Author: Papi Jena

ନିଟ୍‌ ୟୁଜି ରେଜଲ୍ଟ ମାମଲା: ବାତିଲ ହେଲା ୧୫୬୩ ପିଲାଙ୍କ ସ୍କୋର କାର୍ଡ

ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ବଡ ନିଷ୍ପତି ନେଇଛନ୍ତି ସୁପ୍ରୀମ୍‌କୋର୍ଟ। ସୁପ୍ରୀମ୍‌କୋର୍ଟ ଏନେଇ କହିଛନ୍ତି ଯେ, ବାତିଲ ହେଲା ୧୫୬୩ ପିଲାଙ୍କ ସ୍କୋର କାର୍ଡ । କାରଣ ସେମାନଙ୍କୁ ଗ୍ରେସ୍‌ମାର୍କ ଦିଆଯାଇଥିଲା । ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ…

ରାଜ୍ୟ କ୍ୟାବିନେଟର ପ୍ରଥମ ନିଷ୍ପତ୍ତି ପାଳିତ, ଖୋଲିଲା ଶ୍ରୀ ମନ୍ଦିରର ଚାରି ଦ୍ଵାର

ରାଜ୍ୟ କ୍ୟାବିନେଟର ହୋଇଛି ପ୍ରଥମ ନିଷ୍ପତ୍ତି ପାଳିତ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ…

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର

ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି । ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି…

ପ୍ରଥମ କ୍ୟାବିନେଟରେ ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆ ସରକାରର ପ୍ରଥମ ବୈଠକ ଶେଷ ହୋଇଛି। ଆଜି ଲୋକସଭା ଭବନରେ ଆୟୋଜିତ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ ଶେଷ ହୋଇଛି। କ୍ୟାବିନେଟ ବୈଠକ ଶେଷ ହେବା ପରେ ଗଣମାଧ୍ୟମକୁ ସୂଚନା ଦେଇ ନୁଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି…

ସାମ୍ବାଦିକଙ୍କ ପାଇଁ ଖୋଲିଲା ଲୋକସେବା ଭବନ

ଆଜି ରାଜ୍ୟରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ ହୋଇଛି । ମନ୍ତ୍ରୀମଣ୍ଡଳ ଶପଥ ନେବାର ଗୋଟିଏ ଘଣ୍ଟା ମଧ୍ୟରେ ଆକ୍ସନମୋଡକୁ ଆସିଛନ୍ତି ସରକାର । ୨୦୨୦ ମାର୍ଚ୍ଚ ମାସରୁ ସାମ୍ବାଦିକଙ୍କ ପାଇଁ ମନା ଥିବା ଲୋକସେବା ଭବନ ତୁରନ୍ତ ସାମ୍ବାଦିକଙ୍କ…

ସୁରମା ପାଢ଼ୀ ହେବେ ବାଚସ୍ପତି

ରାଜ୍ୟରେ ବିଜେପି ପ୍ରଥମଥର ପାଇଁ ସରକାର ଗଠନ କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ବରେ ସରକାର ଗଠନ ପାଇଁ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ଓ ରାଷ୍ଟ୍ରମନ୍ତ୍ରୀ ଶପଥପାଠ କରିଛନ୍ତି । ତେବେ ନୂଆ ସରକାରରେ ବାଚସ୍ପତି କିଏ ହେବେ ସେନେଇ ନାନା…

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ

ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝି। ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକ…

ଶପଥ ସମାରୋହରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଉ କିଛି ସମୟ ପରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏଥିସହ ନିମନ୍ତ୍ରଣ ରକ୍ଷା କରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ନୂଆ ମନ୍ତ୍ରିମଣ୍ଡଳରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ୧୬ଜଣ ନେବେ ଶପଥ

ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବା ନେଇ ଲାଗିଲା ମୋହର । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ବୁଧବାର ୧୬ଜଣ ଶପଥ ନେବେ। ଏହି ୧୬ ଜଣଙ୍କ ନାଁରେ ମୋହର ମାରିଛନ୍ତି ରାଜ୍ୟପାଳ ରଘୁବର ଦାସ। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ…

ନୂଆ ମୁଖ୍ୟମନ୍ତ୍ରୀଙ୍କ ମନ୍ତ୍ରିମଣ୍ଡଳରେ ସମ୍ଭାବ୍ୟ ମନ୍ତ୍ରୀପଦ ପାଇଁ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌

ରାଜ୍ୟରେ ବିଜେପି ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଥିବା ବେଳେ ଆଜି ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବାକୁ ଯାଉଛନ୍ତି । ଜନତା ମୈଦାନରେ ଅପରାହ୍ନ ୪ଟା ୪୫ ମିନିଟ୍ ସମୟରେ ଦୁଇ ଉପମୁଖ୍ୟମନ୍ତ୍ରୀ ସିଂହଦେଓ ଓ…