Author: Papi Jena

ସାଇନା ନେହୱାଲଙ୍କ ସହ ବ୍ୟାଡମିଣ୍ଟନ ଖେଳିଲେ ରାଷ୍ଟ୍ରପତି

ମହିଳା ପଦ୍ମ ପୁରସ୍କାର ବିଜେତାଙ୍କୁ ନେଇ ଆୟୋଜିତ ‘ହର୍ ଷ୍ଟୋରି- ମେରି ଷ୍ଟୋରୀ’ କାର୍ଯ୍ୟକ୍ରମରେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ସାଇନା ନେହୱାଲଙ୍କ ସହ ବ୍ୟାଡମିଣ୍ଟନ ଖେଳିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବୁଧବାର ରାଷ୍ଟ୍ରପତି ଭବନରେ ବ୍ୟାଡମିଣ୍ଟନ କୋର୍ଟରେ ବ୍ୟାଡମିଣ୍ଟନ…

ଆଜି ପବିତ୍ର ହେରା ପଞ୍ଚମୀ

ଆଜି ହେରା ପଞ୍ଚମୀ। ନବ ଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। କାଳିଆ ଠାକୁରଙ୍କୁ ଫେରାଇ ଆଣିବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ। ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ପାଲିଙ୍କିରେ…

ପୂର୍ବ ସରକାର ଲାଗୁ କରିଥିବା ପ୍ରକଳ୍ପକୁ ଦୋହରାଇଲେ ନୂଆ ସରକାର: ବିଜେଡି

ବୁଧବାର ରାଜ୍ୟ କ୍ୟାବିନେଟ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ଘୋଷଣା କରିବା ପରେ ଏହାକୁ କଟାକ୍ଷ କରିଛି ବିଜେଡି। ଶଙ୍ଖ ଭବନରେ ସାମ୍ୱାଦିକ ସମ୍ମିଳନୀ କରି ବିଜେଡି କହିଛି ୩ ମାସ ତଳର ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ସରକାର। ପୂର୍ବ…

ହଟିଲା ସମ୍ବଲପୁରରୁ ଧାର୍ମିକ ଶୋଭାଯାତ୍ରା କଟକଣା

ବର୍ଷକ ପରେ ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା । ଜିଲ୍ଲା ପ୍ରଶାସନ ପକ୍ଷରୁ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ହଟିଛି। ବୁଧବାର ଜିଲା ପରିଷଦ ମିଟିଂ ହଲ୍‌ରେ ଆଗାମୀ ମହରମ ପର୍ବ ପାଳନ ପାଇଁ ଅନୁଷ୍ଠିତ…

ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ କମିଟିରେ ୨୬ ପ୍ରକଳ୍ପକୁ ମଂଜୁରୀ, ଚାକିରି ପାଇବେ ୧୯,୩୬୪ କର୍ମଚାରୀ

ବୁଧବାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କ ନେତୃତ୍ୱରେ ବସିଥିବା ରାଜ୍ୟ ସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୨୬ ପ୍ରକଳ୍ପକୁ ମଂଜୁରୀ । ଷ୍ଟିଲ, ପୋଷାକ ଆଦି ୨୬ ପ୍ରକଳ୍ପରେ ନିବେଶ ହେବ ୫୯୯୨ କୋଟି ଟଙ୍କା ।…

ଗତକାଲି ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କଲେ ଗଜପତି ମହାରାଜା

ଗତକାଲି ପହଣ୍ଡିରେ ଅଘଟଣକୁ ନେଇ ଚିନ୍ତା ପ୍ରକଟ କଲେ ଗଜପତି ମହାରାଜା। ସେ କହିଛନ୍ତି ଗତକାଲି ଯାହା ଘଟିଲା ତାହା ସାରା ବିଶ୍ୱର ଜଗନ୍ନାଥ ପ୍ରେମୀଙ୍କୁ ମର୍ମାହତ ଓ ଦୁଃଖିତ କରିଛି। କାଲିର ଘଟଣାରୁ ସେବାୟତମାନେ ଯାହା ଶିଖିବା କଥା ଶିଖିଛନ୍ତି।…

ଉତ୍ତରାଖଣ୍ଡରେ ପ୍ରକୃତିର ବିକଟାଳ ରୂପ, ଧସିଲା ପାହାଡ଼

ଉତ୍ତରାଖଣ୍ଡରେ ପ୍ରକୃତିର ବିକଟାଳ ରୂପ ଦେଖିବାକୁ ମିଳିଛି । ଉତ୍ତରାଖଣ୍ଡ ଚମୋଲୀ ଜିଲ୍ଲାର ପାତାଳ ଗଙ୍ଗା ଅଞ୍ଚଳରେ ବଦ୍ରିନାଥ ଜାତୀୟ ରାଜପଥରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯୋଶୀମଠର ଚୁଙ୍ଗିଧରଠାରେ ରାସ୍ତା ଅବରୋଧ ହୋଇଛି। ପାହାଡ଼ରୁ ବଡ଼ ବଡ଼ ପଥର…

ଛାଡପତ୍ର ପରେ ପୂର୍ବ ସ୍ଵାମୀଙ୍କଠାରୁ ମୁସଲମାନ ମହିଳା ପାଇବେ ଭରଣପୋଷଣ ଟଙ୍କା

ତଲାକ୍ ହୋଇଥିବା ମୁସଲମାନ ମହିଳାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳାୟ। ଏଣିକି ତଲାକ୍ ପରେ ପୂର୍ବସ୍ଵାମୀଙ୍କଠାରୁ ଭରଣପୋଷଣ ଦାବି କରିପାରିବେ ମୁସଲମାନ ମହିଳା। ଏନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ବୁଧବାର କୋର୍ଟ କହିଛନ୍ତି , ମୁସଲମାନ ମହିଳାମାନେ CRPC…

ଅଷ୍ଟ୍ରିଆରେ ବନ୍ଦେ ମାତରଂ ଗାନକରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରାଗଲା ସ୍ଵାଗତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଅଷ୍ଟ୍ରିଆର ରାଜଧାନୀ ଭିଏନାରେ ପହଞ୍ଚିଛନ୍ତି। ଆଜି ଅଷ୍ଟ୍ରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟସ୍ୱାଗତ କରାଯାଇଛି ।ପ୍ରାୟ ୪୦ ବର୍ଷ ପରେ, ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଶେଷ…

ପୁରୀ ବଡଦାଣ୍ଡରେ ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା କାର, ୩ କର୍ମଚାରୀ ଗୁରୁତର

ପୁରୀରେ ବଡଦାଣ୍ଡରେ ତିନି ଜଣ ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା ଦ୍ରୁତଗାମୀ କାର। ଏକ କଳା ରଙ୍ଗର କାର ଦ୍ରୁତ ବେଗରେ ଆସି ଦୁର୍ଘଟଣା ଘଟାଇଥିବା ସୂଚନା। ତେବେ ଦୁର୍ଘଟଣାରେ ୩ ଜଣ ସଫେଇ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବାରୁ ପୁରୀ…