ତାଜା ଖବର ରାଜନୀତି ରାଜ୍ୟ ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନବୀନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ March 4, 2025 Papirani ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ।କାଲି ସନ୍ଧ୍ୟା ୭ଟାରେ ଜୟଦେବ ଭବନରେ ବିଜୁ ପଟ୍ଟନାୟକ ଜୟନ୍ତୀ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ । ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ…
ତାଜା ଖବର ରାଜ୍ୟ ଉତ୍କଳ ବିଶ୍ବବିଦ୍ୟାଳୟରେ ଉତ୍ତେଜନା March 4, 2025 Papirani ଉତ୍କଳ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା । ବିଶ୍ୱବିଦ୍ୟାଳୟରେ ଜୟ ଭୀମ ଛାତ୍ର ସଂଗଠନକୁ ବିରୋଧ କରିଛନ୍ତି । ମାଡ ମାରିଥିବା ଭୟଭୀମ ସଦସ୍ୟଙ୍କୁ ଗିରଫ ଦାବି କରାଯାଇଛି । ଏବିଭିପି, ଛାତ୍ର କଂଗ୍ରେସ ଓ ଅନ୍ୟାନ୍ୟ ଛାତ୍ର ସଂଗଠନର ବିରୋଧ। ବିଶ୍ବବିଦ୍ୟାଳୟ ମୁଖ୍ୟ…
ରାଜନୀତି ରାଜ୍ୟ ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ମାମଲା: ମୁହାଁ ମୁହିଁ ହେଲେ ବିରୋଧି ଓ ଶାସକ ଦଳ ନେତା March 4, 2025 Papirani ରାଜ୍ୟରେ ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ହେବା ପରେ ରାଜନୈତିକ ଝଡ଼ ଦେଖାଯାଇଛି । ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ବିରୋଧି ଦଳର ନେତା। ସମାଲୋଚନା କରି ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି ରାଜ୍ୟ ସରକାର ପଞ୍ଚାୟତିରାଜ…
ତାଜା ଖବର ରାଜ୍ୟ ଆଇଏଏସ୍ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ March 4, 2025 Papirani ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ ପ୍ରସଙ୍ଗରେ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ଆଇଏଏସ ବିଷ୍ଣୁପଦ ସେଠୀଙ୍କ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ । ୧୮ ତାରିଖରେ ହେବ ଏହି ମାମଲାର ପରବର୍ତ୍ତୀ ଶୁଣାଣି । ସୂଚନାଯୋଗ୍ୟ, ବ୍ରିଜ୍…
ତାଜା ଖବର ରାଜ୍ୟ ଓଏସ୍ଏସ୍ସିର ଶାରୀରିକ ପରୀକ୍ଷା ବେଳେ ଚାଲିଗଲା ୨ ପରୀକ୍ଷାର୍ଥୀଙ୍କ ଜୀବନ; ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା March 4, 2025 Papirani ଓଡିଶା ଷ୍ଟାଫ୍ ସିଲେକ୍ସନ (OSSC) ର ଶାରୀରିକ ପରୀକ୍ଷା ବେଳେ ଚାଲିଗଲା ଦୁଇ ପରୀକ୍ଷାର୍ଥୀଙ୍କ ଜୀବନ । ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ…
ତାଜା ଖବର ରାଜ୍ୟ ବିଜେଡି ନେତା ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ଏକାକାଳୀନ ଚଢ଼ାଉ March 4, 2025 Papirani ଓଡ଼ିଶା ଖଣି ନିଗମ ସହ ଅନୁବନ୍ଧିତ କେନ୍ଦୁଝର ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ୧୦୦ କୋଟି ଟଙ୍କାର ଆର୍ଥିକ ଅନିୟମିତତା ଘଟଣାରେ ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ଇକୋନୋମିକ୍ ଅଫେନ୍ସ ଓ୍ୱିଙ୍ଗ୍ (ଇଓଡବ୍ଲୁ) ଏବଂ ସ୍ୱତନ୍ତ୍ର ଗଠିତ ଟାସ୍କଫୋର୍ସ ପକ୍ଷରୁ ମିଳିତ ଭାବରେ…
ତାଜା ଖବର ରାଜ୍ୟ କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ଏନଏଚଆରସିଙ୍କ ତଦନ୍ତ ନିର୍ଦ୍ଦେଶ March 4, 2025 Papirani କିଟ୍ ବିଶ୍ୱ ବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବ ଅଧିକାର ଆୟୋଗ(ଏନଏଚଆରସି) ପକ୍ଷରୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏକ ଟିମ ଗଠନ କରି କିଟ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ…
ତାଜା ଖବର ଦେଶ ଦୁଇ ଭାଗ ହେଲା ନନ୍ଦନକାନନ ଏକ୍ସପ୍ରେସ March 4, 2025 Papirani ଦୁଇ ଭାଗ ହୋଇଗଲା ନନ୍ଦନକାନନ ଏକ୍ସପ୍ରେସ୍ ଟ୍ରେନ୍ । ଉତ୍ତରପ୍ରଦେଶ ଚାନ୍ଦୌଳି ଡିଡିୟୁ ଜଙ୍କସନ ନିକଟରେ ଦୁଇ ଭାଗ ହୋଇଛି ଟ୍ରେନ୍। କପଲର ଭାଙ୍ଗିବାରୁ ଟ୍ରେନ୍ ଅଲଗା ହୋଇଯାଇଥିବା ସୂଚନା । ୩ ଘଣ୍ଟା ଧରି ଟ୍ରେନ୍ ଅଟକି ଥିବା ବେଳେ…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ March 3, 2025 Papirani ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ହେଲେ କୌଶିକ ପଟ୍ଟନାୟକ । ଓଏଏସ୍ ଅଧିକାରୀ କୌଶିକ ପଟ୍ଟନାୟକଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ଭାବରେ ନିଯୁକ୍ତି ଦିଆଯାଇଥିବା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି। ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର…
ତାଜା ଖବର ରାଜ୍ୟ ମହିଳା ବିରୋଧୀ ଅପରାଧ ଉପରେ ଆସିବ ଶ୍ୱେତପତ୍ର: ମୁଖ୍ୟମନ୍ତ୍ରୀ March 3, 2025 Papirani ରାଜ୍ୟରେ ମହିଳାଙ୍କ ପ୍ରତି ହିଂସା ବୃଦ୍ଧି ହେବାକୁ ଲାଗୁଥିବ ବେଳେ ମହିଳାଙ୍କ ବିରୋଧରେ ହେଉଥିବା ଅପରାଧକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ମହିଳା ବିରୋଧୀ ଅପରାଧକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେଉଁମାନେ ଅପରାଧ…