ତାଜା ଖବର ରାଜ୍ୟ ଅଗ୍ନିଶମ କର୍ମଚାରୀଙ୍କ ବଢ଼ିଲା ଭତ୍ତା February 4, 2025 Papirani ଅଗ୍ନିଶମ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଆଣିଲେ ଖୁସିର ଖବର । ବଢିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା। ଏ ନେଇ ଆଜି ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା…
ତାଜା ଖବର ରାଜ୍ୟ ମୋ ବସ୍ ଧକ୍କାରେ ନାବାଳିକା ମୃତ୍ୟୁ ଘଟଣା; CRUT ପକ୍ଷରୁ ଦିଆଗଲା ୨ ଲକ୍ଷ କ୍ଷତିପୂରଣ February 4, 2025 Papirani ମୋ ବସର ବେପରୁଆ ଗାଡ଼ି ଚାଳନା ପାଇଁ ଦିନକୁ ଦିନ ଦୁର୍ଘଟଣାର ଶିକାର ହେଉଛନ୍ତି ରାଜଧାନୀ ବସୀ। ଆଜି ସକାଳୁ ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଅଞ୍ଚଳରେ ଜଣେ ନାବାଳିକା ଉପରେ ମାଡ଼ି ଯାଇଛି ମୋ ବସ୍ । ଫଳରେ ନାବାଳିକାର…
ତାଜା ଖବର ରାଜନୀତି ରାଜ୍ୟ ହସ୍ପିଟାଲରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ: ସ୍ବାସ୍ଥ୍ୟାବସ୍ଥା ବୁଝିବା ପାଇଁ ପହଞ୍ଚିଲେ ନବୀନ ପଟ୍ଟନାୟକ February 4, 2025 Papirani ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ । ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାର…
ତାଜା ଖବର ଦେଶ ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ February 4, 2025 Papirani ୨ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର ବୁଡ଼ଗିଚେରୁ ଗାଁରେ ମାଓବାଦୀଙ୍କ ବର୍ବରକାଣ୍ଡ ଦେଖିବାକୁ ମିଳିଛି । ପୋଲିସ ଇନଫର୍ମର ସନ୍ଦେହରେ ୨ ଯୁବକ କାରମ ରାଜୁ ଓ ମାଡ଼ବି ମୁନ୍ନାଙ୍କୁ ନିର୍ମମ ଭାବେ ମାଓବାଦୀ…
ତାଜା ଖବର ରାଜ୍ୟ ପ୍ରଫେସର ବୁଲୁ ମହାରଣାଙ୍କ ଘରେ ସିବିଆଇ ରେଡ୍ February 4, 2025 Papirani ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଥିବା ଲାଇବ୍ରେରୀ ସାଇନ୍ସ ବିଭାଗର ଫାକଲ୍ଟି ମୁଖ୍ୟ ପ୍ରଫେସର ଡ. ବୁଲୁ ମହାରଣାଙ୍କ ଘରେ ସିବିଆଇ । ବୁର୍ଲା ଜ୍ୟୋତିବିହାର ସ୍ଥିତ ସରକାରୀ ବାସଭବନରେ ପହଞ୍ଚିଲା ସିବିଆଇ। ନାକ୍ ରେଟିଂରେ ଲାଞ୍ଚ ମାମଲାର ଖୋଳତାଡ଼ ପାଇଁ ପହଞ୍ଚିଲା ସିବିଆଇ…
ତାଜା ଖବର ଦେଶ ବେଆଇନ ଭାରତୀୟ ପ୍ରବାସୀଙ୍କୁ ପଠାଇଲା ଆମେରିକା February 4, 2025 Papirani ବେଆଇନ ପ୍ରବାସୀଙ୍କୁ ନେଇ ଆମେରିକାରୁ ଭାରତ ଅଭିମୁଖେ ବାହାରିଲା ପ୍ରଥମ ବିମାନ । ପ୍ରଥମ ପର୍ଯ୍ୟାୟରେ ୫ ହଜାର ଭରତଙ୍କୁ ପଠାଇଲା ଆମେରିକା । ଆମେରିକାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ରହୁଥିଲେ ଭାରତୀୟଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ…
ତାଜା ଖବର ରାଜ୍ୟ ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ February 4, 2025 Papirani ଆଜି ହେଉଛି ପବିତ୍ର ମାଘ ସପ୍ତମୀ । ଏହି ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ । ବ୍ରାହ୍ମ ମୂହୂର୍ତ୍ତରେ ସୂର୍ଯ୍ୟାଦୋୟବେଳେ ପବିତ୍ର ସ୍ନାନ କରିଛନ୍ତି ଶ୍ରଦ୍ଧାଳୁ । ଏହି ଦିନ ଚନ୍ଦ୍ରଭାଗା ପୁଷ୍କରିଣୀରେ ବୁଡ ପକାଇଲେ…
ତାଜା ଖବର ରାଜ୍ୟ କୁନି ଝିଅ ଉପରେ ଚଢ଼ିଗଲା ମୋ ବସ୍ February 4, 2025 Papirani ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍ । ମୋ ବସ୍ ଧକ୍କାରେ କୁନି ଝିଅର ମୃତ୍ୟୁ ହୋଇଛି। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା । ସାଇକେଲରେ ଯାଉଥିବାବେଳେ ପଛପଟୁ ଧକ୍କା ଦେଇଥିଲା ମୋ ବସ।…
ତାଜା ଖବର ରାଜ୍ୟ ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ବ୍ୟାପକ ବ୍ୟବସ୍ଥା February 3, 2025 Papirani ଆସନ୍ତାକାଲି ପବିତ୍ର ମାଘ ସପ୍ତମୀ । ଏହି ଦିନରେ ଚନ୍ଦ୍ରଭାଗାରେ ପବିତ୍ର ମାଘ ସପ୍ତମୀ ବୁଡ଼ ପକାଇବେ ଶ୍ରଦ୍ଧାଳୁ। ଏଥିପାଇଁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ବିଭିନ୍ନ ସ୍ଥାନରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବାରେ ଲାଗିଛି। ଗତକାଲି ଭୋର ୪ଟା ୩୭ରେ ପବିତ୍ର…
ତାଜା ଖବର ରାଜ୍ୟ ଠେଙ୍ଗା ବାହିନୀ ଗଢ଼ିଲେ ବିଧାୟକ ବାବୁ ସିଂ February 3, 2025 Papirani ଆସନ୍ତା ୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା । ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ହଜାର ହଜାର ଦର୍ଶକଙ୍କ କୋଳାହୋଳରେ ଉଚ୍ଛୁଳିବ ଖଣ୍ଡଗିରି ଯାତ୍ରା । ଏହା ମଧ୍ୟରେ ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ ବିରୋଧ କରାଯାଇଛି…