Author: Papi Jena

ସାମ୍ନା ପଟ ଗେଟ ବନ୍ଦ କରି ରାତି ୩ଟା ଯାଏଁ ଖୋଲାରହୁଛି ଡ୍ୟାନ୍ସ ବାର୍ ଓ ପବ୍

ଭୁବନେଶ୍ୱର: ରାଜଧାନୀରେ ବିଳମ୍ବିତ ରାତିଯାଏ ଖୁଲମଖୁଲା ଚାଲିଛି ବାର ଓ ପବ୍ । ଭୁବନେଶ୍ୱର ସହିଦ ନଗର ଅଂଚଳରେ ରାତି ୩ଟା ଯାଏଁ ଖୋଲାରହୁଛି ପବ୍ । ରାତି ଅଧରେ ଚାଲିଛି ମଦଲୀଳା । ନା ଅଛି ପୁଲିସର ଡର ନା…

ଅମିତ ଶାହଙ୍କ ଫେକ୍‌ ଭିଡିଓ ଭାଇରାଲ୍ ପ୍ରସଙ୍ଗ: ନବରଙ୍ଗପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝିଙ୍କ ଗିରଫ ଦାବିକଲା ବିଜେପି

ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନାଁରେ ଫେକ୍‌ ଭିଡିଓ ଭାଇରାଲ୍ ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ଭାରତୀୟ ଜନତା ପାର୍ଟି । ଗୃହମନ୍ତ୍ରୀ ଅମିତ ଶାହାଙ୍କ ଫେକ୍ ଭିଡିଓ ଧରି ମିଥ୍ୟା ପ୍ରଚାର କରୁଛନ୍ତି ନବରଙ୍ଗପୁର ବିଜେଡି…

କୁଆପଥର ମାଡ଼ ପରେ ଭୁବନେଶ୍ୱର ଏୟାରପୋର୍ଟରେ ଭିସ୍ତାରା ବିମାନର ଜରୁରୀ ଅବତରଣ

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ । କୁଆପଥର ମାଡ କାରଣରୁ ବିମାନର ସମ୍ମୁଖ ପାଶ୍ୱର୍ରେ ଆଂଶିକ କ୍ଷତି ଦେଖାଯାଇଥିଲା । ଉଡାଣର ୧୦ ମିନିଟ ପରେ ପୁଣିଥରେ ରନୱେକୁ ଫେରିଥିଲା ବିମାନ । ତେବେ ବିମାନରେ ଥିବା…

ଜମି ହଡପ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି; ରାଜ୍ୟପାଳ ଅନୁମତି ଦେବେ କି ?

ଭୁବନେଶ୍ୱର; ପୁରୀରେ ବେଦାନ୍ତ ବିଶ୍ବବିଦ୍ୟାଳୟ ପାଇଁ ବେଆଇନ ଜମି ହଡପ ମାମଲା ନେଇ ଅଭିଯୋଗ ଆଣିଛି ନବ ନିର୍ମାଣ କୃଷକ ସଂଗଠନ । ଯାହା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସଂଘ । ଏହା ସହିତ ଏଫଆଇଆର ପଞ୍ଜିକରଣକୁ…

ଆଜି ଆନ୍ତର୍ଜାତୀୟ ଶ୍ରମିକ ଦିବସ

ଆଜି ସାରା ବିଶ୍ୱରେ ଶ୍ରମିକ ଦିବସ ପାଳନ କରାଯାଉଛି । ମେ ୧ ତାରଖକୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ଭାବେ ପାଳନ କରାଯାଏ । ଶ୍ରମ ଜିବୀମାନଙ୍କର ଅଧିକାର ସମ୍ପର୍କରେ ଜନ ସଚେତନ ସୃଷ୍ଟି କରିବା ସହ ସମାଜ ପ୍ରତି ସେମାନଙ୍କ…

ରାଜ୍ୟ ସରକାରଙ୍କୁ ସାଂସଦ ଅପରାଜିତାଙ୍କ ଟାର୍ଗେଟ୍‌

ଭୁବନେଶ୍ୱର: ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଦୁଇଟି ସ୍ଥାନରୁ ନିର୍ବାଚନ ଲଢ଼ିବା ପ‌ଛରେ ସାନବାବୁଙ୍କୁ ବ୍ୟାକଡୋର୍ ଏଣ୍ଟ୍ରି ଲାଗି ପ୍ରୟାସ ଓ…

ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କୁ କଡ଼ା ଜବାବ ଦେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଓ ଭିକେ ପାଣ୍ଡିଆନ ପାଣ୍ଡିଆନଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିଜେପି ନେତା ତଥା ବ୍ରହ୍ମପୁରରୁ ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ସେ କହିଛନ୍ତି ମୋ ବିରୋଧରେ ଯଦି ଆରୋପ ଆସିଛି ତେବେ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ବିରୋଧରେ…

ବିଶ୍ବର ଦ୍ୱିତୀୟ ଉତ୍ତପ୍ତ ସହର ଓଡ଼ିଶାର ବାରିପଦା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅସହ୍ୟ ତାତି । ପ୍ରବଳ ଖରା ଓ ଗୁଳୁଗୁଳିରେ କଲବଲ ହେଉଛି ସାରା ଓଡ଼ିଶା । ବିଶ୍ୱର ୧୦ଟି ଉତ୍ତପ୍ତ ସ୍ଥାନ ମଧ୍ୟରେ ରହିଛି ଓଡ଼ିଶାର ୩ ସହର । ବିଶ୍ବରେ ସବୁଠାରୁ…