Author: Papi Jena

ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଉପରେ କଟକଣା

ରାତି ପାହିଲେ ଶ୍ରୀମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ସାରା ବିଶ୍ୱକୁ ସ୍ନାନବେଦୀରେ ଦିବ୍ୟଦର୍ଶନ ଦେବେ ମହାପ୍ରଭୁ । ଅନ୍ୟପଟେ ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ ଦଇତାପତି ସେବାୟତଙ୍କ ଦ୍ୱାରା ସେନାପଟା ଲାଗି କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ…

ଚନ୍ଦକା ଆପାର୍ଟମେଣ୍ଟରୁ ଅପହୃତ ମହିଳାଙ୍କୁ ଉଦ୍ଧାର କଲା ପୋଲିସ୍

ରାଜଧାନୀରେ ଗତକାଲି ମହିଳାଙ୍କୁ ଅପହରଣ ପରେ ୧ କୋଟି ଟଙ୍କାର ମୁଣ୍ଡ ଜାମିନ ରଖିଥିବା ନେଇ ଥାନାରେ ଅଭିଯୋଗ ମାମଲାରେ ବେଳେ ଆଜି ଭୋରରୁ ଚନ୍ଦକା ଆପାର୍ଟମେଣ୍ଟରୁ ଅପହୃତା ମହିଳାଙ୍କୁ ଉଦ୍ଧାର କରିଛି ଚନ୍ଦକା ପୋଲିସ । ସୂଚନା ମୁତାବକ, ଚନ୍ଦକା…

ଆଜି ଜେଲ୍‌ରୁ ବାହାରିବେ ଅରବିନ୍ଦ କେଜ୍‌ରିଓ୍ବାଲ

ମଦ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡ ଜରିଆରେ ଜାମିନ ଦିଆଯାଇଛି। ସେ ଆଜି ତିହାର…

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ସାମିଲ୍ ହେଲେ ପ୍ରଧାନମନ୍ତ୍ରୀ, ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ସହ ନେତା ଓ ମନ୍ତ୍ରୀ

ଆଜି ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଆଜି ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ…

ବାଲେଶ୍ବର ସହରରେ ଆଉ ୨ ଘଣ୍ଟା ହେଲା କର୍ଫ୍ୟୁ କୋହଳ

ବାଲେଶ୍ବର ଗୋଷ୍ଠୀ ସଂଘର୍ଷ କାରଣରୁ ପୁଲିସ ପ୍ରଶାସନ ପକ୍ଷରୁ ପୌରାଞ୍ଚଳରେ ଲାଗୁ ହୋଇଥିବା କର୍ପ୍ୟୁକୁ ଆଉ ୨ ଘଣ୍ଟା କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏଣିକି ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ…

ଓଡ଼ିଶା ଚାଷୀଙ୍କ ପାଇଁ ଖରିଫ ଋତୁରୁ ଧାନ MSP ହେବ ୩୧୦୦ ଟଙ୍କା

ରାଜ୍ୟରେ ଚାଷୀମାନଙ୍କ ପାଇଁ ଆସିଛି ଖୁସି ଖବର। ରାଜ୍ୟରେ ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ କିଣାଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ”ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ୩୧ଶହ ଟଙ୍କାରେ…

ଭୁବନେଶ୍ବରରେ ଖୋଲିବ ଚାଉଳ ଏଟିଏମ୍‌

ଭୁବନେଶ୍ବରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍‌ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା ସେମାନେ…

ବାରବାଟୀରେ ଖେଳାହେବ ଭାରତ-ଇଂଲଣ୍ଡ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌

ଦୀର୍ଘ ଦିନ ପରେ କଟକ ବାରବାଟୀ କ୍ରିକେଟ୍‌ ଷ୍ଟାଡିୟମକୁ ଫେରିଛି ଅନ୍ତର୍ଜାତୀୟ ମୁକାବିଲା । ଯାହାକୁ ନେଇ ପୁଣି ଉତ୍ସାହିତ ହୋଇପଡିଛନ୍ତି କ୍ରିକେଟ୍‌ ପ୍ରେମୀ । କଟକର ଐତିହାସିକ ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଇଂଲଣ୍ଡର ଅନ୍ତର୍ଜାତୀୟ ଦିନିକିଆ…

ଯାଜପୁରର ୨ ଠିକାଦାରଙ୍କ ଘରେ ଜିଏସ୍‌ଟି ରେଡ୍‌

ଯାଜପୁର ଧର୍ମଶାଳା ଜାରକା ବଜାରରେ ଆୟକର ବିଭାଗର ଚଢ଼ାଉ । ୨ ଠିକାଦାରଙ୍କ ଘରେ କେନ୍ଦ୍ରୀୟ ଜିଏସଟି ବିଭାଗର ଚଢାଉ କରିଥିବା ସୂଚନା । ଟିକସ ଫାଙ୍କି ଅଭିଯୋଗରେ କେନ୍ଦ୍ରୀୟ ଜିଏସଟି ବିଭାଗର ଚଢାଉ ହୋଇଛି । ଜାରକା ବଜାରରେ ଥିବା…

କାଲି ସାରା ରାଜ୍ୟରେ ସକାଳୁଆ ସ୍କୁଲ

ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଆଉ ଗୋଟିଏ ଦିନ ପାଇଁ ସକାଳୁଆ ସ୍କୁଲ କରିବା ନେଇ…