Author: Papi Jena

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ପୂର୍ବରୁ ଜାରିହେଲା ଟ୍ରାଫିକ୍‌ ଗାଇଡ୍‌ଲାଇନ୍‌

ଜୁନ୍‌ ୧୨ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ପାଇଁ ଟ୍ରାଫିକ ବ୍ୟବସ୍ଥା କଡ଼ାକଡି କରାଯାଇଛି । ଏହି ଦିନ ଭୁବନେଶ୍ୱରର ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ଓ ନବନିର୍ବାଚିତ ମନ୍ତ୍ରୀମଣ୍ଡଳଙ୍କ ଶପଥ ସମାରୋହ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଆଜି ଜଣାପଡ଼ିବ କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ଏହି ବୈଠକ ପରେ ହଟିବ ସସପେନ୍ସ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ…

ଲୋକଙ୍କ ଉପରେ ମହଙ୍ଗା ମାଡ଼: ଡାଲି, ତେଲ ଦର ପରେ ବଢ଼ିଛି ପରିବା ଦର

ଲୋକଙ୍କ ଉପରେ ମହଙ୍ଗା ମାଡ଼ । ଦିନକୁ ଦିନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ବଢ଼ିବାରେ ଲାଗିଛି। ପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ ହୋଇଥିବାରୁ ଗରିବ ଓ ମଧ୍ୟବିତ୍ତଙ୍କୁ ଚିନ୍ତାରେ ପକାଇଲାଣି। ଡାଲି, ତେଲ ଦର ପରେ ବଢ଼ିଛି…

ପୁରୀ ବଡ଼ଦାଣ୍ଡରୁ ହଟିଲା ଏସି ବ୍ୟାରିକେଡ୍

ଆଜି ବଡ଼ଦାଣ୍ଡରୁ ହଟାଯାଉଛି ଏସି ଟନେଲ୍‌ ସେଡ । ଆଗାମୀ ରଥଯାତ୍ରାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ଥିବା ବ୍ୟାରିକେଡ୍‌ ଖୋଲା କାର୍ଯ୍ୟ ଜାରିରହିଛି। । ଏଥିରେ ଲାଗିଥିବା ଏୟାରକଣ୍ଡିସନ୍‌ ମେସିନକୁ ଖୋଲାଯାଇଛି। ବ୍ୟାରିକେଡ କଢା ଯାଉଛି। ଆଗାମୀ ୧୫ ତାରିଖ ଭିତରେ…

ଆସିଲା କେନ୍ଦ୍ର ମନ୍ତ୍ରୀ ମଣ୍ତଳ ତାଲିକା: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ବୈଠକରେ ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ଦିଆଯାଇଛି । କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ଅଜୟ ତାମତା ଏବଂ ହର୍ଷ ମାଲହୋତ୍ରାଙ୍କୁ…

ଆସନ୍ତାକାଲି ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ପଷ୍ଟ ହୋଇଯିବ: ମନମୋହନ

ଓଡ଼ିଶାରେ ଆସନ୍ତାକାଲି ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ପଷ୍ଟ ହୋଇଯିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ମନମୋହନ କହିଛନ୍ତି, ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା ତାହା ପରେ ସବୁ ସ୍ପଷ୍ଟ ହୋଇଯିବ। ୧୧ ତାରିଖରେ ବିଧାୟକ ଦଳ…

ବହୁତ ଜଲଦି ଖୋଲିବାକୁ ଯାଉଛି ଶ୍ରୀମନ୍ଦିରର ୪ ଦ୍ୱାର

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥିତି ସମୀକ୍ଷା କଲେ ଅତିରିକ୍ତ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନ । ୪ ଦ୍ବାର ଖୋଲିବାକୁ ହେଲେ ବ୍ୟାରିକେଡ କରାଯିବ କି ନାହିଁ ତାହା ନେଇ ହେଉଛି…

ଆସନ୍ତା ୧୨ତାରିଖରେ ବିଜେପିର ପ୍ରଥମ ମନ୍ତ୍ରୀମଣ୍ଡଳ ହେବ ଶପଥ ଗ୍ରହଣ: ପ୍ରତାପ ଷଡଙ୍ଗୀ

ରାଜ୍ୟର ୨୫ବର୍ଷର କଳା ଶାସନର ଅନ୍ତ ଘଟାଇ ପ୍ରଥମ କରି ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାକୁ ଯାଉଛି । ଓଡ଼ିଶାରେ ଭ୍ରଷ୍ଟାଚାର, ଅତ୍ୟାଚାରର କଳାକାରନାମା ଚଳାଇଥିବା ବିଜେଡି ସରକାରର ପତନ ଘଟିଛି । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାକାରୀ,…

ରାଜ୍ୟ କଂଗ୍ରେସକୁ ଝଟକା, କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ

ଆଜି ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ । ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଦେଇଛନ୍ତି ଇସ୍ତଫା । ରାଜ୍ୟରେ ଉଭୟ ବିଧାନସଭା ଓ ଲୋକ ସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ…

୧୨ ତାରିଖ ଦିନ ୪ଟା ୪୫ରେ ଶପଥ ଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେପି କାହାକୁ ବାଛିବ ତାହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଆଜି ସମୟ ଘୋଷଣା ହୋଇଛି । ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଜନତା ମଇଦାନରେ…