Author: Papirani

ଭାରତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ବପୂର୍ଣ୍ଣ ପ୍ରେସ୍‌ମିଟ୍; ଭୋଟ ଚୋରି ପ୍ରସଙ୍ଗରେ ରଖିଲେ ସ୍ପଷ୍ଟୀକରଣ

ଭାରତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ବପୂର୍ଣ୍ଣ ପ୍ରେସ୍‌ମିଟ୍ । ଅଭିଯୋଗ ଆସିଥିବା ବିହାର ପ୍ରସଙ୍ଗରେ ମଧ୍ୟ ରଖିଲେ ସ୍ପଷ୍ଟୀକରଣ । ନିର୍ବାଚନ ଆୟୋଗ କହିଛନ୍ତି, ନିର୍ବାଚନ କମିଶନଙ୍କର କେହି ପକ୍ଷ କିମ୍ବା ବିପକ୍ଷ ଦଳ ନାହାନ୍ତି କି କୌଣସି ଦଳ ପାଇଁ ପକ୍ଷପାତିତା…

ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର; ପ୍ରକାଶ ପାଇଲା ବିଜ୍ଞପ୍ତି

ଚାଷୀ ଭାଇଙ୍କ ପାଇଁ ଖୁସି ଖବର । ଚାଷୀ ପଞ୍ଜୀକରଣ ପାଇଁ ଆଉ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର । ଏଣିକି ସେଲ୍ଫ ଡିକ୍ଲାରେସନ ବା ନିଜସ୍ବ ଘୋଷଣାନାମାରେ ହୋଇପାରିବ ଚାଷୀଙ୍କ ନାମ ପଞ୍ଜୀକରଣ । ଏଥିପାଇଁ ଯୋଗାଣ ବିଭାଗ ତରଫରୁ…

ସେପ୍ଟେମ୍ୱର ୨୮ ତାରିଖରୁ କଟକ ଦୁର୍ଗାପୂଜା ଆରମ୍ଭ

କଟକ ସହରରେ ବାଜିଲା ପାର୍ବଣର ବିଗୁଲ। ଧରାପୃଷ୍ଠକୁ ଆସୁଛନ୍ତି ମା’ ଦୁର୍ଗା । କଟକର ପ୍ରସିଦ୍ଧ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ସେପ୍ଟେମ୍ୱର ୨୮ ତାରିଖରୁ କଟକ ଦୁର୍ଗାପୂଜା ଆରମ୍ଭ ହେବାକୁ ଯାଉଥିବା ବେଳେ ଅକ୍ଟୋବର ୩ ତାରିଖରେ…

ପ୍ରତାପ ଜେନାଙ୍କ ପୁଅ ନାଁରେ ଠକେଇ ଅଭିଯୋଗ

ବିଜେଡି ନେତା ପ୍ରତାପ ଜେନାଙ୍କ ପୁଅ ନାଁରେ ଠକେଇ ଅଭିଯୋଗ । ଅଙ୍କିତ ପ୍ରତାପ ଜେନାଙ୍କ ବିରୋଧରେ ୪୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ଏବେ ସମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ୍‌‌ ଥାନାରେ ଅଙ୍କିତ ପ୍ରତାପ ଜେନାଙ୍କ ନାଁରେ ମାମଲା ରୁଜୁ…

ଜମ୍ମୁର କାଠୁଆରେ ବାଦଲଫଟା ବର୍ଷାର ତାଣ୍ଡବ; ୪ ମୃତ

ଜମ୍ମୁର କାଠୁଆରେ ବାଦଲଫଟା ବର୍ଷାର ତାଣ୍ଡବ । ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡିଛି। ଏହା ସହ ଜମ୍ମୁ-ପଠାନକୋଟ ଏନ୍‌ଏଚ୍ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନେକ ଘର ପୋତି ହୋଇଯାଇଥିବା ଅନୁମାନ କରାଯାଉଛି ।…

ଆଗାମୀ ୧୨ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ

ରାଜ୍ୟରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ଲଘୁଚାପ କ୍ଷେତ୍ର…

ଭୀମ ଭୋଇ ଦୃଷ୍ଟି ହୀନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ସ୍ୱାଧୀନତା ଦିବସ ପାଳନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ ବାସ ଭବନରେ ଭୁବନେଶ୍ୱର ସ୍ଥିତ ଭୀମ ଭୋଇ ଦୃଷ୍ଟି ହୀନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ସହିତ ସ୍ୱାଧୀନତା ଦିବସ -୨୦୨୫ ପାଳନ କରିଛନ୍ତି । ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ…

ରାଜ୍ୟରେ ଗଠନ ହେବ ଆଉ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ

ସ୍ୱାଧୀନତା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ ଘୋଷଣା କରିଛନ୍ତି । ରାଜ୍ୟରେ ଗଠନ ହେବ ଆଉ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) । ମୁଖ୍ୟମନ୍ତ୍ରୀ କହିଛନ୍ତି ଉନ୍ନତ ଭିତ୍ତିଭୂମି ଓ ସହରୀକରଣ ବିକାଶର ଏକ ଗୁରୁତ୍ଵ ପୂର୍ଣ୍ଣ…

ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଯୁବକ

ନିଜ ଦେହରେ ନିଆଁ ଲଗାଇଲେ ଯୁବକ । ବିଚ୍ ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲେ ଯୁବକ । ବାଲିପାଟଣା ଛକରେ ଅଘଟଣ । ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ଗୁରୁତର ଅବସ୍ଥାରେ ଜ୍ୟୋତି ରଞ୍ଜନ ମଠିଆଙ୍କୁ ଉଦ୍ଧାର କଲା…

ଦୟା ନଦୀରେ ବୁଡ଼ିଗଲେ ଦୁଇ ଅଷ୍ଟମ ଶ୍ରେଣୀ ଛାତ୍ର; ଜଣେ ମୃତ, ଜଣେ ନିଖୋଜ 

ଦୟାନଦୀରେ ବୁଡ଼ିଗଲେ ୨ ଛାତ୍ର । ଧଉଳି ଥାନା ନୂଆଗାଁ ଡାଲଖାଇ ଘାଟରେ ଗାଧାଉଥିବା ବେଳେ ବୁଡ଼ିଗଲେ ଦୁଇ ଛାତ୍ର । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି କରିଛନ୍ତି । ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା…