Author: Papirani

୧୬ ହାର୍ଡକୋର ମାଓବାଦୀ ଗିରଫ

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ଗିରଫ ହେଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲା ବସ୍ତର ଡିଭିଜନରୁ ନକ୍ସଲମାନଙ୍କୁ ଗିରଫ କରାଯାଇଛି । ଡିଆରଜି, ଜିଲ୍ଲା ପୋଲିସ, କୋବ୍ରା ଏବଂ…

ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ସଭାପତିଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟ ସଭାପତି ମନମୋହନ ସାମଲ ଦିଲ୍ଲୀରେ କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ…

ଦେବୀ, ସଞ୍ଜୟ, ଅତନୁଙ୍କ ଭିତରେ ବଳ କଷାକଷି

ରାଜ୍ୟସଭା ନିର୍ବାଚନ ଆହୁରି ପ୍ରାୟ ୬ମାସ ବାକିଅଛି। ଏଥର ୪ଟି ଆସନ ପାଇଁ ନିର୍ବାଚନ ହେବ । ଏହି ୪ ଆସନ ଭିତରୁ ଦୁଇଟି ଭାଜପା ଓ ଅନ୍ୟ ଦୁଇଟି ବିଜଦ ହାତରେ ଅଛି । ବିଜୁ ଜନତା ଦଳ ନିଜ…

ଅର୍ଚ୍ଚନା ନାଗ ଓ ତାଙ୍କ ପୁଅଙ୍କୁ ହତ୍ୟାଧମକ; ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ

ଅର୍ଚ୍ଚନା ନାଗ ଓ ତାଙ୍କ ପୁଅକୁ ସ୍ବାମୀ ଜଗବନ୍ଧୁଙ୍କ ହତ୍ୟା ଉଦ୍ୟମ ଅଭିଯୋଗ । ରାତି ଅଧରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ସ୍ବାମୀ ଜଗବନ୍ଧୁ ମାରଣାସ୍ତ୍ରରେ ଆକ୍ରମଣ ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏହାପରେ…

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନବ ଗଠିତ କମିଟିର ଏହା ପ୍ରଥମ ବୈଠକ ଏହି ବୌଠକ ବଡଦାଣ୍ତ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଅନୁଷ୍ଠିତ ହେବ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ…

ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ

ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ । ଏ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଓଡ଼ିଶାରେ ପାଣିପାଗ ପୂର୍ବାନୁମାନକୁ ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଭୁବନେଶ୍ୱରରେ ଖୁବ୍…

ମୟୂରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ଗିରଫ

ମୟୂରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ଗିରଫ । ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା ମୟୂରଭଞ୍ଜଜିଲ୍ଲା ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। ୪…

ଲଘୁଚାପ ପ୍ରଭାବ; ୪ଜିଲ୍ଲାକୁ ଜାରି ହେଲା ରେଡ୍‌ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ…

BRSରୁ ସସ୍‌ପେଣ୍ଡ୍‌ ହେଲେ କେ.କବିତା

ଭାରତୀୟ ରାଷ୍ଟ୍ର ସମିତି (BRS)ରୁ କେ କବିତା ସସ୍‌ପେଣ୍ଡ୍‌। ଦଳରୁ ସସ୍‌ପେଣ୍ଡ୍‌ କଲେ କେ.ଚନ୍ଦ୍ରଶେଖର ରାଓ । BRSର ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ନିଜ ଝିଅ କେ. କବିତାଙ୍କୁ ଦଳରୁ ନିଲମ୍ବନ କରିଛନ୍ତି । ଦଳ…

ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ତର୍ଜମା କରିବେ ସରକାର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ରାଜ୍ୟ ସରକାର ତର୍ଜମା କରିବେ । ଶିକ୍ଷକଙ୍କ ସ୍ୱାର୍ଥ ବି ଦେଖିବାର ଆବଶ୍ୟକତା ରହିଛି…