Author: Papirani

ବିଜେପି କୋର୍ କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତି

ନୂଆପଡ଼ା ପାଇଁ ବିଜେପି କୋର୍ କମିଟି ବୈଠକରେ ରଣନୀତି ପ୍ରସ୍ତୁତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କ୍ଷେତ୍ରୀୟ ପ୍ରଭାରି ସୁନୀଲ ବଂଶଲ,…

ଗଳିଲା କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ଛାତ

କୋରାପୁଟ ସାଂସଦଙ୍କୁ ଦିଲ୍ଲୀରେ ମିଳିଥିବା ସରକାରୀ କ୍ୱାଟର୍ସରେ ଅଘଟଣ । ଗଳିପଡ଼ିଲା କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ଛାତ । କୋରାପୁଟ ସାଂସଦଙ୍କୁ ଦିଲ୍ଲୀରେ ମିଳିଥିବା ସରକାରୀ କ୍ୱାଟର୍ସରେ ଏଭଳି ଅଘଟଣ ଘଟିଛି । ଦିଲ୍ଲୀ ସାଉଥ୍ ଆଭେନ୍ୟରେ ଥିବା ଘରର…

ମାଛ କଲା ମାଲାମାଲ: ଜାଲରେ ପଡ଼ିଲା ୧ କୋଟି ଟଙ୍କାର ୯୦ଟି ତେଲିଆ ଭୋଳା ମାଛ

ରାତାରାତି କୋଟିପତି ହେଲେ ମାଛଧରାଳୀ। ଜାଲରେ ପଡ଼ିଲା ୧ କୋଟି ଟଙ୍କାର ୯୦ଟି ତେଲିଆ ଭୋଳା ମାଛ । ଓଡିଶା ସୀମାନ୍ତବର୍ତ୍ତୀ ପଶ୍ଚିମବଙ୍ଗ ଦୀଘା ମୁହାଣରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ତେଲିଆ ଭୋଳା ମାଛ । ପ୍ରତି ମାଛର ଓଜନ ୩୦ରୁ…

ଝିଅମାନେ ରାତିରେ କଲେଜ ବାହାରକୁ ଯିବା ଉଚିତ ନୁହେଁ: ମମତା ବାନାର୍ଜୀ

ଦୁର୍ଗାପୁର ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଖାମଖିଆଲି ମନ୍ତବ୍ୟ ଏବେ ସାରା ଦେଶକୁ ଚକିତ କରିଦେଇଛି । ମମତା ବାନାର୍ଜୀ କହିଛନ୍ତି ଏହି ମାମଲାରେ ‘ମୋତେ…

ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଆର୍ଯ୍ୟ ସମାଜର ୧୫୦ ତମ ପ୍ରତିଷ୍ଠା ଦିବସ ଅବସରରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମ୍ ଠାରେ ଆୟୋଜିତ ଆର୍ଯ୍ୟ ମହା ସମ୍ମେଳନ-୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ; କେବଳ ବିଜେପି କଂଗ୍ରେସ ଲଢେଇ ହେବ: ପିସିସି ସଭାପତି

ନୂଆପଡା ଉପନିର୍ବାଚନ ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ । କେବଳ ବିଜେପି କଂଗ୍ରେସ ଲଢେଇ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା: ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଟିମ୍

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଏକ ଟିମ୍। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଶୋଭନା ମହାନ୍ତି । ସେ କହିଛନ୍ତି ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଧର୍ଷଣ; ପୀଡ଼ିତାଙ୍କ ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ ମାମଲାକୁ ନେଇ ଫୋନ୍ ଯୋଗେ ପୀଡ଼ିତାଙ୍କ ବାପାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୀଡ଼ିତାଙ୍କ ବାପାଙ୍କୁ ସମବେଦନା ଜଣାଇ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ 

ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ସବୁ ଯୋଜନା ଗୁଡ଼ିକ କୃଷିକ୍ଷେତ୍ରରେ କୃଷକମାନଙ୍କୁ ଆତ୍ମନିର୍ଭର…

ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ

ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ । କୋଲକାତାର ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଜଣେ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣା ଥମି ନଥିବା ବେଳେ ଏବେ ପୁଣି ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ ଘଟଣା…