ତାଜା ଖବର ରାଜ୍ୟ ଭୁବନେଶ୍ବର ରେଳ ଷ୍ଟେସନରେ ୮ ଗୁଣ ବଢିଲା ପାର୍କିଂ ଫି June 18, 2025 Papirani ରେଲୱେ ଷ୍ଟେସନର ପାର୍କିଂ ଫି ବଢ଼ାଇଲା ଯାତ୍ରୀଙ୍କ ଚିନ୍ତା। ଭୁବନେଶ୍ବର ରେଳ ଷ୍ଟେସନରେ ରାତି ଅଧିଆ ବଢ଼ିଲା ପାର୍କିଂ ଫି। ପୂର୍ବରୁ ବାଇକ୍ ପାର୍କିଂ ଫି ୨୪ ଘଣ୍ଟା ପାଇଁ ୧୨ ଟଙ୍କା ଥିବା ବେଳେ ଏବେ ତାହା ୯୪ ଟଙ୍କାରେ…
ତାଜା ଖବର ରାଜ୍ୟ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର June 18, 2025 Papirani ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ୫ ରାଜ୍ୟକୁ ନେଇ ରେଡ୍ ଆଲର୍ଟ…
ତାଜା ଖବର ରାଜ୍ୟ ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ June 17, 2025 Papirani ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ହସ୍ତକ୍ଷେପ କଲା ଜାତୀୟ ମହିଳା କମିଶନ । ନିଜ ଆଡୁ ମାମଲା ରୁଜୁ କଲା ମହିଳା କମିଶନ । ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ। ଅନ୍ୟପଟେ ଗୋପାଳପୁର ବେଳାଭୂମିରେ ଯୁବତୀ ଜଣକ କେମିତି…
ତାଜା ଖବର ବିଶ୍ୱ ଇରାନ୍ର ସେନାମୁଖ୍ୟ ଅଲ୍ଲି ଶାଦ୍ମାନି ନିହତ ! June 17, 2025 Papirani ଇରାନ୍ର ସେନାମୁଖ୍ୟ ଅଲ୍ଲି ଶାଦ୍ମାନି ନିହତ । ଇସ୍ରାଏଲ ଓ ଇରାନ ମଧ୍ୟରେ ଚାଲିଥିବା ଭୀଷଣ ସଂଘର୍ଷରେ ଇସ୍ରାଏଲ ଇରାନକୁ ବଡ ଝଟକା ଦେଇଛି । ଇସ୍ରାଏଲ୍ ସେନାର ଆକ୍ରମଣରେ ଅଲ୍ଲି ଶାଦ୍ମାନିଙ୍କ ମୃତ୍ୟୁ ହୋଇଛି। କିଛି ଦିନ ପୂର୍ବରୁ ଆର୍ମି…
ତାଜା ଖବର ରାଜ୍ୟ ରାଜ୍ୟରେ ଡାଇରିଆ ନେଇ ସବୁ ଜିଲ୍ଲାକୁ ଜାରି ହେଲା ଆଲର୍ଟ June 17, 2025 Papirani ରାଜ୍ୟରେ ଝାଡ଼ାବାନ୍ତି ଡ଼ର । ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ ପରେ ସ୍ୱାସ୍ଥ୍ୟ ସଚିବ ଅଶ୍ୱଥୀ ଏସଙ୍କ ସୂଚନା । ସେ କହିଛନ୍ତି ୫ ଜିଲା ନୁହେଁ ସବୁ ଜିଲ୍ଲା ଆଲର୍ଟ…
ତାଜା ଖବର ରାଜନୀତି ରାଜ୍ୟ ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା; ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ ନବୀନ June 17, 2025 Papirani ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଉଦ୍ବେଗ ପ୍ରକାଶ କରିଛନ୍ତି ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଉଦବେଗ ପ୍ରକାଶ କରି ନବୀନ କହିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ…
ତାଜା ଖବର ରାଜ୍ୟ ଖୁବ୍ଶୀଘ୍ର ଅନ୍ଲାଇନ୍ରେ ମିଳିବ ଆମ୍ବୁଲାନ୍ସ ସେବା June 17, 2025 Papirani ଖୁବ୍ଶୀଘ୍ର ଅନ୍ଲାଇନ୍ରେ ମିଳିବ ଆମ୍ବୁଲାନ୍ସ ସେବା । ଅନ୍ଲାଇନ୍ରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି ଏଣିକି ଓଡ଼ିଶା ଯାତ୍ରୀ ଆପ୍ରେ…
ତାଜା ଖବର ରାଜ୍ୟ ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ: ମୁଖ୍ୟମନ୍ତ୍ରୀ June 17, 2025 Papirani ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବୈଠକ; ବିମାନବନ୍ଦରରୁ ଜନତା ମୈଦାନ ରୋଡ ସୋ June 17, 2025 Papirani ଜୁନ୍ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରରେ ପହଞ୍ଚିବା ପରେ ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ । ଏହାକୁ ନେଇ ବିମାନବନ୍ଦର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବୈଠକ କରାଯାଇଛି । ଏହି…
ତାଜା ଖବର ରାଜନୀତି ରାଜ୍ୟ ବଲାଙ୍ଗିରର ଜରୁରୀ ବିକାଶ ଦାବି ସହ ପ୍ରୋଟୋକଲ ଲ୍ୟାପ୍ସ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ କଳିକେଶ ନାରାୟଣ June 17, 2025 Papirani ଆଜି ବଲାଙ୍ଗୀର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଲାଙ୍ଗିରରେ ହେବାକୁଥିବା ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେବେ । କିନ୍ତୁ ଏହା ପୂର୍ବରୁ ବରିଷ୍ଠ ବିଜେଡି ନେତା ତଥା ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ମୁଖ୍ୟମନ୍ତ୍ରୀ…