Author: Papirani

ମଦ ବ୍ୟବସାୟୀଙ୍କ ଘରେ ଆଇଟି ଚଢ଼ାଉ

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି । ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ ଉପରେ ଚାଲିଛି ଚଢ଼ାଉ । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ଚଢାଉ । ଆୟକର…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ହସ୍ତତନ୍ତ ଆମ ଗୌରବମୟ ଐତିହ୍ୟର ପ୍ରତୀକ । ଏହା ଆମର ପରିଚୟ। ଓଡ଼ିଆ ଅସ୍ମିତାର ନିଚ୍ଛକ ନିଦର୍ଶନ। ହଜାର ହଜାର ହସ୍ତତନ୍ତ କାରିଗରମାନକୁ ଏହା କେବଳ ଜୀବନ ଜୀବିକା ଯୋଗାଇନି ବରଂ ସ୍ୱାବଲମ୍ବୀ ହେବାର କଳା ଶିଖାଇଛି। ଏହି ସମୃଦ୍ଧ ସାଂସ୍କୃତିକ…

ୟୁଟ୍ୟୁବର ତପି ମିଶ୍ର ଗିରଫ

ୟୁଟ୍ୟୁବର ସରୋଜ ମିଶ୍ର ଓରଫ୍ ତପି ମିଶ୍ର ଗିରଫ । ସୋସିଆଲ୍‌ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପାଇଁ ଗିରଫ । ଇନ୍‌ଫୋସିଟି ଥାନା ପୋଲିସ ତପି ମିଶ୍ରଙ୍କୁ ଗିରଫ କରିଥିବା ସୂଚନା । ନୂଆ ଓଡ଼ିଆ ଫିଲ୍ମ ‘ଘମାଘୋଟ’ ବିଷୟରେ ଗଣମାଧ୍ୟମକୁ…

ନବ ଦାସ ହତ୍ୟାକାଣ୍ଡ: କିଏ ପ୍ରକୃତ ଦୋଷୀ ?

ନବ ଦାସ ହତ୍ୟା ମାମଲାରେ ପ୍ରକୃତ ଦୋଷୀ କିଏ ତାହାକୁ ନେଇ ବଢ଼ିଲା ଚର୍ଚ୍ଚା । ଆଜି ଯାଏଁ ସନ୍ଦେହ ଘେରରେ ରହିଛି ପୂର୍ବତନ ମନ୍ତ୍ରୀ ସ୍ୱର୍ଗତଃ ନବ ଦାସ ହତ୍ୟା ମାମଲା । ନବ ଦାସଙ୍କୁ କାହିଁକି ହତ୍ୟା କରାଗଲା,…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ; ସିବିଆଇ ତଦନ୍ତ ପାଇଁ କଲେ ନିବେଦନ

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ…

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ: କେ.ଭି. ସିଂହଦେଓ

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ । ଆଜି ଗୃହରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର; ମାଗଣା ବିଜୁଳି ଯୋଜନା’ରେ…

ବେଆଇନ ମାଙ୍କଡ଼ା ପଥର ଖାଦାନରେ ଚଢ଼ଉ; ୩୩ଟି ଗାଡ଼ି ଜବତ

ବେଆଇନ ମାଙ୍କଡ଼ାପଥର ଖାଦାନରେ ବଡ଼ ଧରଣର ଚଢାଉ । ଆଜି ସକାଳୁ ପୋଲିସ ଓ ଖଣି ବିଭାଗ ପକ୍ଷରୁ ମିଳିତ ଭାବେ ଖୋର୍ଦ୍ଧା ଉପକଣ୍ଠରେ ଥିବା ସରଧାପୁର ମାଙ୍କଡ଼ା ପଥର ଖଣି ଉପରେ ଚଢ଼ଉ କରାଯାଇଛି। ଏହି ଚଢ଼ାଉରେ ୨୩ଟି ୪…

୨୧ରେ ଓଡ଼ିଶା ଆସିବେନି ଅମିତ ଶାହ

୨୧ରେ ଓଡ଼ିଶା ଆସିବେ ନାହିଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ସ୍ଥଗିତ କରାଯାଇଥିବା ସୂଚନା । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର ସୂଚନା ଦେଇଛନ୍ତି। ପରବର୍ତ୍ତୀ ସୂଚନା ନ…

ସୁଭଦ୍ରା ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି ୧ ଲକ୍ଷ ମହିଳା ହିତାଧିକାରୀ।…

ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍‌; ଅନୁମତି ଦେଲେ ଓପିଆଇଡି କୋର୍ଟ

ବିଜେଡି ନେତା ରାଜା ଚକ୍ରଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍‌ ।ଗତକାଲି ୫ ଦିନିଆ ରିମାଣ୍ଡ ପାଇଁ କ୍ରାଇମବ୍ରାଞ୍ଚ୍‌ ଆବେଦନ କରିଥିବା ବେଳେ ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଲେ…