‘ଜଗନ୍ନାଥ ଧାମ’ କହିପାରିବେନି । ଶ୍ରୀମନ୍ଦିର ବ୍ୟତୀତ କୌଣସି ଠାରେ ବ୍ରହ୍ମ ସଂସ୍ଥାପନ…

୨ ମାସର ରାସନ ମହଜୁଦ ରଖିବାକୁ ନିଜ ନାଗରିକଙ୍କୁ ପାକିସ୍ତାନର ନିର୍ଦ୍ଦେଶ

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଭାରତକୁ ନେଇ ଶତ୍ରୁ ରାଷ୍ଟ୍ର ପାକିସ୍ତାନ ଛାନିଆ ହୋଇଥିବାର ଦେଖିବାକୁ ମିଳିଛି ।ପିଓକେରେ ହଜାରେ ମଦ୍ରାସା ବନ୍ଦ କଲା ପାକିସ୍ତାନ । ସୀମାନ୍ତରେ ରହୁଥିବା ନାଗରିକଙ୍କୁ…

ଦୀଘା ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଏ ମାମଲାରେ ତଦନ୍ତ କରାଯାଇ ସତ୍ୟାସତ୍ୟ…

୧୦ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ ।ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଗୃହ…

ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ: ଗଜପତିରେ ସର୍ବାଧିକ ଓ କୋରାପୁଟରେ ସର୍ବନିମ୍ନ ରହିଛି ପାସ୍‌ହାର

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ। କଟକ ମାଧ୍ୟମିକ ବୋର୍ଡ ଅଫିସରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳତବର୍ଷ ଗଜପତିରେ ପାସ୍‌ହାର ସର୍ବାଧିକ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ

ଆଜି ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ଣ ୪ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସନ୍ଧ୍ୟା ୬ ଟା ପରେ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଚଳତବର୍ଷ…

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି । କିଛି ମାସ ହେଲା ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ଆସନ୍ତା ମାସରେ ପୁଣି ପାର୍ଟ ପ୍ଲଟ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଯାଉଛି । ଏନେଇ ଆଜି…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଅନୁରୋଧ

କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ନେପାଳ ଦୂତାବାସ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି ହୋଇଛି । ବିଜ୍ଞପ୍ତି ଜରିଆରେ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି । ଏହା ସହ ନେପାଳ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆରମ୍ଭ ହୋଇଛି ତଦନ୍ତ ଆରମ୍ଭ ହୋଇଛି: ଆଇନମନ୍ତ୍ରୀ

ପୁଣି ଚର୍ଚ୍ଚାରେ କିଟ୍ ବିଶ୍ଵବିଦ୍ୟାଳୟ। ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଏହି ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଏହି ଘଟଣାର…