Author: Papirani

ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏହି ସମୟରେ ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୨ ତାରିଖ ଯାଏଁ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି…

ବିଷ୍ଣୁପଦ ମାମଲାରେ ସିବିଆଇକୁ ଯିବେ କି ସରକାର ?

ତିନି ‘ଏମ୍’ଙ୍କୁ ମିଳିଗଲା ଜାମିନ । ତିନି ଏମ୍ ହେଲେ -ମୁଖାର୍ଜୀ, ମହାପାତ୍ର ଏବଂ ମହାରଣା। ବ୍ରିଜ ଆଣ୍ଡ ରୂଫ କମ୍ପାନୀର ୧୦ଲକ୍ଷ ଟଙ୍କାର ଲାଞ୍ଚ ମାମଲାରେ ଏହି ତିନିଜଣଙ୍କୁ ଗିରଫ କରିଥିଲା ସିବିଆଇ। ରିମାଣ୍ଡରେ ନେଇଥିଲା । ଜେରା କଲା…

ଡାକ୍ତରଖାନାରେ ପ୍ରତାପଙ୍କୁ ଭେଟନ୍ତୁ ରାହୁଲ: ବିଜେଡି

ସଂସଦରେ ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲାପେଲା ଘଟଣାକୁ ନିନ୍ଦା କଲେ ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ । ସେ କହିଛନ୍ତି ଏଭଳି ବ୍ୟବହାରକୁ ନିନ୍ଦନୀୟ । ଡାକ୍ତରଖାନାରେ ପ୍ରତାପଙ୍କୁ ଭେଟନ୍ତୁ ରାହୁଲ । ଅନ୍ୟପଟେ ମାଷ୍ଟରକ୍ୟାଣ୍ଟିନ ଛକଠାରେ ନିଆଁ ଜାଳି ବିକ୍ଷୋଭ ପ୍ରଦର୍ଶନ…

ସଂସଦରେ କଂଗ୍ରେସ ଓ ବିଜେପି ମଧ୍ୟରେ ଠେଲାପେଲା ଘଟଣା; ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ପ୍ରତିବାଦ

ସଂସଦ ପରିସରରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଧକ୍କାରେ ପ୍ରତାପ ଷଡଙ୍ଗୀ ପଡ଼ି ଆଘାତ ହେବା ଘଟଣାରେ ଏବେ ଚାରିଆଡ଼େ ରାଜନୈତିକ ଚର୍ଚ୍ଚା ପାଲଟିଛି। ବିଭିନ୍ନ ମହଲରେ ଏହି ଘଟଣାକୁ ନିନ୍ଦା କରାଯିବା ସହିତ ରାହୁଲଙ୍କୁ ବିରୋଧ କରି ଥାନାରେ…

ନୂଆ ବର୍ଷରୁ ଲାଗୁ ହେବ ନୂଆ ଦର୍ଶନ ବ୍ୟବସ୍ଥା

ନୂଆ ବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଏ ନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ସ୍ୱତନ୍ତ୍ର ବାରିକେଡ୍ ଯୋଗେ ନୂଆବର୍ଷରୁ ଶ୍ରୀଜୀଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏ ନେଇ…

ରାହୁଲଙ୍କ ବିରୋଧରେ ଥାନାରେ ଏତଲା ଦେଲା ବିଜେପି; ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

ସଂସଦ ଭବନ ପରିସରରେ ହୋଇଥିବା ଠେଲାପେଲାରେ ବିଜେପିର ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଆହତ ହେବା ଘଟଣା ଏବେ ସାରା ଦେଶରେ ରାଜନୈତିକ ମାହୋଲରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ଏହାକୁ କେନ୍ଦ୍ର କରି ବିରୋଧୀ ଦଳ ନେତା ରାହୁଲ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ୨୮, ୨୯, ୩୦ ଭିତରୁ ଦୁଇ ଦିନ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଦୁଇ ଦିନ…

ରାଜ୍ୟସଭା ସାଂସଦଙ୍କ ଶପଥ ଭରିପାରୁ ନାହିଁ ଉତ୍ସାହ; ରାଜନୀତିର ଚଉମୁହାଁଣିରେ ବିଜଦ

ରାଜନୀତିର ଦୋଛକିରେ ନୁହେଁ ଚଲମୁହାଁଣିରେ ପଢ଼ିଛି ବିଜୁ ଜନତା ଦଳ। ପ୍ରଥମ ଆଶଙ୍କା ହେଲା, ନବୀନଙ୍କ ପରେ ଦଳ ସମ୍ଭାଳିବ କିଏ ? ଦ୍ଵିତୀୟ ଆଶଙ୍କାଟି ହେଲା, ବ୍ଲକସ୍ତର ସଂଗଠନକୁ ନେଇ । ଭାଜପା ଗୋଟିଏ ପରେ ଗୋଟିଏ ବ୍ଲକ୍‌ରେ ବିଜଦକୁ…

ଜମ୍ମୁକଶ୍ମୀରରେ ବଡ଼ଧରଣର ଏନକାଉଣ୍ଟର; ୫ ଆତଙ୍କବାଦୀ ମୃତ, ଦୁଇ ଯବାନ ଆହତ

ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାରେ ଗୁରୁବାର ସକାଳେ ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଦୁଇ ଜଣ ଯବାନ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ; ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା…

ସଂସଦରେ ହଙ୍ଗାମା: ଧକ୍କା ରେ ପ୍ରତାପ ଷଡ଼ଙ୍ଗୀ ଆହତ; ରାହୁଳ ଗାନ୍ଧୀଙ୍କ ଉପରେ ଆରୋପ

ଆଜି ସଂସଦରେ କାର୍ଯ୍ୟକାଳ ଆରମ୍ଭ ହେବା ପୁର୍ବରୁ ସଂସଦ ପରିସରରେ ଦେଖା ଦେଇଛି ବିଜେପି ଏବଂ ବିରୋଧୀ ଦଳ ମଧ୍ୟରେ ଠେଲା ପେଲା । ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସଂସଦ ସିଡ଼ିରୁ ପଡ଼ି ଆହତ ହୋଇଥିବା ସୂଚନା ମିଳିଛି ।…