Author: Papi Jena

ଓଡ଼ିଶା ନିର୍ବାଚନରେ ଗେରୁଆ ଲହର,ଓଡ଼ିଶାରେ ଗଢ଼ିପାରେ ବିଜେପି ସରକାର

ଚାଲିଛି ଭୋଟ୍ ଗଣତି । ଆସୁଛି ନିର୍ବାଚନ ଫଳାଫଳ । ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ମ୍ୟାଜିକ୍ ନମ୍ବର ଛୁଇଁଛି ବିଜେପି । ପ୍ରାରମ୍ଭିକ ଟ୍ରେଣ୍ଡରେ ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ବିଜେପି ଆଗୁଆ ଥିବା ବେଳେ ବିଜେଡି ପଛରେ ରହିଛି…

ପ୍ରାରମ୍ଭିକ ଟ୍ରେଣ୍ଡରେ ଓଡ଼ିଶାର ବିଧାନସଭା ଓ ଲୋକସଭାରେ ଆସନରେ ବିଜେପି ଆଗୁଆ

ଆସୁଛି ନିର୍ବାଚନ ଫଳାଫଳ । ପ୍ରାରମ୍ଭିକ ଟ୍ରେଣ୍ଡରେ ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭାରେ ବିଜେପି ଆଗୁଆ ଥିବା ବେଳେ ବିଜେଡି ପଛରେ ରହିଛି । ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ବର୍ତ୍ତମାନ ସୁଦ୍ଧା ଲୋକସଭା ଆସନର…

ବିଜେପିର ଭୁବନେଶ୍ୱର, ପୁରୀ ଓ ବରଗଡ଼ର ଲୋକସଭା ପ୍ରାର୍ଥୀ ଆଗୁଆ

ସକାଳୁ ଭୋଟ୍ ଗଣତି ଆରମ୍ଭ ହେବା ସହିତ ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ। ଏପର୍ଯ୍ୟନ୍ତ ବିଜେପି ଭୁବନେଶ୍ୱର, ପୁରୀ ଓ ବରଗଡ଼ର ଲୋକସଭା ପ୍ରାର୍ଥୀ ଆଗୁଆ ରହିଥିବା ଦେଖିବାକୁ ମିଳିଛି । ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ…

ଆରମ୍ଭ ହେଲା ଭୋଟ୍ ଗଣତି

ଚଳତବର୍ଷ ନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ହେବ। ତେବେ ପ୍ରଥମ ପର୍ଯ୍ୟାୟରେ ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହେଇଛି । ୧ ଲକ୍ଷ ୪୬…

ନିର୍ବାଚନ ଫଳାଫଳ ପୂର୍ବରୁ ବିଜୟର ଖାତା ଖୋଲିଲା ବିଜେପି

ଚଳିତବର୍ଷ ଲୋକସଭା ନିର୍ବାଚନର ଫଳାଫଳ ପାଇଁ ଗଣନା ବର୍ତ୍ତମାନ ଆରମ୍ଭ ହୋଇଛି । ଅପରାହ୍ନ ସୁଦ୍ଧା କିଏ ଜିତିଛୁ ଏବଂ କିଏ ହାରିଛୁ ତାହାର ଚିତ୍ର ସ୍ପଷ୍ଟ ହୋଇଯିବ । କିନ୍ତୁ ଭୋଟ୍ ଗଣନା ହେବା ପୂର୍ବରୁ ଗୋଟିଏ ଆସନର ଫଳାଫଳ…

ବିନା ଅନୁମତିରେ ହୋଇପାରିବନି କୌଣସି ବିଜୟ ଶୋଭାଯାତ୍ରା

ଚଳିତବର୍ଷ ସାଧାରଣ ନିର୍ବାଚନର ଗଣତି କାଲି ସକାଳ ୮ ଟାରୁ ଆରମ୍ଭ ହେବାକୁ ଯାଉଛି । ଏହିସମୟରେ କିନ୍ତୁ ଏହାରି ଭିତରେ ପୁଲିସ ବିଭାଗ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ରହିବ ଆଇନଶୃଙ୍ଖଳା ପରିସ୍ଥିତି । ବିଭିନ୍ନ ପର୍ଯ୍ୟାୟରେ ମତଦାନ ବେଳେ…

ବିଧାନସଭା ଭଙ୍ଗ ପାଇଁ ଓଡ଼ିଶା କ୍ୟାବିନେଟରେ ସୁପାରିଶ

ରାଜ୍ୟ ସରକାରଙ୍କ ଅନ୍ତିମ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ଯୋଗ ଦେଇଥିଲେ। ବୈଠକରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ନେଇ ଆଲୋଚନା ଚାଲିଥିବା ବେଳେ ବିଧାନସଭା…

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ

ଚଳିତବର୍ଷ ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି ଟପ୍ପର । ବି ଫାର୍ମାରେ ସାଗରିକା ଦାସ ଟପ୍ପର । ଏମସିଏରେ…

ଚଳିତବର୍ଷ ମତଦାନରେ ଭାରତ କରିଛି ବିଶ୍ୱ ରେକର୍ଡ

ଚଳିତବର୍ଷ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଜି ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ଏହାଛଡା…

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଡିସ୍‌ଚାର୍ଜ ହେଲେ ଆଉ ଦୁଇ ଆହତ

ଆଜି ପୁରୀ ବାଣ ବିସ୍ଫୋରଣ ଘଟଣାରେ ଡାକ୍ତରଖାନାରୁ ଆଉ ୨ ଆହତ ବ୍ୟକ୍ତି ଡିସ୍‌ଚାର୍ଜ ହୋଇଛନ୍ତି। ୨ ଜଣ ଡିସଚାର୍ଜ ହୋଇଥିବା ଏସ୍ଆରସିଙ୍କ କାର୍ଯ୍ୟାଳୟରରୁ ସୂଚନା ମିଳିଛି । ସେମାନେ ହେଲେ ବଳରାମ ଦାସ ଏବଂ ମନମୋହନ ବେହେରା। ଏବେ ସୁଦ୍ଧା…