Author: Papirani

ମିଳିଲାନି ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ; ତାତିଲେ ଲୋକେ

ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବିରେ ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣିରେ ଚାଲିଛି ଆନ୍ଦୋଳନ । ୧୫ ବର୍ଷ ହେବ ପ୍ରତିଶ୍ରୁତି ଦେଇ ବି ପୂରଣ କରୁନି ଏମସିଏଲ୍। ସେଥିପାଇଁ ତାତିଛନ୍ତି ଲୋକେ ଓ ଆରମ୍ଭ କରିଛନ୍ତି…

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ

ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ । ଏ ନେଇ ଆଜି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝା । ସେ କହିଛନ୍ତି ଜିନତ ଓ ଯମୁନାକୁ ମିଶାଇ ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ…

ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ଶାହଙ୍କ ଆଲୋଚନା; ନିଜ ରାଜ୍ୟରେ ଥିବା ପାକିସ୍ତାନୀଙ୍କୁ ଚିହ୍ନଟ କରି ବିଦା କରିବାକୁ ନିର୍ଦ୍ଦେଶ

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ତୀବ୍ର ବଢ଼ିବାରେ ଲାଗିଛି । ଘନ ଘନ ହାଇଲେବୁଲ ବୈଠକ କରାଯାଇଛି । ଏହି ସମୟରେ ଗୃହ ମନ୍ତ୍ରାଳୟର ବଡ଼ ପଦକ୍ଷେପ ନେଇଛି । ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ…

ଘରୋଇ ସ୍କୁଲ ମାଲିକଙ୍କୁ ଚେତାବନୀ; ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟରେ ଅସହ୍ୟ ତାତି ସହିତ ଗୁଳୁଗୁଳି ଅନୁଭୂତ ହେଉଛି । ସେଥିପାଇଁ ଗ୍ରୀଷ୍ମ ଛୁଟି ପୂର୍ବରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି। ଯଦି ସରକାରଙ୍କ ନିର୍ଦେଶକୁ ଅବମାନନା କରାଯାଏ ତାଙ୍କ ପ୍ରତି ଆକ୍ସନ ନିଆଯିବା…

୫୭ ଲକ୍ଷର ସରକାରୀ ଅର୍ଥ ହଡ଼ପ ମାମଲା: ଠିକାଦାର ଗିରଫ

୫୭ ଲକ୍ଷର ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଗିରଫ । ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ସହ ମିଶି ସଲାସୁତୁରା କରି ପ୍ରାୟ ୫୭ ଲକ୍ଷ ଟଙ୍କା ସରକାରୀ ପାଣ୍ଠିର ଅପବ୍ୟବହାର ପାଇଁ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଗିରଫ କଲା ଭିଜିଲାନ୍ସ…

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ହେଲା ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା…

ନବ ଦାସ ହତ୍ୟା ମାମଲା: ଗୋପାଳର ପୂର୍ବ କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସର ପୁରୁଣା କଲ୍‌ ଡିଟେଲ ଖୋଲିଲା କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ପୂର୍ବର କଲ୍‌ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ । ହତ୍ୟା ପୂର୍ବରୁ ଗୋପାଳ ଯେଉଁମାନଙ୍କ ସହ କଥା ହୋଇଛି…

ପହଲଗାମ ଆକ୍ରମଣ: ସାମିଲ ଥିବା ୨ ଆତଙ୍କୀର ଘର ଉଡ଼ାଇଲେ ସୁରକ୍ଷାକର୍ମୀ

ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେସନକୁ ଜୋରଦାର କରିଛି। ଭାରତୀୟ ସେନା କାର୍ଯ୍ୟାନୁଷ୍ଠାନରେ ଲାଗିଛି। ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମଧ୍ୟ ଜମ୍ମୁ ଏବଂ କଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର ତଦନ୍ତ ଆରମ୍ଭ କରିଛି। ଜମ୍ମୁ-କାଶ୍ମରୀ ପହଲଗାମ୍…

ଜମ୍ମୁ କଶ୍ମୀରର ଏଲଓସିରେ ଗୁଳି ବିନିମୟ; ପାକ୍ ଗୁଳିର କଡ଼ା ଜବାବ ଦେଲା ଭାରତ

ଗତକାଲି ରାତିରୁ ଆଶନ୍ତ ହୋଇ ଉଠିଛି ଏଲଓସି । ଭାରତ-ପାକିସ୍ତାନ ସୀମାରେ ଆରମ୍ଭ ହୋଇଯାଇଛି ଗୁଳିବିନିମୟ । ସାରା ରାତି ପାକ୍ ସେନା ପକ୍ଷରୁ ଗୁଳିବିନିମୟ କରାଯାଇଛି । ଯାହାର ପ୍ରଭାବଶାଳୀ ଜବାବ ଦେଇଛି ଭାରତୀୟ ସେନା । ଏହି ଏନକାଉଣ୍ଟରରେ…

ୱାଘା ସୀମା- ଆକାଶ ମାର୍ଗ ବନ୍ଦ କରିବା ସହ ୧୯୭୨ ସିମ୍‌ଲା ଶାନ୍ତି ଚୁକ୍ତି ବାତିଲ୍ କଲା ପାକିସ୍ତାନ

ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କୀ ହମଲା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଚରମରେ ପହଞ୍ଚିଛି । ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ଭାରତ। ପାକିସ୍ତାନ ନାଗରିକଙ୍କ ପାଇଁ ଭିସା…