Author: Papi Jena

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ରଥଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଜପତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ…

ଲୋକଙ୍କ ସମସ୍ୟା ଶୁଣିଲେ ଲୋକଙ୍କ ସରକାର

ଯେଉଁଠି ସରକାର ଲୋକଙ୍କ ସହିତ ଥାଆନ୍ତି, ଲୋକଙ୍କ ସୁଖ ଦୁଃଖ ଶୁଣନ୍ତି, ସେଇଠି ହିଁ ପ୍ରକୃତ ଗଣତନ୍ତ୍ର ଦେଖିବାକୁ ମିଳିଥାଏ। ଆଜି ଜୁଲାଇ ମାସର ପ୍ରଥମ ଦିନ, ପ୍ରଥମ ସୋମବାରରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ…

ବିଜେପିରେ ସାମିଲ ହେଲେ ରାଜ୍ୟର ହଜାର ହଜାର କିନ୍ନର

ଭାରତୀୟ ଜନସଂଘ ଅମଳରୁ ସମାଜର ମୁଖ୍ୟ ସ୍ରୋତରେ ସବୁ ବର୍ଗର ଲୋକଙ୍କୁ ସାମିଲ କରିବା ଥିଲା ଭାରତୀୟ ପାର୍ଟିର ପ୍ରତିବଦ୍ଧତା । ପରବର୍ତୀ ସମୟରେ “ସବକା ସାଥ୍‌, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସ” କୁ ମୁଳମନ୍ତ୍ର କରି ମୋଦି…

ଆଉ ମନ ଇଛା କାଟିପାରିବେନି ତାଳଗଛ

ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ଯାହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ପିସିସିଏଫ୍ । ପିସିସିଏଫ ଦେବିଦତ୍ତ ବିଶ୍ୱାଳ ଗଣମାଧ୍ୟମକୁ କହିଛନ୍ତି, ଆଉ ମନଇଚ୍ଛା କାଟି ପାରିବେନି ତାଳଗଛ। ବିନା ଅନୁମତିରେ…

ରଥଯାତ୍ରାରେ ମନ୍ଦିର ଭିତରକୁ ପ୍ରବେଶ କରିପାରିବେନି ଭିଆଇପି

ରଥଯାତ୍ରା ଦିନ କୌଣସି ଭିଆଇପି ମନ୍ଦିର ଭିତରକୁ ପ୍ରବେଶ କରିପାରିବେନି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ…

ରାତିସାରା ଖୋଲୁଥିବା ବାର,ପବ୍‌କୁ ଚେତାବନୀ

ରାତିସାରା ଖୋଲୁଥିବା ବାର, ପବ୍‌ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବନ୍ଦ ନହେଲେ ପ୍ରଥମ ଚଢ଼ାଉରେ ପଡ଼ିବ ଫାଇନ୍‌ । ବାରମ୍ବାର ଉଲ୍ଲଂଘନ କଲେ ପବ୍‌, ବାର୍‌ ଲାଇସେନ୍ସ ବାତିଲ କରାଯିବ । ତଦନ୍ତ କରି କାର୍ଯ୍ୟାନୁଷ୍ଠାନ…

ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ୍: ୮ ଜଣ ଗୁରୁତର

ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ଆଜି ପୂର୍ବାହ୍ନ ପ୍ରାୟ ୧୦ଟା୧୫ରେ ଆରଏସ ପି ବ୍ଲାଷ୍ଟ ଫର୍ଣ୍ଣେସରେ ବିଷାକ୍ତ ଗ୍ୟାସ ଲିକ୍ ହୋଇଥିବାର ଖବର ମିଳିଛି। ଏହାଫଳରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ୮ ଜଣ ଗୁରୁତରଙ୍କୁ ଆଇସିୟୁରେ…

ବିଏମ୍‌ସି ଓ ବିଡିଏରେ ଅଭିଯୋଗର ଶୁଣାଣି ଆରମ୍ଭ

ବିଏମସି ଓ ବିଡିଏ ପକ୍ଷରୁ ଆଜିଠାରୁ ପୁଣି ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି। ନିର୍ବାଚନ ଆଚରଣବିଧି ହଟିବା ପରେ ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି । ପ୍ରତି ସୋମବାର ଦିନ ୧୧ଟାରୁ ୧ଟା ୩୦ ମଧ୍ୟରେ ଶୁଣାଣି ହେବ ବୋଲି ନିଷ୍ପତ୍ତି…

NEET UGର ସଂଶୋଧିତ ମେଧା ତାଲିକା ପ୍ରକାଶିତ

ପ୍ରକାଶ ପାଇଲା NEET-UG ୨୦୨୪ର ସଂଶୋଧିତ ମେଧା ତାଲିକା । ସମସ୍ତ ପିଲାଙ୍କ ରେଜଲ୍ଟକୁ ନେଇ ସଂଶୋଧିତ ମେଧା ତାଲିକା ପ୍ରକାଶ ପାଇଛି। NTA ପକ୍ଷରୁ ସଂଶୋଧିତ ମେଧା ତାଲିକା ନେଇ ସୂଚନା ଜାରି କରାଯାଇଛି। ଜୁନ ୨୩ରେ ରିଟେଷ୍ଟ ଦେଇଥିବା…

ଦେଶରେ କମିଲା ଗ୍ୟାସ ସିଲିଣ୍ଡର ଦର

ମାସ ଆରମ୍ଭରୁ ଗ୍ୟାସ ଉପୋଭକ୍ତାଙ୍କ ପାଇଁ ଖୁସି ଖବର । ଦେଶରେ କମିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି । ସାରା ଦେଶରେ…