Author: Papirani

ବରିଷ୍ଠନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଓଡ଼ିଶା ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଅନନ୍ତ ଦାସ(୮୬)ଙ୍କ ବର୍ଷ ବୟସରେ ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ସେ…

ଅନୁପ୍ରବେଶକାରୀଙ୍କ ପାଇଁ ଲୋଡ଼ା ଦିଲ୍ଲୀ ଫର୍ମୁଲା

ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି ସରକାର ଆସିବାକୁ ମାସେ ବି ହୋଇନାହିଁ। ଆପ୍ ସରକାରର କିଛି ଜନଲୋଭନୀୟ ଯୋଜନାକୁ ବନ୍ଦ କରି ନାହାନ୍ତି ଭାଜପା ସରକାର । କିନ୍ତୁ ରାଜନୈତିକ ଦୃଷ୍ଟିକୋଣରୁ ଏକ ମହତ୍ତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି ରେଖା ସରକାର ।…

ରାଜଧାନୀରେ ଆନ୍ତରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର; ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଶନିବାର ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ବରର ବଡଗଡ ଥାନା ଅଞ୍ଚଳରେ ଏଟିଏମ ଲୁଟ୍ ବେଳେ ଏନକାଉଣ୍ଟରରେ । ଏନକାଉଣ୍ଟରରେ ଏଟିଏମ୍ ଲୁଟ୍ କରୁଥିବା ବିହାରର ଦୀପକ କୁମାର ଗୁରୁତର। ଗୁଳି ମାଡ଼ କରି ଖସି ପଳାଇବାକୁ ଉଦ୍ୟମ କରୁଥିଲା ବେଳେ ପୋଲିସ…

ଜୟା ହୋଟେଲରେ ଗୋ ମାଂସ ରନ୍ଧା ଯାଇଥିବା ମାମଲା: ଲାଗୁ ହେଲା ୧୬୩ ଧାରା

ପୁରୀ ଜିଲ୍ଲା ସତ୍ୟବାଦୀଠାରେ ଥିବା ବିବାଦୀୟ ଜୟା ହୋଟେଲରେ ମଟନ୍ ନାଁରେ ଗୋମାଂସ ରନ୍ଧା ଯାଉଥିବା ମାମଲାରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଛି କାର୍ଯ୍ୟାନୁଷ୍ଠାନ। ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି…

ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ; ଏମ୍ସରେ ଭର୍ତ୍ତି

ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ । ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇପଡ଼ିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥା ତଥା ଏମସ୍ ରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ…

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ 

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ…

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟା ସମୟରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୂ ସୂଚନା ମିଳିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ…

ବଦଳିବନି ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ

ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିିତୀୟ ପର୍ଯ୍ୟାୟ। ଆଜି ଗୃହରେ ଉଠିଲା ରେଭେନ୍ସା କଲେଜର ନାମ ପରିବର୍ତ୍ତନ ପ୍ରସଙ୍ଗ । ରେଭେନ୍ସା କଲେଜର ନାମ ପରିବର୍ତ୍ତନକୁ ନେଇ ଆଜି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ…

କଟକ ବାଲିଯାତ୍ରାକୁ ମିଳିବନି ଜାତୀୟ ମାନ୍ୟତା

ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରକୁ ମିଳିବନି ଜାତୀୟ ମାନ୍ୟତା । ଏନେଇ ଆଜି ବିଧାନସଭା ଗୃହରେ କଣ୍ଟାମାଳ ବିଧାୟକ କହ୍ନାଇଁ ଚରଣ ଡାଙ୍ଗ ପଚାରିଥିବା ପ୍ରଶ୍ନ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅନୁଗ୍ରହ କରି କହିବେ କି ? କଳା,…

କିଟ୍ ମାମଲା: ଆଉ ୩ ଜଣଙ୍କୁ ଉଚ୍ଚସ୍ତରୀୟ କମିଟି ଆଗରେ ହାଜିର ପାଇଁ ଜାରି ହେଲା ନୋଟିସ୍‌

କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲାର ଉଚ୍ଚସ୍ତରୀୟ କମିଟି ତଦନ୍ତ ଜାରି ରଖିଥିବା ବେଳେ ଆଉ ୩ ଜଣଙ୍କୁ ନୋଟିସ୍ ଜାରି ହୋଇଛି । ଆଜି ପଚରାଉଚୁରା ପାଇଁ ଆଉ ୩ ଜଣ ବରିଷ୍ଠ ଅଧିକାରୀ ଓ କିଟ୍‌ର ୩…