Author: Papirani

Australia vs India: ପ୍ରଥମ ODIରେ ଭାରତର ପରାଜୟ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚରେ ଭାରତର ପରାଜୟ। ପର୍ଥରେ ଖେଳାଯାଉ ଥିବା ପର୍ଥରେ ପ୍ରଥମ ODI ଜିତିଲା ଅଷ୍ଟ୍ରେଲିଆ । ବର୍ଷା ବାଧାପ୍ରାପ୍ତ ପ୍ରଥମ ODIରେ ଭାରତର ଶୋଚନୀୟ ପରାଜୟ ହୋଇଛି। ୨୬ ଓଭର ବିଶିଷ୍ଟ ODIରେ…

New Panchayat Offices: ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଗ୍ରାମଞ୍ଚଳରେ ସୁଶାସନକୁ ଆହୁରି ଦକ୍ଷ ଓ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ରାଜ୍ୟରେ ୪୭୧…

Diwali guidelines: କଟକରେ ବାଣଫୁଟା ପାଇଁ ମିଳିଲା ୨ ଘଣ୍ଟା ଅନୁମତି

ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଭୁବନେଶ୍ୱର ଭଳି କଟକରେ ଲାଗିଲା ଦୀପାବଳୀରେ ବାଣ ଫୁଟାଇବାକୁ ନେଇ କଟକଣା । କଟକରେ ବାଣଫୁଟା ପାଇଁ ୨ ଘଣ୍ଟା ମିଳିଲା ଅନୁମତି । ସଂଧ୍ୟା…

Subhadra Yojana: ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା

ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଥିଲେ ମିଳିବନି ସୁଭଦ୍ରା ଟଙ୍କା ।…

‘No Kings’ protests against Trump: ଟ୍ରମ୍ପଙ୍କ ବିରୋଧରେ ଆମେରିକାରେ ବଡ଼ ବିକ୍ଷୋଭ

ଟ୍ରମ୍ପଙ୍କ ବିରୋଧରେ ଆମେରିକାରେ ବଡ଼ ବିକ୍ଷୋଭ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ହଜାର ହଜାର ଲୋକ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆମେରିକାର ସବୁ ରାଜ୍ୟରେ ଏପରି ରାଲି ଓ ଶୋଭାଯାତ୍ରା ହୋଇଛି । ସମଗ୍ର ଆମେରିକାର ୨ ହଜାର ୭୦୦ଟି ସ୍ଥାନରେ…

Boulders roll down railway line: ଟ୍ରାକ ଉପରେ ପଡ଼ିଲା ବଡ଼ ବଡ଼ ପଥର ଖଣ୍ଡ; ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲା ଟ୍ରେନ

ଟ୍ରେନ ଟ୍ରାକ ଉପରେ ପଡ଼ିଲା ବଡ଼ ବଡ଼ ପଥର ଖଣ୍ଡ । ଆନ୍ଧ୍ର-ଓଡ଼ିଶା-ଛତିଶଗଡ ସଂଯୋଗ କରୁଥିବା ବିଶାଖାପାଟଣା-କିରାଣ୍ଡୁଳ କେକେ ରେଳପଥରେ ଘଟିଛି ଅଘଟଣ । ଟ୍ରାକ୍ ରେ ପଥର ପଡ଼ିବା ଯୋଗୁ ଅଟକିଲା ଟ୍ରେନ୍ । ରେଳ ଧାରଣା ଉପରେ ପଥର…

Amaresh Jena Bail: ଅମରେଶ ଜେନାଙ୍କୁ ମିଳିଲା ଜାମିନ

ଅମରେଶ ଜେନାଙ୍କୁ ମିଳିଲା ଜାମିନ । ଅମରେଶ ଜେନାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ । ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଗିରଫ ଅମରେଶ ଜେନା ଓରଫ ବାୟାଁଙ୍କୁ ଜାମିନ୍ ମିଳିଛି । ୨୫ ହଜାର ଟଙ୍କିଆ ଦୁଇ ଜାମିନଦାର ବଦଳରେ ସର୍ତ୍ତମୂଳକ ଜାମିନ…

Historic surrender in Chhattisgarh: ଆତ୍ମସମର୍ପଣ କଲେ ୨୦୮ ମାଓବାଦୀ

ସବୁଠାରୁ ବଡ ନକ୍ସଲଙ୍କ ଆତ୍ମସମର୍ପଣ । ଅସ୍ତ୍ର ଛାଡ଼ିଛନ୍ତି ୨୦୮ ମାଓବାଦୀ । ଜଗଦଲପୁରରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଏବଂ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମାଙ୍କ ନିକଟରେ ୨୦୮ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ୧୫୩ ମାରଣାସ୍ତ୍ର ଦାଖଲ କରିଛନ୍ତି, ଯେଉଁଥିରେ…

Diwali Holidays: ୨୦ରେ ହୋଇପାରେ ଦୀପାବଳି ଛୁଟି

ଆସନ୍ତା ୨୦ ତାରିଖରେ ଦୀପାବଳି। ସେହି ଦିନ ଦୀପଦାନ ଏବଂ ପୟା ଶ୍ରାଦ୍ଧ ପାଳିବାକୁ ମୁକ୍ତିମଣ୍ଡପ ପଣ୍ଡିତ ସଭା ପକ୍ଷରୁ କୁହାଯାଇଥିବା ବେଳେ ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି । ସରକାର ୨୧ ତାରିଖ ପରିବର୍ତ୍ତେ ୨୦…

Nupada By-Election: ନୂଆପଡ଼ା ଉପନିର୍ବାଚନ; ଅପରାଧିକ ତଥ୍ୟ ପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ଇସିଆଇଙ୍କ ନିର୍ଦ୍ଦେଶ

ନୂଆପଡ଼ା ଉପନିର୍ବାଚନରେ ଅପରାଧିକ ତଥ୍ୟ ପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ । ନିର୍ବାଚନ ଲଢ଼ୁଥିବା ସମସ୍ତ ପ୍ରାର୍ଥୀଙ୍କର ଅପରାଧିକ (କ୍ରିମିନାଲ) ତଥ୍ୟ ପ୍ରକାଶ ପାଇଁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ କ୍ରମେ ଏହି ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ଅଟେ।…