Author: Papi Jena

୧୦ ଲକ୍ଷ ଟଙ୍କା ସହ ବିଜେଡି ନେତ୍ରୀ ଅପୂର୍ବା ଅପରୂପା ନୟାଗଡ଼-ବୌଦ୍ଧ ସୀମାରେ ଅଟକ

କରଡ଼ାକୋଠା ନିକଟରେ ଯାଞ୍ଚ ବେଳେ ଏକ କାରରୁ ବିପୁଳ ପରିମାଣର ଟଙ୍କା ଜବତ କଲା ପୁରୁଣାକଟକ ପୋଲିସ । ବିଡା ବିଡା ଟଙ୍କା ଜବତ ହେବା ପରେ ଗାଡ଼ିରେ ଲୁଚିଛନ୍ତି ବିଜେଡି ନେତ୍ରୀ ଅପୂର୍ବା ଅପରୂପା।ସାଲେପୁରର ବିଜେଡି ନେତ୍ରୀ ଏବଂ ବିଜେଡି…

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ହୋଇଛି ୬୨.୯୬% ମତଦାନ

ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ଆଜି ସକାଳ ୭ଟାରୁ ମତଦାନ ଜାରି ରହିଛି। ସନ୍ଧ୍ୟା…

ଝରିଗାଁ ବିଜେପି ବିଧାୟକ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ ବିଜେଡି କର୍ମୀଙ୍କ ଆକ୍ରମଣ

ନିର୍ବାଚନ ସମୟରେ ଝରିଗାଁର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଝରୀଗାଁ ଦେଉଳକଣା ୨୦୪ ନମ୍ବର ବୁଥଠାରେ ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ କିଛି ବିଜେଡି କର୍ମୀ ଚାରିଆଡୁ ଘେରିଯାଇ ଆକ୍ରମଣ କରିଥିଲେ । ତେବେ…

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ

ପ୍ରକାଶ ପାଇଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ । ଚଳିତବର୍ଷ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଝିଅଙ୍କ ପାସହାର ୯୧.୫୨ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ ହାର ୮୫.୧୨ ରହିଛି ।…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ: ସକାଳ ୧୧ଟା ସୁଦ୍ଧା ୨୩.୨୮%

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ମତଦାନ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ପ୍ରେସ୍‌ ମିଟରେ କହିଛନ୍ତି, ସକାଳ ୧୧ଟା ସୁଦ୍ଧା ଓଡ଼ିଶାରେ ୨୩.୨୮% ମତଦାନ ହୋଇଛି । ନୂଆପଡାରେ ସର୍ବାଧିକ ୨୬.୮୦% ମତଦାନ ହୋଇଥିବା…

ଆଜି କୋଟିଆରେ ନିର୍ବାଚନ ପାଇଁ ଚାଲିଛି ମତଦାନ

ନିର୍ଦ୍ଧାରିକ କାର୍ଯ୍ୟସୂଚୀ ଅନୁଯାୟୀ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି । ଆଜି କୋଟିଆରେ ମଧ୍ୟ ଶାନ୍ତିଶୁଙ୍ଖଳାରେ ଚାଲିଛି ନିର୍ବାଚନ ପାଇଁ ଭୋଟ | ସମସ୍ତ ଆଶଙ୍କାକୁ ବିରୋଧ କରି କୋଟିଆର ଲୋକେ ଆଜି ଭୋଟ୍ ଦେଉଛନ୍ତି…

ଚଳିତ ବର୍ଷ ଆଗୁଆ ଆସିପାରେ ମୌସୁମୀ

ଭୁବନେଶ୍ବର: ଚଳିତ ଥର ମୌସୁମୀ ବର୍ଷା ସ୍ୱାଭାବିକ ସମୟ ପୂର୍ବରୁ ଆସିବାକୁ ଯାଉଛି। ମାସ ଶେଷରେ ଏକ ଘୂର୍ଣ୍ଣିବଳୟ ଥିବା ବେଳେ ଆଗୁଆ ଆସିପାରେ ମୌସୁମୀ। ଏନେଇ ପାଣିପାଗ ବିଶେଷଜ୍ଞ କରିଛନ୍ତି ଆକଳନ। ଆସନ୍ତା ୨୧ ତାରିଖ ବେଳକୁ ପୋର୍ଟବ୍ଲେୟାର ନିକଟ…

ଓଡ଼ିଶାରେ ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଆଜି ଭୋଟ୍ ଦେଉଛି ଓଡ଼ିଶା । ଆଜି ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଥିବା ବେଳେ ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୁମ୍ଭୀର କାନ୍ଦଣାର ଜ୍ୱଳନ୍ତ ଉଦାହରଣ: ଧର୍ମେନ୍ଦ୍ର

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟ । ପ୍ରେସମିଟ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ରତ୍ନଭଣ୍ଡାର ଭଳି ଓଡ଼ିଶାର ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ ଓ ଭାବନାର ପ୍ରଶ୍ନକୁ ମୋଦି ଉପସ୍ଥାପିତ କରିଛନ୍ତି । ବିଜେପି ସବୁବେଳେ ରତ୍ନଭଣ୍ଡାର ପ୍ରସଙ୍ଗରେ ଉଠାଇ ଆସିଛି ।…

ରାଗିଗଲେ ନବୀନ, ମୋଦିଙ୍କ ଉପରେ ବର୍ଷିଲେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନିର୍ବାଚନୀ ସଭାରେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିବା ପରେ ଆଜି ରାତିରେ ନବୀନ ପାଲଟା ଜବାବ ଦେଇଛନ୍ତି । ଏକ ଭିଡିଓକୁ ନବୀନ ଜାରି କରି ମୋଦିଙ୍କୁ ପାଲଟା ଜବାବ ଦେଇଛନ୍ତି ।…