Author: Papi Jena

ବଜେଟ୍ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍‌ ପୋର୍ଟାଲ ଜରିଆରେ, ଇ-ମେଲ୍‌, ହ୍ବାଟ୍ସଆପ୍‌, ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମତାମତ ସଂଗ୍ରହ କରାଯିବ । ଜୁନ୍…

ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା

ବିଧାନସଭାରେ ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହେଲେ ପ୍ରତାପ ଦେବ ।…

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ

ଚଳତବର୍ଷ ଜୁଲାଇ ୮ରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି କୁହାଯାଇଛି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହେବ। ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ। ଏନେଇ ହାଇକୋର୍ଟଙ୍କୁ…

ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ

ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଶଙ୍ଖ ଭବନରେ ଆରମ୍ଭ ହୋଇଛି ବୈଠକ । ବୈଠକରେ କିଏ ହେବେ ବିରୋଧୀ ଦଳ ନେତା ନିଷ୍ପତ୍ତି ସହ ଦଳର ପରାଜୟ…

ମହାନଦୀ ଶୁଖି ଯାଉଛି, ଯେତିକି ପାଣି ମିଳିବା କଥା ଓଡ଼ିଶାକୁ ସେତିକି ମିଳୁନି: ପ୍ରସନ୍ନ ଆଚାର୍ଯ୍ୟ

ପୁଣି ଉଠିଲା ମହାନଦୀ ପ୍ରସଙ୍ଗ । ଓଡ଼ିଶାରେ ସରକାର ବଦଳି ଥିଲେ ମଧ୍ୟ ମହାନଦୀ ଜଳ ବିବାଦ ଥମିନାହିଁ। ବିଜେପି-ବିଜେଡି ମଧ୍ୟରେ ବିତର୍କ । ରାଜ୍ୟରେ ବିଜେପି ସରକାର ଗଠନ ହେବା ମାତ୍ରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ…

ଘରୁ ବିପୁଳ ପରିମାଣର ମାଂସ ଜବତକୁ ନେଇ ଉତ୍ତେଜନା

ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ନିକଟ ଏକ ଘରୁ ବିପୁଳ ପରିମାଣର ମାଂସ ଜବତ ହୋଇଛି ପୋଲିସ । ଏହା କି ମାଂସ ଆଶଂକା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡିପ୍ ଫ୍ରିଜ ଭିତରେ ଏହି ମାଂସ କାହିଁକି ରଖାଯାଇଥିଲା,…

ପ୍ରକାଶ ପାଇଲା ଓଏସ୍ଏସଟିଇଟି ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡିଶା ସିନିୟର ସେକେଣ୍ଡାରୀ ଟିଚର ଇଲିଜିବିଲିଟି ଟେଷ୍ଟ (OSSTET) ପରୀକ୍ଷା ଫଳ । ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଭ ପ୍ରକାଶ ପାଇଛି । ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଦେଖିପାରିବେ ନିଜର ପରୀକ୍ଷାଫଳ। କୃତକାର୍ଯ୍ୟ ହୋଇଥିବା…

ସୁରମା ପାଢୀ ହେଲେ ବାଚସ୍ପତି ପ୍ରାର୍ଥୀ

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି।…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀ ସତୀଶ ଚନ୍ଦ୍ର ସାମଲ ଓ ବିନୋଦ ବିହାରୀ ସିଂହଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି। ସେହିପରି ଯୋଜନା ଓ ସଂଯୋଜନା ବିଭଗର…

ଶ୍ରୀମନ୍ଦିରରେ ବିବାଦ ପାଇଁ ମହାପ୍ରଭୁଙ୍କ ନୀତି ବିଳମ୍ବ

ଆଜି ସେବକଙ୍କ ମଧ୍ୟରେ ବିବାଦ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଳମ୍ବରେ ଚାଲିଛି ନୀତି। ଗତକାଲି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବାର ପରମ୍ପରା ରହିଥିବା ବେଳେ ସେବାୟତଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା…