Author: Papi Jena

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା ପରେ ବାତିଲ୍ ହେଲା ୧୯ଟି ଟ୍ରେନ୍

ଆଜି ସକାଳେ ପଶ୍ଚିମବଙ୍ଗର ରଙ୍ଗପାଣି ଷ୍ଟେସନ ନିକଟରେ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ସହ ଏକ ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହେବାଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୬୦ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ୧୯…

ଆସନ୍ତାକାଲି ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କାଲି ଜାରି ହେବ ପିଏମ୍‌ କିଶାନ ନିଧି ଯୋଜନାର ସପ୍ତଦଶ କିସ୍ତି । ବିଭିନ୍ନ ଜିଲ୍ଲା ଓ କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜନ ହେବ କାର୍ଯ୍ୟକ୍ରମ । ବରଗଡ଼ରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି…

ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୧୯ ତାରିଖରେ ବସିବ ବିଜେଡିର ବୈଠକ

ଆସନ୍ତା ୧୯ ତାରିଖ ଦିନ ବସିବ ବିଜେଡି ବିଧାୟକ ଦଳ ବୈଠକ । ଅପରାହ୍ନ ୪ଟା ୩୦ରେ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଚୟନ କରାଯିବ।…

ଦାୟିତ୍ଵ ନେବା ପରେ କଳିଙ୍ଗ ଷ୍ଟାଡିୟମରେ କ୍ରୀଡାମନ୍ତ୍ରୀଙ୍କ ସମୀକ୍ଷା

କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ସୁରଜ ସୂର୍ଯ୍ୟବଂଶ ଆଜି କଳିଙ୍ଗ ଷ୍ଟାଡିୟମରେ ସମୀକ୍ଷା କରିଛନ୍ତି । ମନ୍ତ୍ରୀ ପଦ ଘୋଷଣା ପରେ ପ୍ରଥମ ଥର କରି କଳିଙ୍ଗ ଷ୍ଟାଡିୟମରେ ଷ୍ଟାଡିୟମରେ ପହଞ୍ଚି କ୍ରୀଡା ବିଭାଗର…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ଜାରି ହେଲା ଏମରଜେନ୍ସି ହେଲ୍ପଲାଇନ ନମ୍ବର

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବା ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଯାଇଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ…

କଟକ ସଦରର ନବନିର୍ବାଚିତ ବିଧାୟକଙ୍କ ଉପରେ ଆକ୍ରମଣ

କଟକ ସଦରର ନବନିର୍ବାଚିତ ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀଙ୍କ କାର୍‌ ଉପରେ ଆକ୍ରମଣ। ଗତକାଲି ବିଳମ୍ବିତ ରାତିରେ କିଶନନଗରକୁ ଫେରୁଥିବା ବେଳେ କଟକ ସୋମପୁର ଛକରେ ତାଙ୍କ କାର ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ରାତି…

ଦାର୍ଜିଲିଂରେ ଟ୍ରେନ୍‌ ଦୁର୍ଘଟଣା: ୫ମୃତ, ଅନେକ ଆହତ

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ପଶ୍ଚିମବଙ୍ଗର ଦାର୍ଜିଲିଂରେ ଘଟିଛି ଟ୍ରେନ୍‌ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର…

ଜାପାନରେ ବ୍ୟାପିଚାଲିଛି ମାଂସ ଖିଆ ଜୀବାଣୁ

ବିଶ୍ବରେ ପୁଣି ଏକ ଭୟଙ୍କର ରୋଗ ବ୍ୟାପିବାରେ ଲାଗିଛି । ଦିନକୁ ଦିନ ଏହା ଅଧିକରୁ ଅଧିକ ବ୍ୟାପିବାରେ ଲାଗିଛି । ଚାରିଆଡ଼େ ଡରାଇବା ଆରମ୍ଭ କରିଛି ଗୋଟିଏ ବିରଳ ମାଂସ ଖିଆ ଜୀବାଣୁ। ଏହି ଜୀବାଣୁ ଦ୍ୱାରା ହେଉଥିବା ରୋଗ…

ଓଡ଼ିଶା ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵର ବିଭାଗ

ଆଜି ରାଜ୍ୟରେ ମନ୍ତ୍ରୀମାନଙ୍କୁ ବଣ୍ଟନ କରାଯାଇଛି ନିଜ ନିଜ ବିଭାଗର ଦାୟିତ୍ଵ। ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଶପଥ…

5T ନାଁରେ ଲୁଟ୍‌ର ହିସାବ ମାଗିବୁ: ପ୍ରଦୀପ ପୁରୋହିତ

ଆଜି ଅତାବିରାରେ ରାଜ୍ୟ କୃଷକ ସଂଗଠନ ପକ୍ଷରୁ ଆୟୋଜିତ ହୋଇଥିଲା ସମ୍ବର୍ଦ୍ଧନା ସଭା ସାମିଲ୍ ହୋଇଛନ୍ତି ସାଂସଦ ପ୍ରଦୀପ ପୁରୋହିତ ଓ ଅତାବିରା ବିଧାୟକ ନିହାର ମହାନନ୍ଦ। ଚାଷୀଙ୍କୁ ଉଦ୍‌ବୋଧନ ଦେବା ବେଳେ ବିଜେଡି ଓ ଭି କେ ପଣ୍ଡିଆନଙ୍କୁ ଟାର୍ଗେଟ…