Author: Papirani

ଗୋଟିଏ ମାସରେ ଦୁର୍ଘଟଣାରେ ମାରିଛନ୍ତି ୫୦୫ ଜଣ: ପରିବହନ ମନ୍ତ୍ରୀ

ସଡ଼କ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ଆନେକ ପଦକ୍ଷେପ ଗ୍ରହଣ ନେଉଥିଲେ ମଧ୍ୟ ରାଜ୍ୟରେ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ବିଧାସଭା ଗୃହରେ ଉଠିଲା ସଡ଼କ ଦୁର୍ଘଟଣା ପ୍ରସଙ୍ଗ । ସଡ଼କ ସୁରକ୍ଷା ମାସ…

କଟକରେ ଠାବ ହେଲା ବେଆଇନ ବନ୍ଧୁକ କାରଖାନା; ୩୦ରୁ ଅଧିକ ବନ୍ଧୁକ ଜବତ

କଟକରେ ଠାବ ହୋଇଛି ବେଆଇନ ବନ୍ଧୁକ କାରଖାନା । କଟକ ବୟାଳିଶି ମୌଜାରେ ବେଆଇନ୍ ବନ୍ଧୁକ କାରଖାନା ଠାବ ହୋଇଛି। ୩୦ରୁ ଅଧିକ ବନ୍ଧୁକ ଜବତ ହୋଇଛି। ଏହା ସହ ବନ୍ଧୁକ ତିଆରି ସରଞ୍ଜାମ ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ ଟିମ୍…

ଗିରଫ ହେଲେ ବିଜେଡି ନେତା ରାଜା ଚକ୍ର

ଗିରଫ ହେଲେ ବିଜେଡି ନେତା ରାଜା ଚକ୍ର । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସୀ ଦୁର୍ନୀତି ମାମଲାରେ ରାଜା ଚକ୍ରକୁ ଗିରଫ କଲା କ୍ରାଇମବ୍ରାଞ୍ଚ । ପ୍ରେସମିଟରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର । ଓଏମ୍‌ସି ଖଣି ଅଞ୍ଚଳର…

ବିଧାନସଭା ଆରମ୍ଭରୁ ଗୃହରେ ହୋହାଲ୍ଲା; ୧୧ଟା ୩୦ ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି

ଆଜି ବିଧାନସଭା ବଜେଟ ଅଧିବେଶନ ୨ୟ ପର୍ଯ୍ୟାୟର ୫ଦିନ । ଗୃହ ଆରମ୍ଭ ହେବା ମାତ୍ରେ ଦେଖିବାକୁ ମିଳିଥିଲା ନାରାବାଜି । ବିଜେଡି ପୋଲାଭରମ ପ୍ରସଙ୍ଗ ନେଇ ଗୃହ ମଧ୍ୟଭାଗକୁ ଆସି ନାରାବାଜି କରିଥିଲା । ଏପିରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ । ମନ୍ଦିର ଚତୁଃପାର୍ଶ୍ବ ବୁଲି ଅନୁଧ୍ୟାନ କରିବା ସହ ମହପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ବୁଲିଲେ ଗଜପତି ମହାରାଜ । ଗଜପତି ମହାରାଜଙ୍କ ସହ ଉପସ୍ଥିତ ଥିଲେ ଶ୍ରୀମନ୍ଦିର ମୁଖ୍ୟ…

ଏପ୍ରିଲ ପହିଲାରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନା

ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ…

ଆସନ୍ତା ୨୭ରେ ବିଧାନସଭା ଘେରାଉ କରିବ କଂଗ୍ରେସ

ଆସନ୍ତା ୨୭ ତାରିଖରେ ବିଧାନସଭା ଘେରିବ କଂଗ୍ରେସ । ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ ଓ ମହିଳା ନିର୍ଯାତନା ବିରୋଧରେ ଆସନ୍ତା ୨୭ ତାରିଖରେ ବିଧାନସଭା ଘେରାଉ କରିବ କଂଗ୍ରେସ। ଏନେଇ ସୂଚନା ଦେଲେ ପିସିସି ସଭାପତି ଭକ୍ତ…

ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ: ଭୁବନେଶ୍ୱର ଡିସିପି

ଆଗକୁ ଆସୁଛି ହୋଲି। ହୋଲି ପର୍ବକୁ ଶାନ୍ତି ଶୃଙ୍ଖଳା ସହ ପାଳନ କରିବାକୁ ରାଜ୍ୟ ପୋଲିସ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ହୋଲି ପର୍ବକୁ ଶାନ୍ତି ଶୃଙ୍ଖଳା ସହ ପାଳନ କରିବାକୁ ରାଜ୍ୟ ପୋଲିସ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା କଟକଣା ପ୍ରତ୍ୟାହୃତ

ଧାରଣାରୁ ଓହରିଲେ ସାମ୍ବାଦିକ । ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ କଟକଣା ପ୍ରସଙ୍ଗରେ ଧାରଣା ଦେଇଥିବା ସାମ୍ୱାଦିକ ଧାରଣାରୁ ଓହରିଛନ୍ତି । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବୁଝାଇବା ପରେ ଧାରଣାରୁ ଓହରିଛନ୍ତି ସାମ୍ବାଦିକ । ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି ସାମ୍ବାଦିକମାନଙ୍କୁ ମୋବାଇଲ…

ରାସନ କାର୍ଡରୁ ବାଦ୍‌ ପଡ଼ିଲେ ୮୪ହଜାର ୭୫୭ ହିତାଧୀକାରୀ

ଆଜି ବିଧାନସଭା ଗୃହରେ ଉଠିଲା ଭୂତ ରାସନକାର୍ଡ ପ୍ରସଙ୍ଗ। ଗୃହରେ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନରେ ଉତ୍ତରରେ ତଥ୍ୟ ରଖିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର । ସେ କହିଛନ୍ତି ଏପର୍ଯ୍ୟନ୍ତ ୨୨,୨୯୩ ଅଯୋଗ୍ୟ ରାସନ କାର୍ଡ…