Author: Papi Jena

ବ୍ରିଟେନର ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ

ଦୀର୍ଘ ବର୍ଷ ପରେ ବ୍ରିଟେନରେ ବଦଳି ଯାଇଛି ସତ୍ତା। ନୂଆ ଇତିହାସ ରଚିଛି ଲେବର୍ ପାର୍ଟି। ଗତକାଲି ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କୋଟି କୋଟି ଜନତା ମତାଧିକାର ସାବ୍ୟସ୍ତ କରିଛନ୍ତି। ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କେର୍‍ ଷ୍ଟାର୍ମରଙ୍କ ଲେବର…

ସୁନ୍ଦରଗଡ଼ ଜିଲ୍ଲାପାଳ ହେଲେ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ ସୁନ୍ଦରଗଡ ଜିଲ୍ଲାପାଳ ଡ଼. ଗାଭଲି ପରାଗ ହର୍ଷଦ । ନୂଆ ନିଯୁକ୍ତି ମିଳିବା ପରେ ଦିଲ୍ଲୀ ଗଲେ ସୁନ୍ଦରଗଡ଼ ଜିଲ୍ଲାପାଳ ।

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

କାକଟପୁରର ବରିଷ୍ଠ ନେତା ତଥା ପୂର୍ବତନ ବିଜେଡି ବିଧାୟକ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନରୁ ସୁରେନ୍ଦ୍ର ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୂଚନା । ଆଜି…

ମୁମ୍ବାଇରେ ଟିମ୍ ଇଣ୍ଡିଆର ଭିକ୍ଟ୍ରି ପରେଡ୍

ଟି ୨୦ ବିଶ୍ୱକପ୍ ବିଜେତା ହେବାପରେ ଆଜି ଭାରତୀୟ କ୍ରିକେଟ ଟିମ୍ ସ୍ବଦେଶରେ ପହଞ୍ଚିବା ପରେ ଆରମ୍ଭ ହୋଇଛି ସେଲିବ୍ରେସନ । ସ୍ୱଦେଶ ଫେରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ମୁମ୍ବାଇ ଫେରିଛନ୍ତି ବିଶ୍ୱବିଜେତା ଟିମ୍ ଇଣ୍ଡିଆ ଖେଳାଳି। ଟିମ୍ ଇଣ୍ଡିଆଙ୍କ ଭିକ୍ଟ୍ରୀ…

ଏବେ ଓଡ଼ିଆ ଭାଷାରେ ଏମବିବିଏସ୍ ଶିକ୍ଷା, କମିଟି ଗଠକ କଲେ ରାଜ୍ୟସରକାର

ରାଜ୍ୟରେ ଓଡିଆ ଭାଷାରେ ଡାକ୍ତରୀ ଶିକ୍ଷା ପ୍ରଦାନ କରିବାରକୁ ଦୃଷ୍ଟିରେ ରଖି ଡାକ୍ତର ମାନସ ରଞ୍ଜନ ସାହୁଙ୍କ ତତ୍ତ୍ଵାବଧାନରେ ଏକ କମିଟି ଗଠନ କରାଯାଇଛି । ଏହି ୨୨ ଜଣ ସଦସ୍ୟ ଥିବା କମିଟି ଓଡିଆ ଭାଷାରେ MBBS ଶିକ୍ଷା ଅନୁବାଦ…

ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ଓଡିଶାରେ ହେବ କାର୍ଯ୍ୟକାରୀ: ମୁଖ୍ୟମନ୍ତ୍ରୀ

ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ…

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ୪ ଅଫିସରଙ୍କୁ ହଟାଗଲା

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ)ରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ଫେରାଗଲା । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ସିଏମ୍‌ଓରେ କାର୍ଯ୍ୟରତ ଥିବା ୪ ଅଫିସରଙ୍କୁ ହଟାଯାଇଛି । ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ ସୋରେନ୍ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହେମନ୍ତ । ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ରାଜ ଭବନରେ ତାଙ୍କୁ ଶପଥ କରାଯାଇଛି। ଜେଲରୁ ମୁକୁଳିବା ପରେ ସେ…

ରଥଯାତ୍ରା ଶୃଙ୍ଖଳିତ ଓ ସୁପରିଚାଳନା ପାଇଁ ଡିଜିପିଙ୍କ ବୈଠକ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୃଙ୍ଖଳିତ ଓ ସୁପରିଚାଳନା ନିମନ୍ତେ ଡିଜିପିଙ୍କ ବୈଠକ । ଟାଉନ୍ ହଲରେ ବରିଷ୍ଠ ଅଧିକାରୀଙ୍କୁ ନେଇ ଡିଜିପିଙ୍କ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ପ୍ରଶାସନର ସମସ୍ତ ବରିଷ୍ଠ ଅଧୂକାରୀଙ୍କୁ ନେଇ ବୈଠକ କରିଛନ୍ତି ଡିଜିପି…

ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ମୃତଦେହ ଉଦ୍ଧାର

ଲୋକସେବା ଭବନରେ କାର୍ଯ୍ୟରତ ASO ମୋରା ମାରାଣ୍ଡିଙ୍କ ମୃତଦେହ ଉଦ୍ଧାର । ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ସୂଚନା । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି । ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମଟମ୍…