Author: Papirani

ମନ୍‌ କି ବାତ୍‌ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତର ୧୨୫ତମ ସଂସ୍କରଣ । ମନ୍‌ କି ବାତ୍‌ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶ୍ରୀନଗରରେ ଆୟୋଜିତ ୱାଟର ସ୍ପୋର୍ଟସରେ ଭାଗ ନେଇଥିବା ରଶ୍ମିତାଙ୍କୁ…

ଚାକିରି ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଗାଡ଼ିରେ ଗଣଦୁଷ୍କର୍ମ ଅଭିଯୋଗ

ମୟୂରଭଞ୍ଜ ଉଦଳା ଥାନା ଅଞ୍ଚଳର ଯୁବତୀଙ୍କୁ ଗଣଦୁଷ୍କର୍ମ । ଯୁବତୀଙ୍କୁ ଗାଡ଼ି ଭିତ‌ରେ ଗଣଦୁଷ୍କର୍ମ କରି ରାସ୍ତାରେ ଫୋପାଡ଼ି ଦେଲେ ଦୁର୍ବୁତ୍ତ। ଚାକିରି ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଘରୁ ଆଣିଥିଲେ କିଛି ଯୁବକ । ଗାଡି ଭିତରେ ଦୁଷ୍କର୍ମ କରି ବୀଚ…

ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ

ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିଲେ ୟୁଟ୍ୟୁବରଙ୍କ ସାନଭାଇ । ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ନିକଟ ପଲାସପଲ୍ଲୀରୁ ମୃତଦେହ ଉଦ୍ଧାର କରାଯାଇଛି। ବ୍ରିଜ୍ ଉପରେ ରହିଛି ଗାଡି। ଫୋନ୍‌ରେ କାହା ସହ ଯୁକ୍ତିତର୍କ ପରେ ଟ୍ରେନ୍ ଆଗକୁ ଡେଇଁଥିବା ସୂଚନା ମିଳିଛି।…

ଚୀନ୍ ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ଚୀନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସାତ ବର୍ଷ ପରେ ଚୀନ୍ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ଏହି ସମୟରେ ଆଜି ଚୀନ୍ ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଛନ୍ତି ମୋଦି । ଉଭୟ ନେତାଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି । ଚୀନ୍‌ ତିଆନଜିନ୍‌ରେ…

ଶ୍ରୀଜିଉଙ୍କୁ ଦର୍ଶନ କରାଇବା ପାଇଁ ଟଙ୍କା ମାଗୁଛି ଏକ ୱେବ୍‌ସାଇଟ୍‌

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରାଇବା ପାଇଁ ଚାଲିଛି ଟଙ୍କା କାରବାର। ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା ମାଗୁଛି ଏକ ୱେବସାଇଟ୍‌। ଇଣ୍ଡିଆ ଥ୍ରିଲସ୍ ନାମକ ୱେବସାଇଟ୍ ଟଙ୍କା ମାଗୁଛି ବୋଲି ଅଭିଯୋଗ ଏବେ ସାମ୍ନାକୁ ଆସିଛି। ବିଭିନ୍ନ ବର୍ଗର ଦେୟଯୁକ୍ତ…

ଆଇସିସି ଓ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ “ବିକଶିତ ଓଡିଶା ସମ୍ମିଳନୀ” ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ଓ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ ବିକଶିତ ଓଡ଼ିଶା ‘ଓଡିଶାର ଅଭିବୃଦ୍ଧି ଇଞ୍ଜିନକୁ ସଶକ୍ତ କରିବା’ ଉପରେ ଏକ ଆଲୋଚନାଚକ୍ର ର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଏଫଏମ ଛାତ୍ରୀ ମୃତ୍ୟୁ ମାମଲା: ଆଇସିସି ସଦସ୍ୟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ପୀଡିତାଙ୍କ ବାପା

ଏଫଏମ ଛାତ୍ରୀ ମୃତ୍ୟୁ ମାମଲାକୁ ନେଇ ଜିଲ୍ଲାପାଳ ଓ SPଙ୍କୁ ଭେଟିଲେ ମୃତ ଛାତ୍ରୀଙ୍କ ବାପା । କଲେଜ ଆଇସିସି ସଦସ୍ୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିବା ସୂଚନା । ପୀଡିତାଙ୍କ ବାପା କହିଛନ୍ତି ୪ ଗିରଫ ହୋଇଛନ୍ତି, କିନ୍ତୁ ଆଇସିସି…

ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଆଜି ଭୁବନେଶ୍ୱରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ ଏବଂ ବିଭିନ୍ନ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ…

ସେପ୍ଟେମ୍ବର ୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆସନ୍ତା ଜନ ଅଭିଯୋଗ ଶୁଣାଣି ଅଧିବେଶନ ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ…

ବିଧାୟକ ପ୍ରତାପ ଚନ୍ଦ୍ର ନାୟକଙ୍କ ନାଁରେ ନୋଟିସ୍; ଗୋଆରେ ୪୦୦ ଶ୍ରମିକଙ୍କୁ ରଖି କାମ କରାଉଥିବା ଅଭିଯୋଗ

ଦାଦନ ମୁକ୍ତ ନୁହେଁ ଦାଦନ ଯୁକ୍ତ କରି ରଖିଛନ୍ତି ବିଧାୟକ ପ୍ରତାପ ନାୟକ । ଗଞ୍ଜାମ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକଙ୍କ ବିରୋଧରେ ସଙ୍ଗିନୀ ଅଭିଯୋଗ । ଗୋଆ ସହର ପାଖ ଭେରେନା ପଞ୍ଚାୟତରେ ବେଆଇନ କୋଠା ଗଢିଛନ୍ତି ପ୍ରତାପ ନାୟକ…