Author: Papirani

ଚଳିତ ବର୍ଷ ଶେଷ ସୁଦ୍ଧା କଟକ-ସମ୍ବଲପୁର ରାସ୍ତା କାମ ହେବ ଶେଷ: ପୃଥ୍ୱୀରାଜ ହରିଚନ୍ଦନ

ଚଳିତ ବର୍ଷ ଶେଷ ସୁଦ୍ଧା କଟକ-ସମ୍ବଲପୁର ରାସ୍ତା କାମ ଶେଷ ହେବ । ସମୀକ୍ଷା ପରେ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ଯେଉଁ ଏଜେନ୍ସି କାମ କରୁଥୁଲା ଆର୍ଥିକ ସ୍ଥିତି ଦୁର୍ବଳ କାରଣରୁ ବିଳମ୍ବ ହୋଇଥିଲା।…

ବିଡିଓ ମାନଙ୍କ ଉପରେ ପ୍ରବଳ ଅସନ୍ତୁଷ୍ଟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସିଡିଓ ଓ ବିଡିଓମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ। ଭୁବନେଶ୍ୱରରେ ଅନୁଷ୍ଠିତ ଦୁଇଦିନିଆ ସିଡିଓ ଏବଂ ବିଡିଓ ସମ୍ମିଳନୀରେ ବିଡିଓଙ୍କୁ ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ଲକ୍‍ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ଅଧିକାରୀଙ୍କ କାର୍ଯ୍ୟରେ ସଂସ୍କାର ଆଣିବାକୁ ପରାମର୍ଶ ଦେଇ…

ଓୟୋ ହୋଟେଲ ଛାତରୁ ତଳକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା; ହତ୍ୟା ଅଭିଯୋଗ ଆଣିଲେ ମୃତ ଯୁବତୀ ମା’

ରାଜଧାନୀ ଭୁବନେଶ୍ୱରରେ ଥିବା ଜଗମରା ସ୍ଥିତ ଏକ ଓୟୋ ହୋଟେଲ ଛାତ ତଳକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ମା’ । ଓୟୋ ଛାତରୁ ଠେଲି ପୁରୁଷ ବନ୍ଧୁ ହତ୍ୟା କରିଥିବା…

ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍

ପୁଣି ଚର୍ଚ୍ଚାରେ ବିଜୁ ଜନତା ଦଳ । ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ୍ ଇସ୍ତଫା ଦେଇଥିବା ଚର୍ଚ୍ଚା । ବିଜେଡ଼ି ସଂଖ୍ୟା ଲଘୁ ସାଉଥ୍ ଜୋନର ସଂଯୋଜକ ପଦରୁ ଇସ୍ତଫା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ସେ ନବୀନ…

ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି

ତାମିଲନାଡ଼ୁ ରାଜ୍ୟପାଳଙ୍କ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପରେ ସର୍ବୋଚ୍ଚ କୋର୍ଟଙ୍କୁ ପ୍ରଶ୍ନ କଲେ ରାଷ୍ଟ୍ରପତି । ନିର୍ଦ୍ଧାରିତ ସମୟ ମଧ୍ୟରେ ବିଲ୍ ପାରିତ କରିବାକୁ ନେଇ ସର୍ବୋଚ୍ଚ ଅଦାଲତଙ୍କୁ ରାଷ୍ଟ୍ରପତି ପ୍ରଶ୍ନ କରିଛନ୍ତି । ଡେଡ୍‌ଲାଇନ୍ ରାୟ ଉପରେ ସୁପ୍ରିମକୋର୍ଟଙ୍କୁ…

ଅଲମ୍ପିକ୍ ମେଡାଲିଷ୍ଟ୍ ନୀରଜ ଚୋପ୍ରାଙ୍କୁ ମିଳିଲା ଲେଫ୍ଟନାଣ୍ଟ କର୍ଣ୍ଣେଲ୍ ଅନରାରୀ ରାଙ୍କ୍

ଅଲିମ୍ପିକ୍ ବିଜେତା ନୀରଜ ଚୋପ୍ରାଙ୍କୁ ମିଳିଲା ଟେରିଟୋରିଆଲ୍ ଆର୍ମିରେ ଲେଫ୍ଟନାଣ୍ଟ କର୍ଣ୍ଣେଲ୍ ଅନରାରୀ ରାଙ୍କ୍ । ୨୦୧୬ରେ ଆର୍ମିରେ ନାଏବ ସୁବେଦାର୍ ଭାବେ ଯୋଗ ଦେଇଥିଲେ ନୀରଜ । ଲେଫ୍ଟନାଣ୍ଟ କର୍ଣ୍ଣେଲ ପଦବୀରେ ନୀରଜଙ୍କ ନିଯୁକ୍ତି ୧୬ ଏପ୍ରିଲ ୨୦୨୫ ରୁ…

ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ABDO ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରିଛି । ଏକକାଳୀନ…

ଜମ୍ମୁକାଶ୍ମୀର ତ୍ରାଲରେ ଏନକାଉଣ୍ଟର; ୩ ଜୈଶ୍ ଆତଙ୍କବାଦୀ ନିହତ

ଜମ୍ମୁକାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ।ଏନ୍‌କାଉଣ୍ଟରରେ ୩ ଜୈଶ୍ ଆତଙ୍କବାଦୀ ନିହତ । ଜମ୍ମୁ-କାଶ୍ମୀର ପୋଲିସ ଏବଂ ସୁରକ୍ଷା ବାହିନୀ ମିଳିତରେ ଅବନ୍ତିପୋରାର ତ୍ରାଲ ଅଞ୍ଚଳରେ ତିନି ଜଣ ଆତଙ୍କବାଦୀଙ୍କୁ ଘେରି ରହିଥିଲେ। ଏଥିରେ ୩ ଜୈସ ଆତଙ୍କବାଦୀ ନିହତ ହୋଇଥିବା…

ଶିକ୍ଷାନୁଷ୍ଠାନରେ ନୂଆ ସଂରକ୍ଷଣ ଲାଗୁ ନିଷ୍ପତ୍ତି

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ କ୍ୟାବିନେଟ୍‌ର ନୂଆ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ନିଆଯାଇଛି । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ…

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ

ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ । ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ । ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ ।…